ଭାଗବତ ମନ୍ଦିର ପ୍ରତିଷ୍ଠା ନିମନ୍ତେ ଉତ୍ସବ ମୁଖର ପତାଣ୍ଡ ଗାଁ

ଦିଗପହଣ୍ଡି,୭।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କୁଶପଡା ଗ୍ରାମ ପଞ୍ଚାୟତ ପତାଣ୍ଡ ଗ୍ରାମରେ ଭାଗବତ ମନ୍ଦିର ପ୍ରତିଷ୍ଠା ପାଇଁ ଶୁକ୍ରବାର କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ମନ୍ଦିର ପ୍ରତିଷ୍ଠା ନିମନ୍ତେ ସମଗ୍ର ଗାଁ ଉତ୍ସବ ମୁଖର ହୋଇଉଠିଛି । ୩ ଦିନ ବ୍ୟାପୀ ଅନୁଷ୍ଠିତ ମନ୍ଦିର ପ୍ରତିଷ୍ଠା କାର୍ଯ୍ୟକ୍ରମର ପ୍ରଥମ ଦିବସରେ ଦୀକ୍ଷା ଗ୍ରହଣ ସହ କଳସ ଯାତ୍ରା ଅନୁଷ୍ଠିତ ହୋଇଥିବା ବେଳେ ସାରେ ଅଙ୍କୁରାରୋପଣ ଅଧିବାସ କାର୍ଯ୍ୟକ୍ରମ ସରିଥିବା ମୂଖ୍ୟ ପଣ୍ଡିତ ସମ୍ଭବ କୁମାର ତ୍ରିପାଠୀ ସୂଚନା ଦେଇଛନ୍ତି।

ଶୁକ୍ରବାର ସକାଳୁ ବହୁ ସଂଖ୍ୟକ ଶ୍ରଦ୍ଧାଳୁ ମୈାଳାଭଣଜା ଗ୍ରାମ ସ୍ଥିତ ଘୋଡ଼ାହାଡ଼ ନଦୀ ପଠାରୁ ଜଳ ସଂଗ୍ରହ କରି କଳସ ଯାତ୍ରାରେ ବାହାରି ମନ୍ଦିର ବେଢ଼ା ରେ ପହଞ୍ଚିବା ପରେ ନମାଯଜ୍ଞ ର ଶୁଭାରମ୍ଭ ହୋଇଥିଲା। ମନ୍ଦିର ନିକଟରେ ୩ ଦିନ ବ୍ୟାପୀ ଜ୍ଞାନ ଯଜ୍ଞ ଏବଂ ଅର୍ନଯଜ୍ଞ ର ଆୟୋଜନ କରାଯାଇଥିବା ଭାଗବତ ମନ୍ଦିର ଅଧିକାରୀ ଜେ. ସହଦେବ ଦୋରା ଜଣାଇଛନ୍ତି। ଏହି ଭବ୍ୟ ଭାଗବତ ମନ୍ଦିର ପ୍ରତିଷ୍ଠା ଓ ବିଗ୍ରହ ପ୍ରତିଷ୍ଠା ନିମନ୍ତେ ଅନୁଷ୍ଠିତ ମହାଯଜ୍ଞ ରବିବାର ପୂର୍ଣ୍ଣାହୁତି ହେବ ବୋଲି ଜଣାପଡିଛି। ଏହି କାର୍ଯ୍ୟକ୍ରମରେ ପଣ୍ଡିତ ସୋମ୍ୟମିଶ୍ର, ଆଦିତ୍ୟ ରଥ, ସରୋଜ ପଣ୍ଡା ପ୍ରମୁଖ ପଣ୍ଡିତ ମଣ୍ଡଳୀ ଙ୍କ ସମେତ ଗ୍ରାମର ଶିକ୍ଷକ ସନାତନ ପଟ୍ଟନାୟକ, କମିଟି କାର୍ଯ୍ୟକର୍ତ୍ତା ରାମହରି ଦୋରା,ଶ୍ୟାମଘନଦୋରା,ପୂର୍ଣ୍ଣ ଦୋରା ଙ୍କ ସମେତ ସମସ୍ତ ଗ୍ରାମବାସୀ ବୃନ୍ଦ ସହଯୋଗ କରୁଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ: ଯୋଗଦେବେ ୫୦ ହଜାରରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା

ଭଞ୍ଜନଗର,୨୬/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗୀ ଠାରେ ଶୁକ୍ରବାର ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ ହୋଇଯାଇଛି । ଏହା ରବିବାର ପର୍ଯ୍ୟନ୍ତ...

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

ବିଜେଡ଼ି ପ୍ରତିଷ୍ଠା ଦିବସରେ ଆଗାମୀ ପଞ୍ଚାୟତ-ସାଧାରଣ ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନେତା

ପାଟଣା,୨୬।୧୨,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜୁ ଜନତା ଦଳ (ବିଜେଡି)ର ପାଟଣା ନିର୍ବାଚନ ମଣ୍ଡଳୀ ସ୍ତରୀୟ ୨୯ତମ ପ୍ରତିଷ୍ଠା ଦିବସ ସାହାରପଡ଼ା ବ୍ଲକ ମୁଖ୍ୟାଳୟ...

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

ଯାତ୍ରା ପୂବରୁ ଆଖିବୁଜିଲେ ଖଳନାୟକ, ଛାତିରେ ହେଲା ଯନ୍ତ୍ରଣା…

ନୂଆପଡ଼ା/ଜଗତସିଂହପୁର,୨୬।୧୨(ମକାରୁ ବେମାଲ ): ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ଆକସ୍ମିକ ଦେହାନ୍ତ ହୋଇଛି। ଅଭିନୟ କରିବାକୁ ନୂଆପଡ଼ା ଯାଇଥିବା ବେଳେ ହଠାତ୍‌ ଛାତିରେ ଯନ୍ତ୍ରଣା ହୋଇଥିଲା।...

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri