ଲାଞ୍ଜିଗଡ଼ ବ୍ଲକ ବିଜେଡି ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୦୯ତମ ଜନ୍ମ ଜୟନ୍ତୀ ସମାରୋହ ଅନୁଷ୍ଠିତ

ଲାଞ୍ଜିଗଡ,୫।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ମୁଖ୍ୟାଳୟ ବିଶ୍ୱନାଥପୁର ଠାରେ ବ୍ଲକ ବିଜେଡି ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ ତମ ଜନ୍ମ ଜୟନ୍ତୀ ସମାରୋହ ବୁଧବାର ଅନୁଷ୍ଠିତ ହୋଇଯାଇଛି। ବ୍ଳକ ବିଜେଡି ସଭାପତି ହିମାଦ୍ରୀ ପେସନିଆଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବେ ଲାଞ୍ଜିଗଡ ବିଧାୟକ ପ୍ରଦୀପ ଦିଶାରୀ,ବିଜେଡି ରାଜ୍ୟ ସଦସ୍ୟ ସଚିତାନନ୍ଦ ମହାଖୁଡ, ବିଧାୟକ ପ୍ରତିନିଧି ପ୍ରଦୀପ ଘଡେଇ, ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର,ବିଜେଡି ଜିଲ୍ଲା ସାଧାରଣ ସମ୍ପାଦକ ବଦ୍ରୀ ନାରାୟଣ ପଟ୍ଟନାୟକ,ଜୟପାଟଣା ଜିଲା ପରିଷଦ ସଦସ୍ୟା ପୁଷ୍ପଳତା ନାଏକ,ଥୁଆମୂଳ ରାମପୁର ଜିଲ୍ଲା ପରିଷଦ ସଦସ୍ୟା ଟୁନି ଖୁସଲା, ଲାଞ୍ଜିଗଡ଼ ଜୋନ୍-୨ ଜିଲ୍ଲା ପରିଷଦ ସଦସ୍ୟ ପରୀକ୍ଷିତ ନାଏକ,ଜୋନ୍-୧ ଅଞ୍ଜଳି ମାଝୀ,ଜିଲା ବିଜେଡି ସାଧାରଣ ସମ୍ପାଦକ ପାତ୍ର ମାଝୀ,ବିଜେଡି ଭବାନୀପାଟଣା ବ୍ଳକ ସଭାପତି ପ୍ରେମ ରଞ୍ଜନ ପାଣିଗ୍ରାହୀ, ଦେବ ପୁଝାରୀ,ଲାଞ୍ଜିଗଡ଼ ବ୍ଳକ ମହିଳା ବିଜେଡ଼ି ସଭାନେତ୍ରୀ ସୁଜାତା ଘଡେ଼ଇ, ବରିଷ୍ଠ ବିଜେଡି ନେତା ହରିଶଙ୍କର ବୁଦ୍ଧିଆ,ଲାଞ୍ଜିଗଡ଼ ବ୍ଳକ ପୂର୍ବତନ ଉପାଦକ୍ଷ ଶ୍ରୀଧର ପେସନିଆ,ବରିଷ୍ଠ ବିଜେଡି ନେତା ଚନ୍ଦ୍ରଧ୍ୱଜ ପେସନିଆ,ଲାଞ୍ଜିଗଡ଼ ବ୍ଳକ ଜୋନ୍ ସଭାପତି ଚନ୍ଦ୍ର ଶେଖର ମହାପାତ୍ର, ଲୋକନାଥ ମାଝୀ,ଲାଞ୍ଜିଗଡ଼ ବ୍ଳକ ବିଜେଡି ଯୁବ ସଭାପତି ଡିଲେସ ନାଗ,ଲାଞ୍ଜିଗଡ଼ ବ୍ଳକ ସମିତି ସଭ୍ୟ ସଂଘ ସଭାପତି ଜଗଦୀଶ ବେନିଆଁ,ଲାଞ୍ଜିଗଡ଼ ବ୍ଳକ ବିଜେଡ଼ି ଏସସି ସେଲ ସଭାପତି ବୈଦ୍ୟନାଥ ନାଏକ ପ୍ରମୁଖ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମକୁ ଲାଞ୍ଜିଗଡ଼ ବ୍ଳକ ସମିତି ସଭ୍ୟ ସଂଘ ସଭାପତି ଜଗଦୀଶ ବେନିଆଁ ଓ ସୁଶୀଲ ବାଗ ପରିଚାଳନା କରିଥିବା ବେଳେ ବ୍ଳକର ବିଭିନ୍ନ ପଞ୍ଚାୟତରୁ ଆସିଥିବା ବିଜେଡି ପଞ୍ଚାୟତ ସଭାପତିଙ୍କ ସମେତ ବହୁ ସଂଖ୍ୟକ ବିଜେଡି କର୍ମକର୍ତ୍ତା ଉପସ୍ଥିତ ଥିଲେ। ଶେଷରେ ଅମ୍ବୁଜ ଧଙ୍ଗଡ଼ାମାଝୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ପୁଣି କଫ ସିରପ କାରବାର ଚାଲିଥିବା  ଧରାପଡ଼ିଛି। ଜିଲାର କଟାପାଲି ରାସ୍ତାରେ ନିର୍ମାଣାଧୀନ ଏକ ଘରୁ ୫ ହଜାରରୁ ଊର୍ଦ୍ଧ୍ୱ କଫ...

ଯୁବକଙ୍କୁ ହଜି ଯାଇଥିବା ଫୋନ୍‌ ଫେରାଇଲେ ଏମ୍‌ପିଙ୍କ ପିଏ

ରାୟଗଡ଼ା,୨୧ା୧(ଆଶିଷ ରଞ୍ଜନ ପଣ୍ଡା): କୋରାପୁଟ ଏମ୍‌ପିଙ୍କ ପିଏ ବାପି ପଟ୍ଟନାୟକ ଜଣେ ଯୁବକଙ୍କ ହଜି ଯାଇଥିବା ମୋବାଇଲ ଫେରାଇ ମାନବିକତାର ପରିଚୟ ଦେଖାଇଛନ୍ତି। ସୂଚନା ମୁତାବକ...

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ...

ଏହି ଜିଲାର ଶିକ୍ଷା ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ ହାଇକୋର୍ଟ

କଟକ,୨୧ା୧: ଦୁଇ ଆଇଏଏସ’ଙ୍କୁ ଗିରଫ ୱାରେଣ୍ଟ ପରେ ବୁଧବାର ଜଣେ ଜିଲା ଶିକ୍ଷାଧିକାରୀଙ୍କୁ ୱାରେଣ୍ଟ ଜାରି କରିଛନ୍ତି ଓଡିଶା ହାଇକୋର୍ଟ। ଅଦାଲତ ଅବମାନନା ମାମଲାରେ ଢେଙ୍କାନାଳ...

ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି

କଟକ,୨୧ା୧: ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ...

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri