Posted inଖେଳ

ହଠାତ୍‌ ଜାଡେଜାଙ୍କଠାରୁ କାଢ଼ି ନିଆଗଲା ଏହି ଜିନିଷ, ସ୍ମିଥ୍‌ଙ୍କ ଅଭିଯୋଗ ପରେ ବନ୍ଦ ରହିଲା ମ୍ୟାଚ୍‌

ଦୁବାଇ,୪।୩: ଦୁବାଇ ଗ୍ରାଉଣ୍ଡରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ସେମିଫାଇନାଲ ମୁକାବିଲା ଖେଳାଯାଉଛି। ଚାମ୍ପିଅନ୍ସ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚରେ ଭାରତୀୟ ଦଳର ବୋଲର ଏବଂ ଅଷ୍ଟ୍ରେଲିଆର ବ୍ୟାଟ୍ସମ୍ୟାନ୍‌ଙ୍କ ମଧ୍ୟରେ ଜବରଦସ୍ତ କ୍ରେଜ୍‌ ଦେଖିବାକୁ ମିଳୁଛି। ମ୍ୟାଚ୍‌ରେ ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଥଟ୍ଟାମଜା ଜାରି ରହିଛି। ଏହି ସମୟରେ ଏକ ମୁହୂର୍ତ୍ତ ଏଭଳି ଆସିଥିଲା ଜାଡେଜାଙ୍କ ହାତରେ ଥିବା ବ୍ୟାଣ୍ଡେଜକୁ ଅମ୍ପାୟାର କାଢି ନେଇଥିଲେ। ଏହି କାରଣରୁ ଖେଳ ମଧ୍ୟ କିଛି ସମୟ ପାଇଁ ବନ୍ଦ ରହିଥିଲା।

ଏହି ଘଟଣା ଅଷ୍ଟ୍ରେଲିଆ ଇନିଂସର ୧୯ତମ ଓଭରରେ ଦେଖିବାକୁ ମିଳିଥିଲା। ଜାଡେଜା ୧୯ତମ ଓଭର ବୋଲିଂ କରୁଥିଲେ। କିନ୍ତୁ ଓଭରର ପ୍ରଥମ ବଲ୍‌ରେ ଜାଡେଜାଙ୍କ ବାମ ହାତରୁ ବ୍ୟାଣ୍ଡେଜ କାଢ଼ି ଦିଆଯାଇଥିଲା। ଷ୍ଟିଭ ସ୍ମିଥ୍‌ ଜାଡେଜାଙ୍କ ହାତରେ ବନ୍ଧା ହୋଇଥିବା ଧଳା ପଟି ବିଷୟରେ ଅମ୍ପାୟାରଙ୍କ ନିକଟରେ ଅଭିଯୋଗ କରିଥିଲେ। ଏହା ପରେ ଅମ୍ପାୟାର ଜାଡେଜାଙ୍କ ହାତରୁ ଉକ୍ତ ବ୍ୟାଣ୍ଡେଜକୁ କାଢି ଦେଇଥିଲେ।

ଏହାପରେ ୨୩ତମ ଓଭରରେ ଜାଡେଜା ଅଷ୍ଟ୍ରେଲିଆର ମଧ୍ୟମ କ୍ରମ ବ୍ୟାଟ୍ସମ୍ୟାନ ଲାବୁଶାଗ୍ନେଙ୍କ ଉଇକେଟ ନେଇଥିଲେ। ୨୩ତମ ଓଭରର ତୃତୀୟ ବଲ ସିଧା ଲାବୁଶାଗ୍ନେଙ୍କ ପ୍ୟାଡ୍‌ରେ ବାଜିଥିଲା। ଏହା ବ୍ୟତୀତ ଜାଡେଜା ଅଷ୍ଟ୍ରେଲିୟ ଉଇକେଟକିପର ଜୋଶ ଇଙ୍ଗଲିସଙ୍କ ଉଇକେଟ ମଧ୍ୟ ନେଇଥିଲେ। ଇଙ୍ଗଲିସ ୧୨ ବଲ୍‌ରେ ମାତ୍ର ୧୧ ରନ କରିପାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri