ଚାଷୀଙ୍କୁ ମିଳିନି ବୀମା କ୍ଷତିପୂରଣ: ଆଜି ରେଳରୋକୋ

ବରଗଡ଼,୧୦।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇ ପଡ଼ିଛି। ଏଠାରେ ଅନେକ କ୍ଷତିଗ୍ରସ୍ତ ଚାଷୀଙ୍କୁ ବୀମା କ୍ଷତିପୂରଣ କିମ୍ବା ଇନପୁଟ ସହାୟତା ମିଳୁ ନଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଜିଲାରେ ଚାଷୀ ଅସନ୍ତୋଷ ବଢ଼ିବାରେ ଲାଗିଛି। ଗତ ୨୦୨୩ରେ ମିଗଜୋମ ବାତ୍ୟା ସମୟରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ଏପର୍ଯ୍ୟନ୍ତ ବୀମା କ୍ଷତିପୂରଣ କିମ୍ବା ଇନପୁଟ ସହାୟତା ମିଳିପାରି ନାହିଁ।

ଅନ୍ୟପଟେ ବିଭିନ୍ନ ଚାଷୀଙ୍କୁ ନାନା ଆଳ ଦେଖାଇ ସେଥିରୁ ବଞ୍ଚିତ କରାଯାଇଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଏ ନେଇ ସଂଯୁକ୍ତ କୃଷକ ସଂଗଠନ ବାରମ୍ବାର ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଛି। ପ୍ରଶାସନ, ବୀମା କମ୍ପାନୀ ଏବଂ ଚାଷୀ ସଂଗଠନ ମଧ୍ୟରେ ତୁହାକୁ ତୁହା ବୈଠକ ବସିଛି। ହେଲେ ବୈଠକରେ କୌଣସି ନିର୍ଯ୍ୟାସ ବାହାରି ପାରି ନାହିଁ। ଫଳରେ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ ସୋମବାର ସକାଳ ୯ଟାରୁ ବରଗ ରୋଡ ରେଳ ଷ୍ଟେଶନରେ ସଂଯୁକ୍ତ କୃଷକ ସଂଗଠନ ରେଲରୋକୋ ଆନ୍ଦୋଳନ କରିାକୁ ନିଷ୍ପତ୍ତି ନେଇଛି। ତେବେ ଆନ୍ଦୋଳନ ପୂର୍ବରୁ ବରଗଡ ରୋଡ ରେଳ ଷ୍ଟେଶନ ପୋଲିସ ଛାଉଣୀରେ ପରିଣତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ଅନୁମୋଦନ ପରେ ଯୁକ୍ତ ୨ ପାଇଁ ମିଳିଲା ଅନୁମତି: ଅଞ୍ଚଳବାସୀଙ୍କ ମଧ୍ୟରେ ଖେଳିଗଲା ଖୁସିର ଲହରୀ

ଭଞ୍ଜନଗର,୨୧।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଆଉ ଏକ ଖୁସି ଖବର ପହଞ୍ଚିଛି। କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାର ୧୫ ବର୍ଷ ପରେ...

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ ସମର୍ପିତ ହୋଇ କାମ କରିବାକୁ ଆହ୍ବାନ

ନୂଆପଡ଼ା,୨୧ା୧ (ମକାରୁ ବେମାଲ): ନୂଆପଡ଼ା ବିଧାନସଭା କ୍ଷେତ୍ର ବିକାଶ ସମିତି ବୈଠକ ସ୍ଥାନୀୟ ସଦ୍‌ଭାବନା ସଭା ଗୃହଠାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ନୂଆପଡ଼ା ବିଧାୟକ ଜୟ...

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…

ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା...

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି।...

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

ନଏଡା ଦୁର୍ଘଟଣା

ଘନକୁହୁଡ଼ି ଯୋଗୁ ଦିଲ୍ଲୀ ପାଖ ତଥା ଉତ୍ତରପ୍ରଦେଶ ରାଜ୍ୟର ନ୍ୟୁ ଓଖଲା ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ ଅଥରିଟି (ନଏଡା)ର ସେକ୍ଟର ୧୫୦ ନିକଟରେ ୧୬ ଜାନୁଆରୀ ୨୦୨୬...

ମଣ୍ଡିରୁ ଧାନ ଚୋରି ଅଭିଯୋଗ ପ୍ରସଙ୍ଗ: ୨ ଅଧିକାରୀଙ୍କ କଥାରେ ତାଳମେଳ ନାହିଁ

ଅମରପାଲି,୨୧ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ମଣ୍ଡିରେ ଚାଷୀ ବିକ୍ରି ପାଇଁ ରଖିଥିବା ଧାନରୁ ଗତ ୧୬ ତାରିଖ ରାତିରେ ୧୮ ପ୍ୟାକେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri