କେପିଟିରେ ଭାଗବତ ସ୍ବାମୀଙ୍କ ମନ୍ଦିର ପ୍ରତିଷ୍ଠାରେ ଯୋଗଦେଲେ ବିଧାୟକ

ଭଞ୍ଜନଗର,୧ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ କେପିଟିରେ ଶ୍ରୀ ଶ୍ରୀ ଭାଗବତ ସ୍ବାମୀଙ୍କ ମନ୍ଦିର ପ୍ରତିଷ୍ଠା ଏବଂ ଭାଗବତ ଗାଦି ସ୍ଥାପନ ସହ ଘୃତଯଜ୍ଞ, ଅନ୍ନଯଜ୍ଞ ଏବଂ ଚବିଶି ପ୍ରହର ନାମ ଯଜ୍ଞ ଚାଲିଛି। ଗତ ୨୭ରୁ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବା ବେଳେ ଏହା ଆସନ୍ତା ୩ରେ ଉଦ୍‌ଯାପିତ ହେବ। ଦଦରାଖୋଲ, ଜିଲିବା, ଖମାରପଲ୍ଲୀ, ଚାରିକୋଣିଆ, କେପିଟି ନାମଯଜ୍ଞ ଦଳ ନାମ ପରିବେଷଣ କରୁଛନ୍ତି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେଇ ଠାକୁରଙ୍କ ଦର୍ଶନ ଲାଭ କରିବା ସହ ଆଶୀର୍ବାଦ ଭିକ୍ଷା କରିଛନ୍ତି। ଉକ୍ତ କାର୍ଯ୍ୟକ୍ରମରେ କର୍ତ୍ତା ଭାବେ ବିନୟ କୁମାର ନାୟକ ଏବଂ ସଙ୍ଗୀତା କୁମାରୀ ନାୟକ ଯୋଗ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri