Posted inଫୁରସତ

Video:ନଦୀରେ ଗାଧୋଉଥିଲେ, ହଠାତ୍‌ ଆସିଲା କୁମ୍ଭୀର: ଆଉ ତା’ପରେ…ଦେଖନ୍ତୁ ଲୋମଟାଙ୍କୁରା ଭିଡିଓ

ଗୋଟିଏ ସମୟ ଥିଲା ଯେତେବେଳେ ଲୋକମାନେ ଜଳ ଆବଶ୍ୟକତା ପାଇଁ ନଦୀ ଏବଂ ହ୍ରଦ ଉପରେ ନିର୍ଭର କରୁଥିଲେ ଏବଂ ସେଠାକୁ ଗାଧୋଇବା ପାଇଁ ଯାଉଥିଲେ। କିନ୍ତୁ ଏବେ ଏହା କମିବାରେ ଲାଗିଛି। କାରଣ ଆଜିକାଲି ଘରେ ଘରେ ନଳକୂପ ବ୍ୟବସ୍ଥା ରହିଛି। ତଥାପି କିଛି ଲୋକ ଅଛନ୍ତି ଯେଉଁମାନଙ୍କ ମଧ୍ୟରେ ନଦୀ ଯିବା ସଉକ ଏବେ ବି ବଞ୍ଚିରହିଛି। ଆଜିକାଲି ଏପରି ଜଣେ ବ୍ୟକ୍ତିଙ୍କର ଏକ ଭିଡିଓ ସାମ୍ନାକୁ ଆସିଛି।

ସମସ୍ତେ ନଦୀ ଏବଂ ହ୍ରଦରେ ପହଁରିବାକୁ ପସନ୍ଦ କରନ୍ତି, କିନ୍ତୁ ପାଣି ତଳେ ଲୁଚି ରହିଥିବା ବିପଦ ବିଷୟରେ ବହୁତ କମ ଲୋକ ଅବଗତ। ଭାଇରାଲ ଭିଡିଓରେ ଜଣେ ବ୍ୟକ୍ତି ଖୁସିରେ ନଦୀରେ ଗାଧୋଇ ପ୍ରକୃତିର ସୌନ୍ଦର୍ଯ୍ୟ ଉପଭୋଗ କରୁଛି। ଏହି ସମୟରେ ତାଙ୍କ ଗୋଡ ପାଖରେ ଏକ କୁମ୍ଭୀର ଛୁଆ ଥିଲା। କୁମ୍ଭୀର ତାଙ୍କୁ ତାଙ୍କୁ ଶିକାର କରିବାକୁ ଚେଷ୍ଟା କରୁଥିଲା କିନ୍ତୁ ସେ ସମୟ ମଧ୍ୟରେ ନିଜକୁ ରକ୍ଷା କରି ଡଙ୍ଗା ଉପରକୁ ଚଢିଯାଇଥିଲେ।
ଏହି ଭିଡିଓଟି ଇନଷ୍ଟାରେ @bajoellente11 ନାମକ ଏକ ଆକାଉଣ୍ଟ ଦ୍ୱାରା ଶେୟାର କରାଯାଇଛି। ଏପର୍ଯ୍ୟନ୍ତ ଭିଡିଓକୁ ଦୁଇ କୋଟିରୁ ଅଧିକ ଲୋକ ଦେଖିସାରିଛନ୍ତି ।

 

View this post on Instagram

 

A post shared by bajoellente11 (@bajoellente11)


Enter your email to get our daily news in your inbox.

All Right Reserved By Dharitri.Com

ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…

ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ...

ହାଡ଼ ଭଙ୍ଗା ଶୀତରେ ଥରୁଛି ଜି.ଉଦୟଗିରି: ତାପମାତ୍ରା ରହିଛି…

ଜି.ଉଦୟଗିରି ୯/୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠି ): ଜି ଉଦୟଗିରି ସମେତ ସାରା ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ଏକ ସପ୍ତାହ...

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

ଧାନ କିଣାବିକାରେ ଅଚଳାବସ୍ଥା: ଧାନବସ୍ତା ସହିତ ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ଅତାବିରା/ଗୋଡ଼ଭଗା,୯।୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାଶ)- ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ୧୨ଦିନରେ ପହଞ୍ଚିଛି। ହେଲେ...

ଶୋଇଥିଲେ ଘର ଲୋକ, ଫାଟିଲା ସିଲିଣ୍ଡର: ଆଉ ତା’ପରେ ଘଟିଲା…

ଦେବଗଡ,୯।୧୨(ଶଶାଙ୍କ ଶେଖର ଝାଙ୍କର)ଦେବଗଡ ଜିଲ୍ଲା ବାରକୋଟ ବ୍ଲକ ସଦର ରେ ଗ୍ୟାସ ସିଲିଣ୍ଡର ଫାଟି ବ୍ୟାପକ କ୍ଷୟକ୍ଷତି, ଅଳ୍ପକେ ବର୍ତ୍ତିଲେ ପରିବାର। ଦେବଗଡ ଜିଲା ବାରକୋଟ...

ଜନ୍ମଦିନରେ ଚାଷୀନେତାଙ୍କୁ ସଂଘବଦ୍ଧ ଆକ୍ରମଣ: ବିଭିନ୍ନ ମହଲରେ ନିନ୍ଦା

ବରଗଡ଼,୯।୧୨(ପ୍ରେମାନନ୍ଦ ଖମାରୀ): ସଂଯୁକ୍ତ କୃଷକ ସଂଗଠନର ଜଣେ ଆଗଧାଡ଼ିର ଚାଷୀନେତା ସୁରେଶ ନେକାଣ୍ଟିଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି। ବରଗଡ଼ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ କଲାପାଣି ଛକରେ...

ଟ୍ରେନ ଧକ୍କାରେ ମୁଣ୍ଡ ଗଣ୍ଡି ଅଲଗା, ରେଲୱେ ଟ୍ରାକରେ ପଡିଛି ମୃତଦେହ

ବଲାଙ୍ଗୀର,୯।୧୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ରେଲୱେ ଷ୍ଟେଶନ ନିକଟ ମହୁଲବାହାଲି ଗାଁ ନିକଟ ଟ୍ରାକରେ ପଡିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ। ଟ୍ରେନ...

ନର୍ମାଲ ଡେଲିଭରୀ ଚାହୁଁଥିଲେ ଆପଣାନ୍ତୁ…. ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ଟିପ୍ସ

ଭୁବନେଶ୍ୱର,୯।୧୨: ଆଜିକାଲି ସିଜେରିଆନ ଡେଲିଭରି ସଂଖ୍ୟା ବଢିବାରେ ଲାଗିଛି। ଯଦି ନର୍ମାଲ ଡେଲିଭରୀ ଚାହୁଁଛନ୍ତି ତେବେ ସରକାରୀ ହସ୍ପିଟାଲ୍‌କୁ ଯାଆନ୍ତୁ ବୋଲି ବିଧାନସଭାରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri