ଆମେରିକାର ନାକ ତଳେ ହର୍ମୁଜ ଅତିକ୍ରମ କଲା ଇରାନର ‘ସୁପର ଟ୍ୟାଙ୍କର’

ତେହରାନ,୩।୫: ଆମେରିକା ଏବଂ ଇରାନ ମଧ୍ୟରେ ସମୁଦ୍ରରେ ବର୍ତ୍ତମାନ ବିଲେଇ ଏବଂ ମୂଷାର ଏକ ବଡ଼ ଖେଳ ଚାଲିଛି। ଏକ ସାମ୍ପ୍ରତିକ ରିପୋର୍ଟ ସାରା ବିଶ୍ୱରେ ହଇଚଇ ସୃଷ୍ଟି କରିଛି। ‘TankerTrackers.com’ ପର୍ଯ୍ୟବେକ୍ଷଣ ସଂସ୍ଥା…

ମାଟ୍ରିକ ପରୀକ୍ଷାରେ ମାଲକାନଗିରିର ସଫଳତା:ଶୁଭଶ୍ରୀ ଜିଲା ଟପ୍ପର

ମାଲକାନଗିରି,୩ା୫(ଗୌରିଶଙ୍କର ପଣ୍ଡା/ଶିବଦତ୍ତ ସାହୁ): ଚଳିତବର୍ଷ ବାର୍ଷିକ ମାଧ୍ୟମିକ ପରୀକ୍ଷା ଫଳରେ ମାଲକାନଗିରି ଜିଲାର ପାସ ହାର ରାଜ୍ୟର ହାରାହାରି ପାସ ହାରଠାରୁ ଅଧିକ ରହିବା ସହ ସର୍ବାଧିକ ଏ ଗ୍ରେଡ ପାଇ ଶୀର୍ଷରେ ରହିଛି।ବାଲିମେଳାସ୍ଥିତ…

ମାଟ୍ରିକ ପରୀକ୍ଷାରେ ଦୃଷ୍ଟିବାଧିତ ଛାତ୍ରୀଛାତ୍ରଙ୍କ ସଫଳତା: ଛୁଟୁଛି ପ୍ରଶଂସାର ସୁଅ

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ସିଦ୍ଧମଠଠାରେ ଥିବା ମନୋଜ ମଜ୍ଞରୀ ଶିଶୁ ଭବନ ଦ୍ୱାରା ପରିଚାଳିତ ଏବଂ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁଦାନପ୍ରାପ୍ତ ସ୍ବତନ୍ତ୍ର ବିଦ୍ୟାଳୟର ୫ ଜଣ…

ମାଟ୍ରିକ ପରୀକ୍ଷା ଫଳ: ପାସ୍‌ ହାରରେ ରାଜ୍ୟରେ ଷଷ୍ଠ ସ୍ଥାନରେ ନୂଆପଡ଼ା, ଜିଲା ଟପ୍ପର ହେଲେ ପୁନମ

ନୂଆପଡ଼ା,୩।୫(ମକାରୁ ବେମାଲ): ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚଳିତ ଚଳିତ ଶିକ୍ଷା ବର୍ଷର ମାଟ୍ରିକ ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି। ୯୭.୮୭ ପ୍ରତିଶତ ପାସ୍‌ ହାର ସହ ନୂଆପଡ଼ା ଜିଲା ରାଜ୍ୟରେ…

‘୧୫୨-୧୧୦ ଆସନରେ ଜିତିବ ଭାଜପା, ବହୁମତ ସହ ଆମେ ଗଢିବୁ ସରକାର’, ଫଳାଫଳ ପୂର୍ବରୁ ବଡ଼ ଦାବି କଲେ ଶାହା

ନୂଆଦିଲ୍ଲୀ,୩।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନକୁ ନେଇ ରାଜନୈତିକ ପରିବେଶ ଧୀରେ ଧୀରେ ତୀବ୍ର ହେବାରେ ଲାଗିଛି। ପ୍ରଥମ ପର୍ଯ୍ୟାୟରେ ରେକର୍ଡ ଭୋଟରଙ୍କ ହାର ନିର୍ବାଚନୀ ପ୍ରତିଯୋଗିତାକୁ ଆହୁରି ଆକର୍ଷଣୀୟ କରିଛି। ପ୍ରଥମ ପର୍ଯ୍ୟାୟରେ ମତଦାନ…

ହାର ମାନିଲା ଇରାନ, ଏବେ ଶେଷ ହେବ ଯୁଦ୍ଧ? ୧୪ ସୂତ୍ରୀ ଯୋଜନାରେ ଏମିତି କ’ଣ ଅଛି ଯାହାକୁ ଦେଖି ଖୁସି ହୋଇଗଲେ ଟ୍ରମ୍ପ? ଜାଣନ୍ତୁ…

ତେହରାନ,୩।୫: ଫେବୃଆରୀ 2026 ରେ ଆରମ୍ଭ ହୋଇଥିବା ଇରାନ-ଇସ୍ରାଏଲ-ଆମେରିକା ଯୁଦ୍ଧ ସମଗ୍ର ପଶ୍ଚିମ ଏସିଆ ଅଞ୍ଚଳକୁ ଥରାଇ ଦେଇଛି। ଆମେରିକା ଏବଂ ଇସ୍ରାଏଲର ଆକ୍ରମଣର ଜବାବରେ, ଇରାନ ପ୍ରଭାବଶାଳୀ ଭାବରେ ହର୍ମୁଜ ପ୍ରଣାଳୀକୁ ବନ୍ଦ…

୪୫୦୦୦ ଟନ୍‌ LPG ଆଣି ଭାରତ ଆସୁଛି ‘ସର୍ବଶକ୍ତି’, ହର୍ମୁଜ ଦେଇ କରୁଛି ଅତିକ୍ରମ

ନୂଆଦିଲ୍ଲୀ,୩ା୫: ଭାରତ ଅଭିମୁଖେ ଆସୁଛି ଏଲ୍‌ପିଜି ଟ୍ୟାଙ୍କର ‘ସର୍ବ ଶକ୍ତି’। ସଫଳତାର ସହ ହର୍ମୁଜ ପ୍ରଣାଳୀ ପାର୍‌ କରିଛି ଏହି ଟ୍ୟାଙ୍କର। ଏହି ପରିବହନ ଭାରତ ପାଇଁ ଏକ ବଡ଼ ଆଶ୍ୱସ୍ତି ବୋଲି ବିବେଚନା କରାଯାଉଛି। ଯେତେବେଳେ ଆମେରିକାର ଅବରୋଧ ଏବଂ…

କ୍ଷୀର ଦାମ୍‌ ବଢ଼ିଲା, ଲିଟର ପ୍ରତି ଏକାଥରକେ ବଢ଼ିଲା…

ଭୁବନେଶ୍ୱର,୩ା୫: ଓଡ଼ିଶାରେ କ୍ଷୀର ଦାମ୍‌ ବୃଦ୍ଧି ହୋଇଛି। ଟୋନ୍ଡ କ୍ଷୀର ଲିଟର ପ୍ରତି ୪ ଟଙ୍କା ବୃଦ୍ଧି କରିଛି ଓମ୍‌ଫେଡ୍‌। ତେବେ ୫୦ ଟଙ୍କାରୁ ବୃଦ୍ଧି ପାଇ ଏହା ୫୪ ଟଙ୍କାରେ ପହଞ୍ଚିଛି। ପ୍ରିମିୟମ କ୍ଷୀର ଲିଟର ପ୍ରତି ୪ ଟଙ୍କା…

ଅଭିଷେକ ବାନାର୍ଜୀଙ୍କ ଖୋଲା ଚ୍ୟାଲେଞ୍ଜ: ୧୦ ଜନ୍ମ ନେଲେ ବି ଜିତି ପାରିବନାହିଁ ଭାଜପା, ଜାଣନ୍ତୁ କାହିଁକି ଏମିତି କହିଲେ

କୋଲକାତା,୩ା୫: ପଶ୍ଚିମବଙ୍ଗ, ଆସାମ, କେରଳ, ତାମିଲନାଡୁ ଏବଂ ପୁଡୁଚେରୀରେ ମତଦାନ ଶେଷ ହେବା ପରେ ଏକଜିଟ ପୋଲ ଫଳାଫଳ ମଧ୍ୟ ପ୍ରକାଶ ପାଇଛି। ସମସ୍ତେ ଏବେ ମେ’ ୪ ତାରିଖରେ ଚୂଡ଼ାନ୍ତ ନିର୍ବାଚନ ଫଳାଫଳକୁ ଅପେକ୍ଷା କରିଛନ୍ତି, ଯାହା ଏହି ରାଜ୍ୟଗୁଡ଼ିକର…

ଯୁଦ୍ଧ ବନ୍ଦ କର…ଇରାନ ଆମେରିକାକୁ ଦେଲା ୧୪ ସୂତ୍ରୀ ପ୍ରସ୍ତାବ, ହେଲେ ପ୍ରତ୍ୟାଖ୍ୟାନ କରୁଛନ୍ତି ଟ୍ରମ୍ପ

ତେହରାନ,୩।୫: ମଧ୍ୟପ୍ରାଚ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ଇରାନର ନୂତନ ପ୍ରସ୍ତାବର ସମୀକ୍ଷା କରିବେ, ଯଦିଓ ସେ ବିଶ୍ୱାସ କରନ୍ତି ନାହିଁ ଯେ ଏହା ଗ୍ରହଣ କରାଯିବ। ଶନିବାର (ମେ ୨) ଏୟାର…

ହର୍ମୁଜରେ ଇରାନକୁ ଶୁଳ୍କ ଦେଲେ କଟକଣା ଲାଗିବ

ଦୁବାଇ,୩ା୫:  ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ସୁରକ୍ଷିତ ଭାବେ ଅତିକ୍ରମ କରିବା ପାଇଁ ଇରାନକୁ ଶୁଳ୍କ ଦେଉଥିବା ଜାହାଜ କମ୍ପାନୀଗୁଡ଼ିକ ଉପରେ କଟକଣା ଲଗାଇବାକୁ ଆମେରିକା ଚେତାବନୀ ଦେଇଛି। ଆମେରିକା ବିଦେଶ ସମ୍ପତ୍ତି ନିୟନ୍ତ୍ରଣ କାର୍ଯ୍ୟାଳୟ (ଓଏଫ୍‌ଏସି) ପକ୍ଷରୁ ଏହି ଚେତାବନୀ ପୋଷ୍ଟ…

ପ୍ଲୁଟୋକୁ ପୁଣି ଥରେ ଏକ ପୂର୍ଣ୍ଣ ଗ୍ରହର ମାନ୍ୟତା ଦେବା ପାଇଁ ଲଢ଼େଇ ଚଳାଇଛି ନାସା, ଖୁବ୍‌ଶୀଘ୍ର ପ୍ରକାଶ ପାଇବ ତଥ୍ୟ

ଓ୍ବାଂଶିଟନ,୩ା୫: ସୌରମଣ୍ଡଳର ନବମ ଗ୍ରହ ଭାବେ ପରିଚିତ ‘ପ୍ଲୁଟୋ’କୁ ନେଇ ଦୁଇ ଦଶନ୍ଧି ହେଲା ବିବାଦ ଚାଲିଥିବାବେଳେ ଏବେ ଏହା ନୂଆ ମୋଡ଼ ନେଇଛି। ୨୦୦୬ରେ ଅନ୍ତର୍ଜାତୀୟ ଜ୍ୟୋତିର୍ବିଜ୍ଞାନ ସଂଘ (ଆଇଏୟୁ) ପ୍ଲୁଟୋକୁ ପୂର୍ଣ୍ଣ ଗ୍ରହ ଭାବେ ଗ୍ରହଣ ନ କରି…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ମେ’ ୪ରେ ମିଳିବ ‘ସୁଭଦ୍ରା’ ଟଙ୍କା, ଉପକୃତ ହେବେ…

ଭୁବନେଶ୍ୱର,୨।୫: ରାଜ୍ୟର ସୁଭଦ୍ରା ଯୋଜନାରୁ ବଞ୍ଚିତ ଥିବା ହିତାଧିକାରୀଙ୍କ ପାଇଁ ଆସିଛି ଏକ ଖୁସି ଖବର। ଆସନ୍ତା ମେ’ ୪ ତାରିଖରେ ବଞ୍ଚିତ ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର ଟଙ୍କା ପ୍ରଦାନ କରାଯିବ। ଏ ସମ୍ପର୍କରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ନିଜର ଏକ୍ସ…

ପ୍ରବଳ ବର୍ଷା ସହ ହେବ ଘଡ଼ଘଡ଼ି: ଏସବୁ ଜିଲାକୁ ସତର୍କ କରାଇଲା ପାଣିପାଗ କେନ୍ଦ୍ର, ୩ ଘଣ୍ଟା ପାଇଁ…

ଭୁବନେଶ୍ୱର,୨ା୫: ପ୍ରବଳ ବର୍ଷା ଓ ଘଡ଼ଘଡ଼ି ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବିଶେଷକରି କଟକ ଓ ଭୁବନେଶ୍ବରକୁ ଓ୍ବାର୍ନିଂ ଜାରି କରିଛି ପାଣିପାଗ ବିଭାଗ। ୩ ଘଣ୍ଟିଆ ସତର୍କ ସୂଚନା ଜାରି କରିଛି ପାଣିପାଗ…

ମାଟ୍ରିକ୍‌ ରେଜଲ୍ଟ ପ୍ରକାଶ, ତୁରନ୍ତ ଜାଣିବା ପାଇଁ ଏମିତି କରନ୍ତୁ ଚେକ୍‌…

କଟକ,୨ା୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଚଳିତବର୍ଷର ମାଟ୍ରିକ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ଶନିବାର ଅପରାହ୍ନରେ ପ୍ରକାଶ ପାଇଛି। ବୋର୍ଡ କାର୍ଯ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉପସ୍ଥିତ ରହି ବିଧିବଦ୍ଧ ଭାବେ ରେଜଲ୍ଟ ପୁସ୍ତକ…

ଇରାନ ପରେ ଏବେ ଟ୍ରମ୍ପଙ୍କ ଟାର୍ଗେଟ୍‌ରେ ଏହି ଦେଶ, ଘୋଷଣା ପରେ ବିଶ୍ୱରେ ହଇଚଇ

ଓ୍ବାଶିଂଟନ,୨ା୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଏକ ବୟାନ ଦେଇଛନ୍ତି ଯାହା ଅନ୍ତର୍ଜାତୀୟ କ୍ଷେତ୍ରରେ ହଇଚଇ ସୃଷ୍ଟି କରିଛି। ଫ୍ଲୋରିଡାର ପାମ ବିଚ୍‌ରେ ଥିବା ଫୋରମ୍‌ କ୍ଲବ୍‌ରେ ଆୟୋଜିତ ଏକ  କାର୍ଯ୍ୟକ୍ରମରେ ଟ୍ରମ୍ପ ଘୋଷଣା କରି କହିଛନ୍ତି, ଆମେରିକା…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧ ମେ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri