ବୈଠକରେ ଚୂଡ଼ାନ୍ତ ନିଷ୍ପତ୍ତି: ୧୦ଟାରେ ଉଠିବ ଲିଙ୍ଗରାଜଙ୍କ ମହାଦୀପ

ଭୁବନେଶ୍ୱର,୨୫।୨: ରାତି ପାହିଲେ ମହାଶିବରାତ୍ରୀ। ଏନେଇ ଚଳଚଞ୍ଚଳ ହୋଇ ଉଠିଛି ଶୈବପୀଠ। ଏହି ପରିପ୍ରେକ୍ଷୀରେ ମହାଶିବରାତ୍ରୀରେ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି କିପରି ସୁଚାରୁରୁପେ ସମ୍ପାଦନ ହେବ ସେନେଇ ମଙ୍ଗଳବାର ଏକ ସ୍ବତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଥିଲା।

ବୈଠକର ନିଷ୍ପତ୍ତି କ୍ରମେ ବୁଧବାର ରାତି ୧୦ଟାରେ ମହାପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ ଉଠିବ ବୋଲି ଭୁବନେଶ୍ୱର ମେୟର ସୁଲୋଚନା ଦାସ ସୂଚନା ଦେଇଛନ୍ତି। ମହାପ୍ରଭୁଙ୍କ ଆଶୀର୍ବାଦ ହେଲେ ଠିକ୍‌ ସମୟରେ ସମସ୍ତ କାର୍ଯ୍ୟ ସମ୍ପାଦନ ହେବ ବୋଲି ସେ କହିଛନ୍ତି। ଏପରିକି ମହାପ୍ରଭୁ ଲିଙ୍ଗରାଜଙ୍କ ସମସ୍ତ ନୀତିକାନ୍ତି ନିର୍ଦ୍ଧରିତ ସମୟରେ ହେବ ବୋଲି ମେୟର କହିଛନ୍ତି।

ଅନ୍ୟପକ୍ଷେ ମହାପ୍ରଭୁ ଲିଙ୍ଗରାଜଙ୍କ ସମସ୍ତ ନୀତିକାନ୍ତି, ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ସହ ଠିକ୍‌ ସମୟରେ ମହାଦୀପ ଉଠିବା ନେଇ ବୈଠକରେ ସମସ୍ତେ ସହମତି ପ୍ରକାଶ କରିଛନ୍ତି ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ମହାପ୍ରଭୁଙ୍କ ସମସ୍ତ ନୀତିକାନ୍ତି କିପରି ସୂଚାରୁ ରୁପେ ସାମ୍ପଦନ ହେବ ସେନେଇ ବୈଠକରେ ନିଷ୍ପତ୍ତି ହୋଇଥିଲା। ଏଥିରେ ସମସ୍ତେ ସହଯୋଗ କରିବେ ବୋଲି ବିଧାୟକ ବାବୁ ସିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

ଜାଣିଶୁଣି କରାଯାଇଥିଲା କି ଇଣ୍ଡିଗୋ ସଙ୍କଟ? ସରକାର ଜାରି କଲେ ନୋଟିସ, ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ,୮।୧୨: ସରକାର ନୂତନ ଫ୍ଲାଇଟ ଡ୍ୟୁଟି ସମୟ ସୀମା (FDTL) ନିୟମ କାର୍ଯ୍ୟକାରୀ କରିବାରେ ଇଣ୍ଡିଗୋର ଅଭିଯୋଗ ଅବହେଳାର ତଦନ୍ତ କରିବେ। ଅଭିଯୋଗ ହୋଇଛି ଯେ...

ବାରବାଟୀ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ବଡ଼ ଝଟ୍‌କା: ICC ଲଗାଇଲା ଜରିମାନା, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୮।୧୨: ରାୟପୁରରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ଦିନିକିଆରେ ସ୍ଲୋ ଓଭର-ରେଟ ବଜାୟ ରଖିବା ପାଇଁ ଆଇସିସି ଟିମ ଇଣ୍ଡିଆକୁ ସେମାନଙ୍କ...

ରାଜ୍ୟରେ ଡାକ୍ତର ମରୁଡ଼ି : ୫୨୪୮ ପଦବୀ ପୂରଣ ପାଇଁ…

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ଡାକ୍ତର ମରୁଡ଼ି ପଡ଼ିଛି। ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି ପଡିଛି। ଏ ନେଇ ଗୃହରେ ଉତ୍ତର ରଖିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ...

ଅଧିନାୟକ ସୂର୍ଯ୍ୟକୁମାରଙ୍କ ବଡ଼ ଘୋଷଣାା: ବାରବାଟୀରେ ଖେଳିବେ ଗିଲ୍‌

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବ ମହା ମୁକାବିଲା। ଏନେଇ ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିବେ। ଅଭ୍ୟାସ ପୂର୍ବରୁ ଭାରତୀୟ ଟି୨୦...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri