ଜଳୁଛି ଜଙ୍ଗଲ: ଗାଁରେ ସଚେତନତା, ସହରରେ ନିଆଁ

ରାଇକିଆ,୨୭ା୨(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ରେଞ୍ଜରେ ଗତକିଛି ଦିନ ହେଲା ଜଙ୍ଗଲକୁ ନିଆଁ ଦାଉରୁ ରକ୍ଷା କରିବା ପାଇଁ ସଚେତନତା ନାଁରେ ଗ୍ରାମାଞ୍ଚଳରେ ବିଭିନ୍ନ କାର୍ଯ୍ୟକ୍ରମ କରାଯାଉଛି। ମାତ୍ର ଏହାର କୌଣସି ପ୍ରଭାବ ପଡୁନାହିଁ। ଗୁରୁବାର ରାଇକିଆ ସହର ଉପକଣ୍ଠ ଆର୍‌ଏମ୍‌ସି କାର୍ଯ୍ୟଳୟ ପଛପଟ ଜଙ୍ଗଲରେ ନିଆଁ ଲାଗିଛି। ଶୁଖିଲା ପତ୍ର ଯୋଗୁ ନିଆଁ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ତୀବ୍ର ଭାବେ ବ୍ୟାପୁଥିବା ବେଳେ ଚାରି ପାଖ ରେ ଜନବସତି ଥିବା ଯୋଗୁ ସ୍ଥାନୀୟ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ବନାଗ୍ନୀ ସଚେତନତା କେବଳ ପ୍ରଚାରରେ ଅଟକିଥିବା ବେଳେ ଖୋଦ୍‌ ରାଇକିଆ ସହର ନିକଟରେ ନିଆଁ ଲାଗିବା ଆଶ୍ଚର୍ଯ୍ୟ କରିଛ। ବିଭାଗ ତରଫରୁ ନିଆଁ ଲିଭାଇବା ପାଇଁ କର୍ମଚାରୀ ପହଞ୍ଚି ଥିବା ଫରେଷ୍ଟର ଉତ୍ସ କହଁର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri