ମହାଶିବରାତ୍ରିରେ ଅଘଟଣ: ଯୁବକଙ୍କୁ ମାରି ଫିଙ୍ଗିଦେଲେ

ବାଲେଶ୍ବର, ୨୬।୨(ବାଞ୍ଛାନିଧି ଦେ): ମହାଶିବରାତ୍ରିରେ ଘଟିଛି ଏକ ଅଭାବନୀୟ ଘଟଣା l ବାଲେଶ୍ୱର ଜିଲା ୬୦ ନମ୍ବର ଜାତୀୟ ରାଜପଥର ବସ୍ତା ଥାନା ଅମର୍ଦ୍ଦାରୋଡ଼ ଫାଣ୍ଡି ଅନ୍ତର୍ଗତ ଇନ୍ଦିରା ଛକ ନିକଟରୁ ବୁଧବାର ଜଣେ ଅଜଣା ଯୁବକଙ୍କ ମୃତଦେହ ଜବତ କରିଛି ପୋଲିସ l ସକାଳେ ଜାତୀୟ ରାଜପଥ ପାଶର୍‌ବରେ ଯୁବକର ରକ୍ତାକ୍ତ ମୃତଦେହ ପଡିଥିବା ଦେଖି ସ୍ଥାନୀୟ ଲୋକେ ବସ୍ତା ଥାନା ପୋଲିସକୁ ଖବର ଦେଇ ଥିଲେ l ଖବର ପାଇ ବସ୍ତା ଥାନା ଓ ଅମର୍ଦ୍ଦା ଫାଣ୍ଡି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି l ମୃତଦେହ ନିକଟରୁ ଗୋଟିଏ ମୋବାଇଲ ଏବଂ ବ୍ୟାଙ୍କ ଜମା ରସିଦ ଜବତ ହୋଇଛି l ତେବେ ମୃତ ଯୁବକର ସଠିକ ପରିଚୟ ମିଳି ନ ଥିବା ବେଳେ ଏହା ହତ୍ୟାକାଣ୍ତ ବୋଲି ଅନୁମାନ କରାଯାଉଛି l ଯୁବକଙ୍କ ଶରୀରରେ ବହୁ କ୍ଷତ ଚିହ୍ନ ରହିଥିବା ଦେଖିବାକୁ ମିଳିଛି l ଏହା ହତ୍ୟା ନା ଆତ୍ମହତ୍ୟା ସେନେଇ ପୋଲିସ ପକ୍ଷରୁ ଛାନଭିନ୍‌ ଆରମ୍ଭ ହୋଇଛି l ବ୍ୟବଛେଦ ପାଇଁ ବସ୍ତା ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରକୁ ମୃତଦେହ ନିଆଯାଇଛି l

 


Enter your email to get our daily news in your inbox.

All Right Reserved By Dharitri.Com

୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୧: ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଫେବୃଆରୀ ପ୍ରଥମ ସପ୍ତାହରେ ତାଙ୍କର ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୨ ତାରିଖରୁ ସେ ୫...

ହେବନି ଗାଡ଼ିର ପଞ୍ଜୀକରଣ, ଆସିଲା କଡ଼ା ନିୟମ

ନୂଆଦିଲ୍ଲୀ,୨୨।୧: ଚାଲାଣ ନ ଭରିଲେ ହେବନି ଗାଡ଼ି ପଞ୍ଜୀକରଣ । ମୋଟର ଯାନ ନିୟମରେ ସଂଶୋଧନ କରି ଏଭଳି କଠୋର ନିୟମ ଜାରି କରିଛନ୍ତି କେନ୍ଦ୍ର...

ବିଳମ୍ବିତ ରାତିରେ ଅଜଣା ବ୍ୟକ୍ତିଙ୍କୁ ନେଇ ସିମନବାଡିରେ ଆତଙ୍କ, ଧରା ପକାଇଲା ସିସି କ୍ୟାମେରା

ଦାରିଙ୍ଗବାଡି,୨୨।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଏବେ ଆସାମଜିକଙ୍କ ଆଡ୍ଡା ସ୍ଥଳୀ ପାଲଟିଛି। ଅସୁରକ୍ଷିତ ମଣୁଛନ୍ତି ଗ୍ରାମବାସୀ। ଅଞ୍ଚଳରେ ଚୋରା...

ଦେଖା ହୋଇପାରିଲାନି, ଯୁବତୀଙ୍କ ଘର ଆଗରେ ଦେହକୁ କାଟି ପକାଇଲେ

ଢେଙ୍କିକୋଟ,୨୧ା୧(ନୀଳମଣି ମଣ୍ଡଳ):  କେନ୍ଦୁଝର ଜିଲା ଢେଙ୍କିକୋଟ ପୋଲିସ ବିଟ୍‌ ହାଉସ ଅନ୍ତର୍ଗତ ବଡ଼ମସିଣାବିଲା ପଞ୍ଚାୟତ ସାନମସିଣାବିଲା ଗ୍ରାମରେ ବୁଧବାର ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଯୁବତୀଙ୍କୁ...

କ୍ରିକେଟ ମ୍ୟାଚ ଦେଖିବାକୁ ଯାଇ ନିଖୋଜ ଥିବା ୪ ନାବାଳକ ସୁରକ୍ଷିତ ଉଦ୍ଧାର

ଦେବଗଡ଼,୨୨।୧(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ଜିଲାର ନିଖୋଜ ୪ ନାବାଳକ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି। ରିଆମାଳ ଥାନା ଟିଙ୍କବୀର ଗ୍ରାମର ୪ ଜଣ ପଞ୍ଚମ ଶ୍ରେଣୀ...

ହାତୀ ମୃତଦେହ ଠାବ, ୭ଫୁଟ ତଳୁ ଉଦ୍ଧାର କଲା ବନ ବିଭାଗ 

କେସିଙ୍ଗା ,୨୨।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନ ଖଣ୍ଡ ଅଧିନସ୍ଥ ତହସିର ଗ୍ରାମ ସ୍ଥିତ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଅଞ୍ଚଳରେରେ ମୃତ ହାତୀର ଖଣ୍ଡ...

ମୁଜାଗଡ ପୋଷ୍ଟମାଷ୍ଟରଙ୍କ ଦୁର୍ଘଟଣାରେ ମୃତ୍ୟୁ, ସନ୍ଦେହରେ ପରିବାର ଲୋକେ

ଭଞ୍ଜନଗର,୨୨।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ ପୋଷ୍ଟମାଷ୍ଟର ନାରାୟଣ ପାତ୍ର (୫୫)ଙ୍କର ବୁଧବାର ରାତିରେ ଏକ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ଦୁର୍ଘଟଣା କେଉଁଭଳି...

ଆରାବଳୀର ଅପୂରଣୀୟ କ୍ଷତି କରିପାରେ ବେଆଇନ ଖନନ

ନୂଆଦିଲ୍ଲୀ,୨୨ା୧: ଆରାବଳୀ ପର୍ବତମାଳାରେ ବେଆଇନ ଖନନ ଯୋଗୁ ଏହାର ପରିବେଶ ପାଇଁ ଅପୂରଣୀୟ କ୍ଷତି ହୋଇପାରେ ବୋଲି ବୁଧବାର ସୁପ୍ରିମକୋର୍ଟ କହିଛନ୍ତି। ବିଭିନ୍ନ କ୍ଷେତ୍ରରେ ଅଭିଜ୍ଞତାସମ୍ପନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri