୨ ଓ୍ବାରେଣ୍ଟି କୋର୍ଟ ଚାଲାଣ: ଜଣେ ହତ୍ୟା ମାମଲାରେ ଥିଲେ ଫେରାର, ଆଉ ଜଣେ…

ଦିଗପହଣ୍ଡି,୩୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର ୨ ଓ୍ବାରେଣ୍ଟିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଦିଗପହଣ୍ଡି ଥାନା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା ଗ୍ରାମର ଲକ୍ଷ୍ମୀକାନ୍ତ ମାଝୀ ଏକ ହତ୍ୟା…

ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ମାଗିଛନ୍ତି ତଥ୍ୟ: ମନମୋହନ କହିଲେ…

ଭୁବନେଶ୍ୱର,୩୧।୫: ରାଜ୍ୟରେ ବିଜେପି ସରକାରଙ୍କ ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତଥ୍ୟ ମାଗିଥିବା ସୂଚନା ମିଳିଛି। ଏନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ମନମୋହନ ସାମଲ…

ରାଜ୍ୟରେ ଭତ୍ତାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍: ମନମୋହନ ସାମଲ କହିଲେ…

ଭୁବନେଶ୍ୱର,୩୧।୫: ରାଜ୍ୟରେ ଭତ୍ତା ବଣ୍ଟନ ସମସ୍ୟାକୁ ନେଇ ବଡ଼ ଘୋଷଣା କରିଛନ୍ତି ମନମୋହନ ସାମଲ। ସେ କହିଛନ୍ତି, ଆସନ୍ତା ୧୫ ଦିନ ମଧ୍ୟରେ ଭତ୍ତା ସମସ୍ୟାର ସମାଧାନ କରାଯିବ। ନୂଆ ସଫ୍ଟଓୟାର ଲାଗୁ ହେବାରୁ…

୧୫ ଦିନ ତଳେ କରିଥିଲେ ବିବାହ, ସ୍ବାମୀଙ୍କ ସହ ଯିବାବେଳେ ବ୍ରିଜ୍‌ ଉପରୁ ନଈକୁ ଡେଇଁପଡ଼ିଲେ ସ୍ତ୍ରୀ

ସୋନପୁର,୩୧ା୫(ମୃତ୍ୟୁଞ୍ଜୟ ଶତପଥୀ): ମେଟକାନି ମନ୍ଦିର ଦର୍ଶନ କରିବାକୁ ସ୍ବାମୀଙ୍କ ସହିତ ବାଇକ୍‌ରେ ଯାଉଥିଲେ ସ୍ତ୍ରୀ। ମହାନଦୀର ସୁନ୍ଦରତା ଉପଭୋଗ କରିବା ଓ ଫଟୋ ଉଠାଇବା ପାଇଁ ସ୍ବାମୀ-ସ୍ତ୍ରୀ ବ୍ରିଜ୍‌ ଉପରେ ଅଟକି ଯାଇଥିଲେ। ତେବେ…

ସଘନ ସଂଶୋଧନ (SIR)-୨୦୨୬ : ଘରେ ଘରେ ପହଞ୍ଚୁଛନ୍ତି BLO

ବଞ୍ଚୋ, ୩୧।୫ (ପ୍ରଦୋଷ କୁମାର ବିଶ୍ୱାଳ): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ କାର୍ଯ୍ୟକ୍ରମ ଅଧୀନରେ ମତଦାତା ତାଲିକାକୁ ସଠିକ୍ ଓ ନିର୍ଭୁଲ କରିବା ପାଇଁ ବୁଥ୍ ସ୍ତରୀୟ ଅଧିକାରୀ (BLO)ମାନେ…

ଯୌନ କାର୍ଯ୍ୟରେ ଲିପ୍ତ ପ୍ରତ୍ୟେକ ମହିଳାଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଲେ ସୁପ୍ରମି କୋର୍ଟ

ନୂଆଦିଲ୍ଲୀ,୩୧।୫: ଏକ ଐତିହାସିକ ରାୟରେ, ସୁପ୍ରିମକୋର୍ଟ କହିଛନ୍ତି ଯେ ବେଶ୍ୟାବୃତ୍ତିରେ ଲିପ୍ତ ପ୍ରତ୍ୟେକ ମହିଳା ବଳପୂର୍ବକ ଶିକାର ହୋଇଥିବା ଏବଂ ଫଳସ୍ବରୂପ ତାଙ୍କୁ ପୁନର୍ବାସ କେନ୍ଦ୍ରକୁ ପଠାଇବା ଅନୁଚିତ। କୋର୍ଟ କହିଛନ୍ତି ଯେ ଅନେକ…

କଲ୍ୟାଣ ବାନାର୍ଜୀଙ୍କ ଉପରେ ଆକ୍ରମଣ ନେଇ ଆସିଲା ମମତାଙ୍କ ପ୍ରଥମ ପ୍ରତିକ୍ରିୟା, କହିଲେ ଭାଜପା…

କୋଲକାତା,୩୧ା୫: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମ୍‌ସି) ମୁଖ୍ୟ ମମତା ବାନାର୍ଜୀ ଦଳୀୟ ନେତାଙ୍କ ଉପରେ ଆକ୍ରମଣ ଅଭିଯୋଗ ନେଇ ଭାରତୀୟ ଜନତା ପାର୍ଟି (ଭାଜପା)କୁ ତୀବ୍ର ସମାଲୋଚନା କରିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ, ବରିଷ୍ଠ ଟିଏମ୍‌ସି…

ଉତ୍ତରାଖଣ୍ଡରେ ହଠାତ୍‌ ବଦଳିଗଲା ପାଗ, କେଦାରନାଥରେ ୩ ତୀର୍ଥଯାତ୍ରୀଙ୍କ ପ୍ରାଣହାନି

ଡେରାଡୁନ୍‌,୩୧ା୫: ରବିବାର ଉତ୍ତରାଖଣ୍ଡରେ ହଠାତ୍‌ ପାଗର ପରିବର୍ତ୍ତନ ହୋଇଥିଲା। ଫଳରେ ପର୍ବତଠାରୁ ସମତଳ ଅଞ୍ଚଳ ପର୍ଯ୍ୟନ୍ତ ସବୁକିଛି ଥରାଇ ଦେଇଥିଲା। କେଦାରନାଥରେ ୩ ତୀର୍ଥଯାତ୍ରୀଙ୍କ ପ୍ରାଣହାନି ଘଟିଛି। ତୀର୍ଥଯାତ୍ରା ସ୍ଥଗିତ ରଖାଯାଇଛି। ରାଜ୍ୟ ଜରୁରୀକାଳୀନ ଅପରେସନ୍ସ ସେଣ୍ଟର (SEOC) ଅନୁଯାୟୀ, ସାରା…

ନିରାଡମ୍ବର ଉତ୍ସବରେ ଶପଥ ନେବେ ଶିବକୁମାର, ଜାଣନ୍ତୁ କାହିଁକି ନେଲେ ଏଭଳି ନିଷ୍ପତ୍ତି

ବେଙ୍ଗାଲୁରୁ,୩୧।୫: ବର୍ଷ ବର୍ଷ ଧରି ରାଜନୈତିକ ଚାଲବାଜି ଏବଂ ସିଦ୍ଦାରାମାୟାଙ୍କ ସହ ତୀବ୍ର କ୍ଷମତା ସଂଘର୍ଷ ପରେ, ଡି.କେ. ଶିବକୁମାର ଶେଷରେ କର୍ନାଟକର ମୁଖ୍ୟମନ୍ତ୍ରୀ ହେବାର ତାଙ୍କର ଦୀର୍ଘଦିନର ସ୍ବପ୍ନ ପୂରଣ କରିବାକୁ ପ୍ରସ୍ତୁତ ହୋଇଛନ୍ତି। ସେ ଜୁନ ୩ ଅପରାହ୍ନ…

ଯୁବକଙ୍କୁ ଥାର୍ଡ ଡିଗ୍ରୀ: ବଦଳିଲେ ବାରଙ୍ଗ IIC: ଜାଣନ୍ତୁ କିଏ ହେଲେ ନୂଆ

ବାରଙ୍ଗ, ୩୧।୫(ଲିଙ୍ଗରାଜ ରାଉତ) : ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଦେବା ଅଭିଯୋଗ ପରେ ପୋଲିସ ବିଭାଗ ତତ୍କାଳ କାର୍ଯ୍ୟନୁଷ୍ଠାନ ନେଇଛି। ବାରଙ୍ଗ ଥାନାର IIC ନିରଞ୍ଜନ ବେହେରାଙ୍କୁ ବଦଳି କରାଯାଇ କଟକ DCP ଅଫିସକୁ ପଠାଯାଇଛି। ଏହି ଘଟଣା…

ହର୍ମୁଜ ପ୍ରଣାଳୀରେ ଇରାନ ଅଭିମୁଖେ ଯାଉଥିବା ଜାହାଜ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ; ଆମେରିକା କଲାଣି ଏମିତି ଦାବି ଚିନ୍ତାରେ ପଡ଼ିଲାଣି ସାରା ବିଶ୍ୱ

ତେହରାନ,୩୧।୫: ଶନିବାର ଆମେରିକା ଚେତାବନୀ ଦେଇଛି ଯେ ଆବଶ୍ୟକ ହେଲେ ଇରାନ ବିରୁଦ୍ଧରେ ସାମରିକ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିବାକୁ ପ୍ରସ୍ତୁତ। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁନର୍ବାର କହିଛନ୍ତି ଯେ ତେହରାନ ସହିତ ଯେକୌଣସି ଚୁକ୍ତି ଆମେରିକାର ପ୍ରମୁଖ ସର୍ତ୍ତ ପୂରଣ କରିବାକୁ…

ଦାବି ବିଶ୍ୱଗୁରୁର, ହେଲେ ଦେଶରେ ଗୋଟିଏ ବି ପରୀକ୍ଷା କରାଇପାରୁନାହାନ୍ତି; CUET ବିଭ୍ରାଟକୁ ନେଇ ମୋଦିଙ୍କୁ ଘେରିଲେ ରାହୁଲ

ନୂଆଦିଲ୍ଲୀ,୩୦।୫: ଦେଶର ବିଭିନ୍ନ କେନ୍ଦ୍ରରେ କମନ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ-ୟୁଜି (CUET-UG) ୨୦୨୬ ପରୀକ୍ଷା ବିଳମ୍ୱରେ ଆରମ୍ଭ ହେବାକୁ ନେଇ ପ୍ରବଳ ହଙ୍ଗାମା ହୋଇଛି। ପରବର୍ତ୍ତୀ ସମୟରେ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଏହାକୁ ଏକ ବୈଷୟିକ ତ୍ରୁଟି (Technical Glitch)…

ଆୟୁଷ୍ମାନ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ରୋଗୀ ଆଡ୍‌ମିଟ୍‌ ହେବାର ୩ ଦିନ ପୂର୍ବରୁ ହେବ ସବୁ..

.ଭୁବନେଶ୍ୱର,୩୦ା୫: ଆୟୂଷ୍ମାନ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ଆଡମିଟ ପୂର୍ବରୁ ଆୟୂଷ୍ମାନ କାର୍ଡରେ ସବୁ ମେଡିକାଲ ପରୀକ୍ଷା କରାଯିବ। ରୋଗୀ ହସ୍ପିଟାଲରେ ଆଡମିଟ୍‌ ହେବାର ୩ ଦିନ ପୂର୍ବରୁ କାର୍ଡରେ ପରୀକ୍ଷା ହେବ। ୩…

CUET UG ପରୀକ୍ଷାରେ ବି ବିଭ୍ରାଟ: ସମୟସୀମାରେ ହୋଇପାରିଲାନି ଆରମ୍ଭ

ନୂଆଦିଲ୍ଲୀ,୩୦।୫: କିଛି ପରୀକ୍ଷା କେନ୍ଦ୍ରରେ CUET UG ୨୦୨୬ ପରୀକ୍ଷା ସମୟସୀମାରେ ଆରମ୍ଭ ହୋଇପାରି ନାହିଁ। ଯାନ୍ତ୍ରିକ ତ୍ରୁଟି ଯୋଗୁ ପରୀକ୍ଷା ବିଳମ୍ବିତ ହୋଇଛି। ଏହା ପରେ NTA ତୁରନ୍ତ ଏକ ଅପଡେଟ ଜାରି କରି ଏକ ସଂଶୋଧିତ କାର୍ଯ୍ୟସୂଚୀ କାର୍ଯ୍ୟକାରୀ…

ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ କଲେ ଚାକିରିରୁ ବରଖାସ୍ତ

ଭୁବନେଶ୍ୱର,୩୦।୫:  ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତିକୁ ଅନୁସରଣ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୁନର୍ବାର କଠୋର ପଦକ୍ଷେପ ଗ୍ରହଣ କରିଛନ୍ତି। ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର ଚିତ୍ତରଞ୍ଜନ ପିଲ୍ଲାଙ୍କୁ ଚାକିରିରୁ ବରଖାସ୍ତ କରାଯାଇଛି। ସୂଚନା ଅନୁଯାୟୀ, ସେ ଭୁବନେଶ୍ୱରରେ କାର୍ଯ୍ୟରତ…

ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀ ଦେବ ବିଜୁ ସ୍ବାଭିମାନ ମଞ୍ଚ କୋଲନରାରେ ଭାସ୍କର ରାଓଙ୍କ ଶକ୍ତି ପ୍ରଦର୍ଶନ

ଗୁଣପୁର,୩୦॥୫(ସୁଜାତା ପାଢ଼ୀ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପୂର୍ବରୁ ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି ଟାଣୁଆ ନେତା ତଥା ପୂର୍ବତନ ରାଜ୍ୟ ସଭା ସଭ୍ୟ ଏନ୍‌.ଭାସ୍କର ରାଓ। ରାୟଗଡା ଜିଲାର କୋଲନରା ବ୍ଲକରେ ଶୁକ୍ରବାର ନିଜ ସମର୍ଥକଙ୍କୁ ନେଇ ସେ ଶକ୍ତି ପ୍ରଦର୍ଶନ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୬ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୭ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ମେ ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri