Posted inଜାତୀୟ

ମହାକୁମ୍ଭରେ ବୁଡ଼ ପକାଇଲେ ଖିଲାଡ଼ି ଷ୍ଟାର୍‌ ଅକ୍ଷୟ କୁମାର

ପ୍ରୟାଗରାଜର,୨୪।୨: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭରେ ପବିତ୍ର ବୁଡ଼ ପକାଇବା ପାଇଁ ଲୋକଙ୍କ ଭିଡ଼ କମିବାର ନାଁ ନେଉନାହିଁ। ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଡ଼ ନେତା ଏବଂ ଅଭିନେତା ମହାକୁମ୍ଭର ପବିତ୍ର ସଙ୍ଗମରେ ବୁଡ଼ ପକାଉଛନ୍ତି। ଏହି ପରିପ୍ରେକ୍ଷୀରେ ସୋମବାର ବଲିଉଡ ଅଭିନେତା ତଥା ଖିଲାଡି ଷ୍ଟାର ଅକ୍ଷୟ କୁମାର ପ୍ରୟାଗରାଜରେ ପହଞ୍ଚି ପବିତ୍ର ସଙ୍ଗମରେ ବୁଡ଼ ପକାଇଛନ୍ତି। ମହାକୁମ୍ଭରେ ହୋଇଥିବା ବ୍ୟବସ୍ଥା ପାଇଁ ସେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ସଙ୍ଗମରେ ବୁଡ଼ ପକାଇବା ପରେ, ଅକ୍ଷୟ କୁମାର ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ଏହା ପ୍ରକୃତରେ ଭଲ ଲାଗିଲା। ମହାକୁମ୍ଭରେ ସରକାରଙ୍କ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ହୋଇଛି। ଏନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଧନ୍ୟବାଦ ଜ୍ଞାପନ କରୁଛି। ମହାକୁମ୍ଭକୁ ସମସ୍ତ ବଡ଼ ବଡ଼ ଲୋକ ଆସୁଛନ୍ତି ଏବଂ ଯେଉଁ ବ୍ୟବସ୍ଥା କରାଯାଇଛି ତାହା ବହୁତ ଭଲ ହୋଇଛି। ଏନେଇ ସେ ସମସ୍ତ କର୍ମଚାରୀ ଏବଂ ପୋଲିସକୁ ଧନ୍ୟବାଦ ଜଣାଇଛନ୍ତି।

ଅକ୍ଷୟ କୁମାର ଏକ ଧଳା କୁର୍ତ୍ତା-ପାଇଜାମା ପିନ୍ଧି ମେଳାକୁ ଆସିଥିଲେ। ଅକ୍ଷୟଙ୍କ ଠିକିଏ ଏକ ଝଲକ ପାଇବା ପାଇଁ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଥିଲା। ହେଲେ କଡ଼ା ସୁରକ୍ଷା ମଧ୍ୟରେ ଅକ୍ଷୟ ସଙ୍ଗମରେ ପହଞ୍ଚି ବୁଡ଼ ପକାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମରଣାନ୍ତକ ଆକ୍ରମଣ କରି ଫସିଲେ, ମାସେ ପରେ ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri