ବୁଦ୍ଧେଶର ଶୈବପୀଠରେ ମହାଶିରାତ୍ର ,୪.୧୫ରେ ଉଠିବ ମହାଦୀପ

ଭୁବନ ୨୬।୦୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନର ବୁେଶ୍ୱେର ଶୈପିଠରେ ମହାଶିରାତ୍ରୀ ପାଇଁ ଉତ୍ସବ ମୁଖର ହୋଇ ଉଠିଛି । ନିତି ର୍ନିଘଣ୍ଟ ଅନୁଯାୟୀ ଭୋର ୪ଟା ସମୟରେ ଆଳତୀ ସହିତ ପୂଜାର୍ଚ୍ଚନା ଆରମ୍ଭ ହୋଇଥିଲା । ସକାଳ ସମୟରେ ହଜାର ହଜାର ଶ୍ରଦ୍ଧାଳୁ ଦର୍ଶନ କରିଥିଲେ । ଦର୍ଶନ ପାଇଁ ୭ଟି ଧାଡିରେ ମହିଳା ଓ ପୁରୁଷ ଦର୍ଶନ କରିଥିଲେ । ଶାନ୍ତି ଶୃଙ୍ଖଳା ପାଇଁ ପୋଲିସ ପ୍ରଶାସନ , ମନ୍ଦିର ପରିଚାଳନା କମିଟିର ସମସ୍ତ କର୍ମକର୍ତ୍ତା ଦାୟିତ୍ୱ ତୁଲାଇ ଥିାେଳେ ମାଜିଷ୍ଟ୍ରେଟ ଭାବେ ଭୁବନ ଏ ନ ଏସି ର୍ନିବାହୀ ଅଧିକାରୀ ଲୋକନାଥ ଜେ ଦାୟିତ୍ୱ ତୁଲାଇଥିବାବେଳେ ଅଞ୍ଚଳର ସେବା ସଂଗଠନ ଯଥା ସତ୍ୟସାଇ ସଂଗଠନ , ଖୁସୀ ବାଣ୍ଟିବା ସଂଗଠନ, ଶିବସେନା ଓ ଗୋପବନ୍ଧୁ ଦାସ ସେବା ସଂଗଠନର କର୍ମକର୍ତ୍ତା ମାନେ ଉପସ୍ଥିତ ରହି ସେବା ଯୋଗାଇଥିଲେ । ସୁରକ୍ଷା ପାଇଁ ଭୁବନ ପୋଲିସ, ଦମକଳ ବାହୀନି, ଜନସ୍ବାସ୍ଥ୍ୟ ବିଭାଗ, ବନବିଭାଗ ସହିତ ସ୍ନେକହେଲପ ଲାଇନ କର୍ମକର୍ତ୍ତା ଓ ଭୁବନ ଗୋଷ୍ଠୀ ସାସ୍ଥ୍ୟ କେନ୍ଦ୍ରରେ କର୍ମଚାରୀ ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ । ସକାଳ ସମୟରେ ୧୫ ହଜାରରୁ ଉର୍ଦ୍ଧ ଶ୍ରଦ୍ଧାଳୁ ସମାଗମ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବାଙ୍କୀରେ ଧାନମଣ୍ଡି ଅବ୍ୟବସ୍ଥା, ତେଜୁଛି ଚାଷୀ ଅସନ୍ତୋଷ

ବାଙ୍କୀ,୨୨ା୧(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଉପଖଣ୍ଡରେ ଚଳିତବର୍ଷ ୪୯ ପ୍ରାଥମିକ କୃଷି ସେବା ସମବାୟ ସମିତି (ପାକ୍ସ)ରେ ମଣ୍ଡି ଖୋଲିବାକୁ...

ଆକାଶରେ ପରିବର୍ତ୍ତନ

ମଣିଷ ଆଭ୍ୟନ୍ତରୀଣ ଉପତ୍ୟକାରୁ ଉପକୂଳ, ଜଙ୍ଗଲରୁ ପର୍ବତ ଅଞ୍ଚଳକୁ ସ୍ଥାନାନ୍ତର ହୋଇଥିବାରୁ ତାହା ବିଭିନ୍ନ କାହାଣୀ ଓ ସଙ୍କେତ ବହନ କରିଥିଲା। ସେମାନଙ୍କ ସହ ଆକାଶ...

ସମସ୍ତେ ଶୋଇଥିବା ବେଳେ ଲାଗିଲା ନିଆଁ, ଜଳିଗଲା ୧୦ ବଖରା ଘର

ବାସୁଦେବପୁର,୨୨।୧: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ପଂଚାୟତର ନାୟକ ସାହିରେ ବୁଧବାର ବିଳମ୍ବିତ ରାତିରେ ନିଆଁ ଲାଗି ୧୦ ବଖରା ଘର ଜଳିଯାଇଛ।...

ବଞ୍ଚିବାର ସଂଘର୍ଷ

କ୍ଷୁଧା ବା ଭୋକକୁ ମଣିଷ ନିଜର ପ୍ରାଥମିକତା ମନେକରେ। ଚିନ୍ତା କରେ କ’ଣ କଲେ ପେଟରେ ଦାନା ପଡ଼ିବ। ନିଜେ ବଞ୍ଚିଲେ ତ ପରିବାର ମୁହଁରେ...

ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣରେ ଅସଙ୍ଗତି

ନାଗରିକଙ୍କ ଜନ୍ମ ଓ ମୃତ୍ୟୁର ପଞ୍ଜୀକରଣ ଏକ ଆବଶ୍ୟକତା। ଆମ ଗଣତାନ୍ତ୍ରିକ ସରକାର ୧୯୬୯ ମସିହାରେ ଜନ୍ମ ମୃତ୍ୟୁ ପଞ୍ଜୀକରଣ ଆଇନ ତିଆରି କରିଛନ୍ତି। ଯେଉଁଠି...

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri