ହୀରାରୁ ଆରମ୍ଭ କରି ଔଷଧ ପର୍ଯ୍ୟନ୍ତ, କେଉଁ ଜିନିଷ ଉପରେ ଲାଗିବ ଜିରୋ ଟାରିଫ(Zero Tariff)? ପୀୟୁଷ ଗୋୟଲ କହିଲେ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୭।୨: ଶନିବାର (ଫେବୃଆରୀ ୭) ଭାରତ ଏବଂ ଆମେରିକା ମଧ୍ୟରେ ହୋଇଥିବା ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମା ପରେ, କେନ୍ଦ୍ର ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ଏହାକୁ ଉଭୟ ଦେଶର ସ୍ବାର୍ଥ ପାଇଁ…

ଏହି ଗାଁରେ ଦୁଇ ମହଲା ଘର ତିଆରି କରିବାକୁ ଡରନ୍ତି ଗ୍ରାମବାସୀ, କାରଣ ଜାଣିଲେ…

ଭାରତରେ ଅନେକ ଗାଁ ରହିଛି। ଗାଁରେ ଅନେକ ଆଶ୍ଚର୍ଯ୍ୟଜନକ କାହାଣୀ ବି ଶୁଣିବାକୁ ମିଳେ। ପ୍ରତ୍ୟେକ ଗାଁର ନିଜସ୍ବ ପରମ୍ପରା ଏବଂ ସଂସ୍କୃତି ଅଛି। ଏପରି ଏକ ଗାଁ ରାଜସ୍ଥାନରେ ଅବସ୍ଥିତ। ଏହା ଏକ…

ଏହି କଥା ଶୁଣି କାନ୍ଦିଲେ ଭୂମିକା

ବଲିଉଡ ଅଭିନେତ୍ରୀ ଭୂମିକା ଚାୱଲା ଜଣେ ଜଣାଶୁଣା ଅଭିନେତ୍ରୀ। ଯଦିଓ ଆଜିକାଲି ସେ ଫିଲ୍ମରେ କମ୍‌ ସକ୍ରିୟ ଅଛନ୍ତି, କିନ୍ତୁ ସେ ପ୍ରାୟତଃ ଚର୍ଚ୍ଚାରେ ଅଛନ୍ତି। ସେ ସୁପରଷ୍ଟାର ସଲମାନ ଖାନଙ୍କ ‘ତେରେ ନାମ’ରେ…

କଂଗ୍ରେସ ଛାଡିବାରୁ ଚମକିଲା ଭାଗ୍ୟ! ୪୦ ବର୍ଷ ପରେ ଭାଜପାକୁ ମିଳିବ ମେୟର ପଦ, ଋତୁ ହେବେ BMC ମେୟର

ମୁମ୍ବାଇ,୭।୨: BMC ନିର୍ବାଚନରେ ବିଜୟ ପରେ, ମେୟର ନିର୍ବାଚନକୁ ନେଇ ସସପେନ୍ସ ଶେଷ ହୋଇଛି। ଭାଜପାର ଋତୁ ତାୱଡେ ମୁମ୍ବାଇର ମେୟର ହେବେ, ସେହିପରି ଶିବସେନାର ସଞ୍ଜୟ ଘାଡି ଡେପୁଟି ମେୟର ହେବେ। ମୁମ୍ବାଇ…

କମାଲ କଲେ ବୈଜ୍ଞାନିକ, ମାଟିରେ ନୁହେଁ ପବନରେ ଫଳିଲା ଆଳୁ

ନୂଆଦିଲ୍ଲୀ,୭।୨:  ଗ୍ୱାଲିୟରର ରାଜମାତା ବିଜୟା ରାଜେ ସିନ୍ଧିଆ କୃଷି ବିଶ୍ୱବିଦ୍ୟାଳୟରେ, କୃଷି ବୈଜ୍ଞାନିକମାନେ ଏରୋପୋନିକ୍ସ ପଦ୍ଧତି ବ୍ୟବହାର କରି ଆଳୁ ବିହନ ଚାଷ କରୁଛନ୍ତି । ଏହି ଗଛଗୁଡ଼ିକୁ ବାୟୁରେ ଲଗାଯାଉଛି।  ଏହାର ମୂଳରୁ ୧,୦୦୦…

ଲୋକଙ୍କ ପ୍ରଶ୍ନ ଶୁଣି ରାଗିଗଲେ ରାଷ୍ଟ୍ରପତି, କହିଲେ…

ବାରିପଦା,୭ା୨: ମୟୂରଭଞ୍ଜ ଜିଲା ଶିମିଳିପାଳବାସୀ ନିରନ୍ତର ଇଣ୍ଟରନେଟ୍‌ ସେବା ସହ ଯୋଡ଼ି ହୋଇଛନ୍ତି। ଶୁକ୍ରବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଜାତୀୟ ଉଦ୍ୟାନ ଗୁଡୁଗୁଡ଼ିଆଠାରେ ବିଏସ୍‌ଏନ୍‌ଏଲ୍‌ର ୪-ଜି ଟାୱାର ଲୋକାର୍ପଣ କରିବା ପରେ ଅଞ୍ଚଳବାସୀଙ୍କ…

ମାଲେସିଆ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି: ଯିବା ପୂର୍ବରୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୭।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦୁଇ ଦିନିଆ ମାଲେସିଆ ଗସ୍ତ ଗସ୍ତରେ ଯାଇଛନ୍ତି। ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ, ଭାରତ ଏବେ ପ୍ରତିରକ୍ଷା, ସୁରକ୍ଷା, ଅର୍ଥନୀତି ଏବଂ ନବସୃଜନ ଭଳି ପ୍ରମୁଖ କ୍ଷେତ୍ରରେ ମାଲେସିଆ ସହିତ ସହଯୋଗକୁ…

ଆଉ ନିର୍ବାଚନ ଲଢ଼ିବେନି ଖଣି ମନ୍ତ୍ରୀ, କହିଲେ ଯୁବ ବର୍ଗଙ୍କ ପାଇଁ ବାଟ ଛାଡ଼ିବେ

ଭୁବନେଶ୍ବର,୭।୨: ଖଣି ମନ୍ତ୍ରୀ ବିଭୂତି ଜେନା ବଡ଼ ନିଷ୍ପତ୍ତି ନେଇଛନ୍ତି । ସେ ଆଉ ନିର୍ବାଚନ ଲଢ଼ିବେନି ବୋଲି ଏକ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ସେ ଆହକୁ ଆଉ ନିର୍ବାଚନ ନଲଢ଼ି ଯୁବ ବର୍ଗଙ୍କ ପାଇଁ ବାଟ ଛାଡ଼ିବେ ବୋଲି…

ଟି-୨୦ ବିଶ୍ୱକପ ଆରମ୍ଭର କିଛି ଘଣ୍ଟା ପୂର୍ବରୁ ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା: ବଦଳିଲା ଟିମ୍‌

ନୂଆଦିଲ୍ଲୀ,୭।୨:  ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆକୁ ଏକ ବଡ଼ ଝଟକା ଲାଗିଛି। ଦ୍ରୁତ ବୋଲର ହର୍ଷିତ ରାଣା ଆଣ୍ଠୁରେ ଆଘାତ ଯୋଗୁ ସମଗ୍ର ଟୁର୍ନାମେଣ୍ଟରୁ ବାଦ ଦିଆଯାଇଛି। ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (ବିସିସିଆଇ) ଶୁକ୍ରବାର ଏହା ନିଶ୍ଚିତ…

ଚନ୍ଦ୍ରକୁ ଯିବ iPhone: ନାସା କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୭।୨: ଚନ୍ଦ୍ରକୁ ଯାତ୍ରା କରୁଥିବା ମହାକାଶଚାରୀମାନେ ଏବେ ନିଜ ସହିତ iPhone ନେଇପାରିବେ। ଆମେରିକାର ମହାକାଶ ସଂସ୍ଥା ନାସା ଏବେ ମହାକାଶଚାରୀମାନଙ୍କୁ iPhone ଏବଂ ଅନ୍ୟାନ୍ୟ ଆଧୁନିକ ସ୍ମାର୍ଟଫୋନ ବହନ କରିବାକୁ ଅନୁମତି ଦେଇଛି। ନାସା ପ୍ରଶାସକ ଜେର ଆଇଜାକମ୍ୟାନ କହିଛନ୍ତି,…

ଆଜିଠୁ ଟି୨୦ ବିଶ୍ୱକପ୍‌: ସାମ୍ନାସାମ୍ନି ହେବେ…

ମୁମ୍ବାଇ, ୭।୨: ଆଇସିସି ପୁରୁଷ ଟି୨୦ କ୍ରିକେଟ ବିଶ୍ୱକପ୍‌ର ୧୦ମ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହି ମେଗା ପ୍ରତିଯୋଗିତାରେ ଗତଥରର ଚାମ୍ପିୟନ ଭାରତ ନିଜର ପ୍ରଥମ ମ୍ୟାଚରେ ଆମେରିକାକୁ ଭେଟିବ। ଟାଇଟଲ ବଜାୟ ରଖିବା ଲକ୍ଷ୍ୟରେ ଥିବା ଭାରତ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି। ଶୁକ୍ରବାର ଅନୁଷ୍ଠିତ ଫାଇନାଲରେ ଭାରତ ୧୦୦ ରନରେ ଇଂଲଣ୍ଡକୁ ପରାସ୍ତ କରିଛି। ପୂର୍ବରୁ…

ଟାଇଟଲ୍‌ ଲକ୍ଷ୍ୟରେ ଭାରତ: ଇଂଲଣ୍ଡ ଆଗରେ ୪୧୨ ରନ୍‌ର ବିଶାଳ ଟାର୍ଗେଟ୍‌

ହରାରେ,୬।୨: ହରାରେ ସ୍ପୋଟର୍‌ସ କ୍ଲବଠାରେ ଶୁକ୍ରବାର ୧୯ ବର୍ଷରୁ କମ୍‌ ପୁରୁଷ ବିଶ୍ବକପ୍‌ ଫାଇନାଲ ମ୍ୟାଚ୍‌ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ଭାରତ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାର ନିଷ୍ପତ୍ତି ନେଇଥିଲା। ଯୁବ କ୍ରିକେଟର ବୈଭବ…

ଟି-୨୦ ବିଶ୍ୱକପ୍‌ରୁ ବାଦ୍ ପଡ଼ିଲେ ହର୍ଷିତ ରାଣା: ଭାରତକୁ ବଡ଼ ଝଟ୍‌କା

ମୁମ୍ବାଇ,୬।୨: ଟି-୨୦ ବିଶ୍ୱକପ୍ ୨୦୨୬ ଆରମ୍ଭ ହେବା ପୂର୍ବରୁ ଭାରତୀୟ କ୍ରିକେଟ ଦଳ ପାଇଁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଦ୍ରୁତ ବୋଲର ହର୍ଷିତ ରାଣା ଆହତ କାରଣରୁ ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟରୁ ବାଦ୍ ପଡ଼ିଛନ୍ତି। ଶନିବାର ଆମେରିକା ବିରୋଧରେ ଭାରତ…

ଯାତ୍ରା ମାଲିକ ନାଣ୍ଡୁଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ସାଇଙ୍କ ମା’, କହିଲେ ମୋ ପୁଅକୁ…

ଭୁବନେଶ୍ୱର,୬।୨: ଅନନ୍ତ ନାରାୟଣ ଧଳ ଓରଫ ନାଣ୍ଡୁ ବାବୁଙ୍କ ପିଛା ଛାଡ଼ୁନାହିଁ ବିବାଦ। ପୁଣି ଥରେ ବିବାଦର ଅଡ଼ୁଆ ସୂତାରେ ଛନ୍ଦି ହୋଇଛନ୍ତି ତୁଳସୀ ଗଣନାଟ୍ୟର ମାଲିକ । କଳାକାରଙ୍କୁ ନିର୍ଯାତନା ଦେଉଥିବା ନେଇ ତାଙ୍କ ନାଁରେ ଅଭିଯୋଗ ହୋଇଛି ।…

“ମହିଳାଙ୍କୁ ବାଧ୍ୟ କରାଯାଇପାରିବ ନାହିଁ”: ନାବାଳିକାଙ୍କୁ ୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୨: ମହିଳାଙ୍କ ପ୍ରଜନନ ସ୍ଵାଧୀନତାକୁ ଗୁରୁତ୍ୱ ଦେଇ ମାନ୍ୟବର ସୁପ୍ରିମକୋର୍ଟ ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। ଜଣେ ଯୁବତୀଙ୍କୁ ତାଙ୍କ ଇଚ୍ଛା ବିରୁଦ୍ଧରେ ମାତୃତ୍ୱ ଗ୍ରହଣ କରିବା ପାଇଁ କୋର୍ଟ ବାଧ୍ୟ କରିପାରିବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି ଶୀର୍ଷ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨ ଫେବୃଆରୀ , ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri