ଫ୍ୟାଟ୍‌ ଜାତୀୟ ଖାଦ୍ୟ ଅଧିକ ଖାଉଥିଲେ ହୋଇଯାନ୍ତୁ ସାବଧାନ: ନଚେତ୍‌…

ମନଲୋଭା ଖାଦ୍ୟ ଦେଖିଲେ ତାହାକୁ ଖାଇବାକୁ ପ୍ରାୟ ଅନେକଙ୍କ ମନରେ ଆଗ୍ରହ ସୃଷ୍ଟି ହୋଇଥାଏ। ହେଲେ ନିଜକୁ ସୁସ୍ଥ ରଖିବା ପାଇଁ ଖାଦ୍ୟପେୟ ଉପରେ ନିୟନ୍ତ୍ରଣ ନିହାତି ଜରୁରୀ। ଆପଣ ଅଧିକ ଫ୍ୟାଟ୍‌ଜାତୀୟ ଖାଦ୍ୟ ଖାଉଛନ୍ତି କି? ଯଦି ହଁ, ତେବେ ଏହାର ପରିମାଣକୁ ସୀମିତ କରନ୍ତୁ। ନ ହେଲେ ଏହାଦ୍ୱାରା ମସ୍ତିଷ୍କର କାର୍ଯ୍ୟଧାରା ପ୍ରଭାବିତ ହେବାର ଆଶଙ୍କା ରହିଛି। ଓ୍ବାଶିଂଟନ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ନିକଟରେ ଏଭଳି ସତର୍କ ସୂଚନା ଦେଇଛନ୍ତି। ଏଭଳି ଖାଦ୍ୟ ନିୟମିତ ଖାଉଥିବା କେତେକ ବ୍ୟକ୍ତିଙ୍କର ମସ୍ତିଷ୍କର କାର୍ଯ୍ୟଧାରାକୁ ସେମାନେ ତର୍ଜମା କରିବା ପରେ ଏଭଳି ସିଦ୍ଧାନ୍ତରେ ଉପନୀତ ହୋଇଛନ୍ତି। ଏଭଳି ଖାଦ୍ୟକୁ ନିୟନ୍ତ୍ରଣରେ ରଖିଲେ ଆମେ ନିଜକୁ କେତେକ ମସ୍ତିଷ୍କଜନିତ ସସମ୍ୟା ଠାରୁ ମଧ୍ୟ ଦୂରେଇ ରଖିପାରିବା ବୋଲି ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ତେଣୁ ସବୁବେଳେ ସନ୍ତୁଳିତ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଆନ୍ତୁ ଏବଂ ବ୍ୟାୟାମ, ଯୋଗ, ପ୍ରାଣାୟାମକୁ ନିଜର ଦୈନନ୍ଦିନ ଜୀବନଶୈଳୀରେ ସାମିଲ କରିବାକୁ ଉକ୍ତ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

ଇତିହାସ ରଚିଲା ‘ଭେରୋନିକା’: ବିଶ୍ୱର ପ୍ରଥମ ଗାଈ ଭାବେ କଲା ଏପରି କାରନାମା

ପଶୁ ଜଗତର ବୁଦ୍ଧିମତାକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଅଷ୍ଟ୍ରିଆର ‘ଭେରୋନିକା’ ନାମକ ଏକ ଗାଈ ନିଜର ଚତୁରତା ପାଇଁ ଏବେ ସାରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri