ଚିନାବାଦାମ ଖାଇଲେ ଦୂର ହୁଏ ଏସବୁ ସମସ୍ୟା…

ଚିନାବାଦାମରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ସବୁଠାରୁ ଖାସ୍‌ କଥା ହେଲା, ଏହାକୁ ଖାଇଲେ ଦୃଷ୍ଟି ଶକ୍ତି ଆହୁରି ପ୍ରଖର ହୋଇଥାଏ। ‘ପ୍ରଖର ଦୃଷ୍ଟିଶକ୍ତିରେ ଚିନାବାଦାମର ଭୂମିକା’ ଶୀର୍ଷକ ବିଷୟକୁ ନେଇ ଟୋକିଓ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ଏକ ସର୍ଭେ କରିଥିଲେ। ଏଭଳି ସମସ୍ୟା ସହ ଜଡ଼ିତ କେତେକ ବ୍ୟକ୍ତିଙ୍କୁ ନିୟମିତ ଚିନାବାଦାମ ଖାଇବାକୁ ପରାମର୍ଶ ଦିଆଯାଇଥିଲା। ତା’ସହ ନିୟମିତ ସମୟ ଅନ୍ତରାଳରେ ଏହାର କି ପ୍ରକାର ସୁପ୍ରଭାବ ଦୃଷ୍ଟିଶକ୍ତି ଉପରେ ପଡୁଛି ତାହାକୁ ମଧ୍ୟ ବିଶେଷଜ୍ଞମାନେ ତନ୍ନ ତନ୍ନ କରି ତର୍ଜମା କରିଥିଲେ। ପରିଶେଷରେ ଜଣାପଡ଼ିଥିଲା ଯେ, ଏହାକୁ ଖାଇବା ଦ୍ୱାରା ସର୍ଭେ ପରିସରଭୁକ୍ତ ବ୍ୟକ୍ତିମାନଙ୍କ ମଧ୍ୟରୁ ପ୍ରାୟ ୪୫ ପ୍ରତିଶତଙ୍କର ଦୃଷ୍ଟିଶକ୍ତିରେ ଉନ୍ନତି ହୋଇଥିଲା। କେବଳ ସେତିକି ନୁହେଁ, ଚିନାବାଦାମରେ ଭିଟାମିନ୍‌-ଇ ଭରି ରହିଛି। ଏଥିରେ ମଧ୍ୟ ଆଣ୍ଟି ଅକ୍ସିଡାଣ୍ଟ ରହିଛି। ଏହା ଚର୍ମରେ ମଧ୍ୟ ଚମକ ଆଣିଥାଏ। ସବୁଠାରୁ ଖାସ୍‌ କଥା ହେଲା, ରୋଗ ପ୍ରତିରୋଧକ ଶକ୍ତିକୁ ଦୃଢ଼ କରିବାରେ ଏହା ମଧ୍ୟ ସାହାଯ୍ୟ କରିଥାଏ। ତା’ ସହ ଶରରୀରେ କୋଲେଷ୍ଟରଲ୍‌ ପରିମାଣକୁ ମଧ୍ୟ ସନ୍ତୁଳିତ ରଖେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri