କଥା ଶୁଣିଲେନି ଭାଉଜ, ଚା’ କରିବାକୁ ମନା କରିବାରୁ ପିଟିପିଟି ମାରିଦେଲେ ଦିଅର

ଭୋପାଳ,୨୦।୩: ମଧ୍ୟପ୍ରଦେଶର ସଲାମତପୁର ପୋଲିସ ଷ୍ଟେସନ ଅଧୀନରେ ଥିବା ଖୋହା ଗାଁରେ ଭାଉଜଙ୍କୁ ହତ୍ୟା କରିଛନ୍ତି ନିଜ ଦିଅର। ରିପୋର୍ଟ ଅନୁସାରେ, ଖୋହା ବାସିନ୍ଦା ଖେମଚାନ୍ଦ ମାଲବ୍ୟ ସକାଳେ କ୍ଷେତରେ କାମ କରିବା ପାଇଁ…

୩୪ ଆଦିବାସୀଙ୍କୁ ଖଲାସ ଦାବି: ୪୮ ଘଣ୍ଟିଆ ବନ୍ଦ ଡାକରା

ବାରିପଦା,୨୦।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ତିରିଂ ଥାନା ଅଞ୍ଚଳର ଜଣେ ଆଦିବାସୀ ନାବାଳିକା ଅସଦାଚରଣ ମାମଲାରେ ବହଳଦା ଠାରେ ଜାତୀୟ ରାଜପଥ ଅବରୋଧ ବେଳେ ପୋଲିସ ଓ ଗ୍ରାମବାସୀ ମୁଁହାମୁଁହି ହୋଇଥିଲେ। ଯାହାକୁ…

ମିଲରଙ୍କ ଅସହଯୋଗରୁ ବଢୁଛି ଚାଷୀଙ୍କ ଚିନ୍ତା: ଧାନବସ୍ତା ରଖି ରାଜ୍ୟ ରାଜପଥ ଅବରୋଧ

ତିହିଡି଼,୨୦।୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ଚାରିତରଫ ସମବାୟ ସମିତି ମଣ୍ଡିରେ ୮ହଜାର କୁଇଣ୍ଟାଲରୁ ଅଧିକ ଧାନ ପଡ଼ି ରହିଛି l ମିଲରଙ୍କ ଅସହଯୋଗରୁ ଏହି ଧାନ ପଡ଼ି ରହିଥିବାରୁ ଚାଷୀଙ୍କ ପୁଞ୍ଜିଭୂତ ଅସନ୍ତୋଷ ଆନ୍ଦୋଳନର…

ଶସ୍ତା ହୋଇଯିବ ତେଲ: ଯୁଦ୍ଧ ମଧ୍ୟରେ ସାରା ବିଶ୍ୱକୁ ମିଳିବ ଆଶ୍ୱସ୍ତି

ଓ୍ବାଶିଂଟନ୍‌,୨୦।୩: ସାଧାରଣ ଜନତାଙ୍କୁ ଖୁବ୍‌ଶୀଘ୍ର ମିଳିବ ବଡ଼ ଆଶ୍ୱସ୍ତି। ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ଖୁବ ଶୀଘ୍ର ହ୍ରାସ ପାଇପାରେ। ରିପୋର୍ଟ ଅନୁଯାୟୀ, ଆମେରିକା ଖୁବ ଶୀଘ୍ର ଇରାନ ତେଲ ଉପରେ କଟକଣା…

‘୫ବର୍ଷ ପାଇଁ ଭାରତର ଗ୍ୟାସ ଯୋଗାଣ ଉପରେ ପ୍ରଭାବ…’ LNG ପ୍ଲାଣ୍ଟ ନଷ୍ଟ ହେବା ପରେ କାତାରର ବଡ଼ ବୟାନ

ନୂଆଦିଲ୍ଲୀ,୨୦।୩: କାତାର ଏନର୍ଜିର ସିଇଓ ଏବଂ ଶକ୍ତି ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ସାଦ ଅଲ-କାବି କହିଛନ୍ତି ଯେ ଇରାନ ଆକ୍ରମଣ କାତାରର ପ୍ରାୟ ୧୭ ପ୍ରତିଶତ ଏଲଏନଜି ରପ୍ତାନି କ୍ଷମତାକୁ ନଷ୍ଟ କରିଛି । ଯାହା…

୨୬ ତାରିଖ ଯାଏ ବର୍ଷା, ୧୯ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର,୨୦।୩(ବନ୍ଦନା ସେଠୀ): ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଜାରି ରହିଥିବାବେଳେ ଗତ ୨୪ଘଣ୍ଟାରେ ୧୩ଟି ସ୍ଥାନରେ ବର୍ଷା ହୋଇଛି। କୋରାପୁଟର ବୋରିଗୁମ୍ମାଠାରେ ସର୍ବାଧିକ ୫୭.୪ ମି.ମି. ବର୍ଷା ରେକର୍ଡ ହୋଇଥିବାବେଳେ ସମ୍ବଲପୁର କୁଚିଣ୍ଡାଠାରେ…

୬ବର୍ଷ ପରେ ଭାରତ-ଚାଇନା ସୀମାରେ ବଡ଼ ହଲଚଲ, ହେବ କି ଯୁଦ୍ଧ?

ନୂଆଦିଲ୍‌ଲୀ,୨୦।୩: ଭାରତ ଏବଂ ଚାଇନା ମଧ୍ୟରେ ବାଣିଜ୍ୟ ସମ୍ପର୍କିତ ଏକ ନୂତନ ସୂଚନା ସାମ୍ନାକୁ ଆସିଛି। ଉଭୟ ଦେଶ ଉତ୍ତରାଖଣ୍ଡର ଲିପୁଲେଖ ସୀମାକୁ ପୁନର୍ୱାର ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି, ଯାହା ଗତ ଛଅ ବର୍ଷ ଧରି ବନ୍ଦ ରହିଛି। କୋଭିଡ-୧୯ ମହାମାରୀ…

ଯୁଦ୍ଧରେ ଫସିଗଲା ଆମେରିକା: ନିର୍ଣ୍ଣାୟକ ମୋଡ଼ରେ ପହଞ୍ଚିଲା ସଂଘର୍ଷ

ଓ୍ବାଶିଂଟନ୍‌,୨୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ଏକ ନୂତନ ମୋଡ଼ରେ ପହଞ୍ଚିବା ପରି ମନେ ହେଉଛି। ପ୍ରାୟ ୨୦ ଦିନ ଧରି ଚାଲିଥିବା ଏହି ଯୁଦ୍ଧରେ ଆମେରିକାର ବହୁ ସାମରିକ କ୍ଷତି ହୋଇଛି। ରିପୋର୍ଟ ଅନୁଯାୟୀ, ଏପର୍ଯ୍ୟନ୍ତ…

ଏମିତି ନିଷ୍ପତ୍ତି ନେବାକୁ ଯାଉଛନ୍ତି ଟ୍ରମ୍ପ: ଭାରତକୁ ହେବ ବଡ଼ ଫାଇଦା

ଓ୍ବାଶିଂଟନ୍‌,୨୦।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକା ଏବେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇପାରେ। ରିପୋର୍ଟ ଅନୁଯାୟୀ ଆମେରିକା ବର୍ତ୍ତମାନ ସମୁଦ୍ରରେ ଜାହାଜରେ ଫସି ରହିଥିବା ଇରାନ ତେଲ ଉପରୁ କଟକଣା ଉଠାଇପାରେ। ଏହି ପଦକ୍ଷେପ ପଛରେ ଉଦ୍ଦେଶ୍ୟ ହେଉଛି…

ଟ୍ରମ୍ପଙ୍କୁ ନେଇ ବଡ଼ ଖୁଲାସା କଲେ ନେତାନ୍ୟାହୁ: ଚାହିଁ ରହିଗଲା ବିଶ୍ୱ, ଆଗକୁ ହେବ…

ଜେରୁଜେଲମ,୨୦।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଶୁକ୍ରବାର ଆମେରିକାକୁ ଇରାନ ସହିତ ଯୁଦ୍ଧକୁ ଟାଣି ନେଇଥିବା ଦାବିକୁ ଖାରଜ କରିଦେଇଛନ୍ତି। ସେ ଏହି ରିପୋର୍ଟଗୁଡ଼ିକୁ ‘ମିଥ୍ୟା ଖବର’ ବୋଲି କହିଛନ୍ତି। ଏକ ସାମ୍ବାଦିକ ସମ୍ମିଳନୀରେ ଭାଷଣ ଦେଇ ସେ କହିଛନ୍ତି, ୨୦…

ADR ରିପୋର୍ଟ, ୭୩ ରାଜ୍ୟ ସଭା ସଦସ୍ୟଙ୍କ ନାମରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୨୦।୩(ପି.ଟି.): ରାଜ୍ୟ ସଭାର ମୋଟ ସଦସ୍ୟ ସଂଖ୍ୟାର ପ୍ରାୟ ୩୨ ପ୍ରତିଶତଙ୍କ ନାମରେ ଆପରାଧିକ ମାମଲା ରହିଥିଲାବେଳେ ୧୪ ପ୍ରତିଶତ ଅରବପତି ବୋଲି ଆସୋସିଏଶନ୍‌ ଫର୍‌ ଡେମୋକ୍ରାଟିକ୍‌ ରିଫର୍ମସ (ଏଡିଆର୍‌) ରିପୋର୍ଟରୁ ଜଣାପଡ଼ିଛି । ରାଜ୍ୟ ସଭାର ୨୩୩ ସଦସ୍ୟଙ୍କ ମଧ୍ୟରୁ…

ଇରାନର ପରମାଣୁ ଶକ୍ତି ଶେଷ…ମୃତ୍ୟୁର କଳ୍ପନାଜଳ୍ପନା ମଧ୍ୟରେ ନେତାନ୍ୟାହୁ କହିଲେ ‘ମୁଁ ଏବେ ବି ଜୀବିତ ଅଛି’

ନୂଆଦିଲ୍ଲୀ,୨୦।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ଏକ ପ୍ରମୁଖ ବିବୃତ୍ତି ଜାରି କରିଛନ୍ତି । ପ୍ରଧାନମନ୍ତ୍ରୀ ନେତାନ୍ୟାହୁ କହିଛନ୍ତି ଯେ, ଇରାନ ଆଉ ୟୁରାନିୟମ ସମୃଦ୍ଧ କରିବା କିମ୍ବା ବାଲିଷ୍ଟିକ୍…

ଆଧାର ଅପ୍‌ଡେଟ୍‌ ସମୟସୀମା ଧାର୍ଯ୍ୟ କର, UIDAIକୁ ସିଇସିଙ୍କ ପରାମର୍ଶ

ନୂଆଦିଲ୍ଲୀ,୨୦।୩(ପି.ଟି.): ଆଧାର ସଂକ୍ରାନ୍ତ ବିବରଣୀ ଅପ୍‌ଡେଟ୍‌ (ଅଧୁନାତନ)ରେ ବିଳମ୍ବ ଘଟୁଥିବାରୁ କେନ୍ଦ୍ରୀୟ ସୂଚନା ଆୟୋଗ(ସିଇସି) ଏ ନେଇ ସମୟସୀମା ଧାର୍ଯ୍ୟ କରିବାକୁ ଏକକ ପରିଚୟପତ୍ର କର୍ତ୍ତୃପକ୍ଷ (ୟୁଆଇଡିଏଆଇ)ଙ୍କୁ ପରାମର୍ଶ ଦେଇଛନ୍ତି। ଏଥିସହିତ ଅଭିଯୋଗ ସମାଧାନ ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଆୟୋଗ…

ଭୟଙ୍କର ହେଲା ଯୁଦ୍ଧ! ପ୍ରଥମ ଥର ପାଇଁ ଆମେରିକାର ୮୦୦ କୋଟିର ଫାଇଟର ଜେଟ୍‌କୁ ଇରାନର ଟାର୍ଗେଟ, ବଢ଼ିଲା…

ୱାଶିଂଟନ, ୧୯।୩:ମଧ୍ୟ-ପ୍ରାଚ୍ୟ ରଣାଙ୍ଗନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆମେରିକାର ଏକ ଅତ୍ୟାଧୁନିକ F-୩୫ ଷ୍ଟେଲଥ ଫାଇଟର ଜେଟ୍‌ ଇରାନ ଉପରେ ଏକ ଯୁଦ୍ଧ ମିଶନରେ ଥିବାବେଳେ ଜରୁରୀକାଳୀନ ଅବତରଣ (Emergency Landing) କରିଛି। ସୂତ୍ର ଅନୁସାରେ, ଏହି ବିମାନ…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିରୋଧରେ ଭାଜପା ପୁଣିଥରେ ଶୁଭେନ୍ଦୁ ଅଧିକାରୀଙ୍କୁ ମଇଦାନକୁ ଓହ୍ଲାଇ ଏକ…

ଆମେରିକାକୁ ଟାର୍ଗେଟ କରିପାରେ ପାକିସ୍ତାନର…! ଗୁପ୍ତଚର ସଂସ୍ଥା ମୁଖ୍ୟଙ୍କ ବୟାନ ପରେ ବିଶ୍ୱରେ ଚାଞ୍ଚଲ୍ୟ

ୱାଶିଂଟନ/ଇସଲାମାବାଦ,୧୯।୩: ଆମେରିକାର ଶୀର୍ଷ ଗୁପ୍ତଚର ସଂସ୍ଥାର ମୁଖ୍ୟ ତୁଲସୀ ଗବାର୍ଡଙ୍କ ଏକ ବିସ୍ଫୋରକ ବୟାନ ଏବେ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଏବେ ଏଭଳି ଦୂରଗାମୀ ମିସାଇଲ ପ୍ରସ୍ତୁତ କରୁଛି, ଯାହା ସୁଦୂର ଆମେରିକାକୁ ମଧ୍ୟ ଟାର୍ଗେଟ କରିପାରିବ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ମାର୍ଚ୍ଚ, ୨୦୨୬ )

View
Odisha: Today’s pics March 16, 2026

View
ଓଡ଼ିଶା: ଆଜିର ଫଟୋ (୧୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri