Uttam Mohanty : ଚିତ୍ରକଳାରେ ଉତ୍ତମ ମହାନ୍ତିଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମନୋଜ

କଟକ,୨୮ା୨(ଶିଳ୍ପା ପ୍ରିୟଦର୍ଶିନୀ)- ଓଡ଼ିଆ ଚଳଚ୍ଚିତ୍ର ଜଗତର ବର୍ଷିୟାନ ଅଭିନେତା ଉତ୍ତମ ମହାନ୍ତିଙ୍କର ଗୁରୁବାର ବିଳମ୍ବିତ ରାତିରେ ପରଲୋକେ ହୋଇଯାଇଛି। ଭୁବନେଶ୍ୱର ସତ୍ୟନଗରସ୍ଥିତ ଶ୍ମଶାନରେ ଶୁକ୍ରବାର ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ତେବେ ଉତ୍ତମଙ୍କୁ ଚିତ୍ରକଳା ମାଧ୍ୟମରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି କଟକ ସିଡ଼ିଏ ସେକ୍ଟର-୬ ଅଞ୍ଚଳର ମନୋଜ କୁମାର ସାହୁ। ସେ ଏକ ପୁରୁଣା ରେଡ଼ିଓ ଉପରେ ଉତ୍ତମଙ୍କ ଚିତ୍ର ଆଙ୍କିଛନ୍ତି। ଏହି ଚିତ୍ର ଆଙ୍କିବା ପାଇଁ ତାଙ୍କୁ ପ୍ରାୟ ୧ ଘଣ୍ଟା ସମୟ ଲାଗିଥିବାବେଳେ ଏଥିରେ ସେ ଧଳା ଓ କଳା ରଙ୍ଗ ଦେଇଛନ୍ତି। ଏନେଇ ସେ କହିଛନ୍ତି, ଉତ୍ତମଙ୍କ ପରଲୋକରେ ସିନେ ଜଗତରେ ଅପୂରଣୀୟ କ୍ଷତି ହୋଇଛି। ତାଙ୍କ ସ୍ଥାନ କେହି ପୁରଣ କରିପାରିବେ ନାହିଁ। ଓଡ଼ିଆ ସିନେମା କହିଲେ ଉତ୍ତମ ମହାନ୍ତିଙ୍କୁ ବୁଝାଇଥାଏ। ତାଙ୍କର ସ୍ମୃତିକୁ ମନେ ପକାଇ ଏହି ଚିତ୍ର ଆଙ୍କିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଙ୍କୀରେ ଧାନମଣ୍ଡି ଅବ୍ୟବସ୍ଥା, ତେଜୁଛି ଚାଷୀ ଅସନ୍ତୋଷ

ବାଙ୍କୀ,୨୨ା୧(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଉପଖଣ୍ଡରେ ଚଳିତବର୍ଷ ୪୯ ପ୍ରାଥମିକ କୃଷି ସେବା ସମବାୟ ସମିତି (ପାକ୍ସ)ରେ ମଣ୍ଡି ଖୋଲିବାକୁ...

ଆକ୍ସନ ମୋଡରେ ଭାଜପା ଅଧ୍ୟକ୍ଷ! ୮ ଘଣ୍ଟାର ବୈଠକରେ ୫ ରାଜ୍ୟର ନିର୍ବାଚନକୁ ନେଇ ମନ୍ଥନ

ନୂଆଦିଲ୍ଲୀ,୨୨।୧: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବା ପରେ, ନୀତିନ ନବୀନ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଦିଲ୍ଲୀର ଭାଜପା ମୁଖ୍ୟାଳୟରେ ଚାଲିଥିବା...

ଜାନୁଆରୀରେ ୧.୫% ଦୁର୍ବଳ ହେଲାଣି ଟଙ୍କା

ମୁମ୍ବାଇ,୨୨ା୧(ବ୍ଲୁମ୍‌ବର୍ଗ/ପି.ଟି.): ୨୦୨୫ ଡିସେମ୍ବର ୧୬ରେ ଭାରତୀୟ ମୁଦ୍ରା ୯୧.୧୪ ଟଙ୍କାକୁ ଖସି ସର୍ବକାଳୀନ ନିମ୍ନସ୍ତରକୁ ଛୁଇଁଥିଲା। ସେବେଠୁ ଅଦ୍ୟାବଧି ଟଙ୍କା ୧.୫% ଦୁର୍ବଳ ହୋଇଥିବା ଫରେକ୍ସ ଟ୍ରେଡର୍ସ...

ଆକାଶରେ ପରିବର୍ତ୍ତନ

ମଣିଷ ଆଭ୍ୟନ୍ତରୀଣ ଉପତ୍ୟକାରୁ ଉପକୂଳ, ଜଙ୍ଗଲରୁ ପର୍ବତ ଅଞ୍ଚଳକୁ ସ୍ଥାନାନ୍ତର ହୋଇଥିବାରୁ ତାହା ବିଭିନ୍ନ କାହାଣୀ ଓ ସଙ୍କେତ ବହନ କରିଥିଲା। ସେମାନଙ୍କ ସହ ଆକାଶ...

ସମସ୍ତେ ଶୋଇଥିବା ବେଳେ ଲାଗିଲା ନିଆଁ, ଜଳିଗଲା ୧୦ ବଖରା ଘର

ବାସୁଦେବପୁର,୨୨।୧: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ପଂଚାୟତର ନାୟକ ସାହିରେ ବୁଧବାର ବିଳମ୍ବିତ ରାତିରେ ନିଆଁ ଲାଗି ୧୦ ବଖରା ଘର ଜଳିଯାଇଛ।...

ବଞ୍ଚିବାର ସଂଘର୍ଷ

କ୍ଷୁଧା ବା ଭୋକକୁ ମଣିଷ ନିଜର ପ୍ରାଥମିକତା ମନେକରେ। ଚିନ୍ତା କରେ କ’ଣ କଲେ ପେଟରେ ଦାନା ପଡ଼ିବ। ନିଜେ ବଞ୍ଚିଲେ ତ ପରିବାର ମୁହଁରେ...

ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣରେ ଅସଙ୍ଗତି

ନାଗରିକଙ୍କ ଜନ୍ମ ଓ ମୃତ୍ୟୁର ପଞ୍ଜୀକରଣ ଏକ ଆବଶ୍ୟକତା। ଆମ ଗଣତାନ୍ତ୍ରିକ ସରକାର ୧୯୬୯ ମସିହାରେ ଜନ୍ମ ମୃତ୍ୟୁ ପଞ୍ଜୀକରଣ ଆଇନ ତିଆରି କରିଛନ୍ତି। ଯେଉଁଠି...

ସିଆର୍‌ପିଏଫ୍‌ର ନେତୃତ୍ୱ ନେବେ ସିମରନ୍‌ ବାଲା

ନୂଆଦିଲ୍ଲୀ,୨୨ା୧: ଜାନୁଆରୀ ୨୬ରେ ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ ପାଳନ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ପରେଡ୍‌ରେ କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆର୍‌ପିଏଫ୍‌)ର ନେତୃତ୍ୱ ନେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri