ଆଜିଠାରୁ ଆରମ୍ଭ ହେବ ଲକ୍ଷପତି ଦିଦି କର୍ମଶାଳା

ଭୁବନେଶ୍ୱର,୧୧ା୩ (ବନ୍ଦନା ସେଠୀ): ରାଜ୍ୟର ସବୁ ଜିଲାରେ ମଙ୍ଗଳବାରଠାରୁ ଆରମ୍ଭ ହେବ ଲକ୍ଷପତି ଦିଦି କର୍ମଶାଳା। କେନ୍ଦ୍ର ସରକାରଙ୍କ ସହଭାଗିତାରେ ଓଡିଶା ଜୀବିକା ମିଶନ ମାଧ୍ୟମରେ ରାଜ୍ୟ ସରକାର ‘ଲକ୍ଷପତି ଦିଦି’ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଏହାକୁ ସଫଳ କରିବା ଲାଗି ଦୁଇଦିନ ଧରି ହେବାକୁ ଥିବା ଏହି କର୍ମଶାଳାରେ ପ୍ରତ୍ୟେକ ଜିଲାର କମ୍ୟୁନିଟି ସପୋର୍ଟ ଷ୍ଟାଫ, ସମ୍ଭାବ୍ୟ ଲକ୍ଷପତି ଦିଦି ଓ ଲକ୍ଷପତି ଦିଦି ଉପସ୍ଥିତ ରହିବେ। କାର୍ଯ୍ୟକ୍ରମରେ କମ୍ୟୁନିଟି ସପୋର୍ଟ ଷ୍ଟାଫମାନେ ତୃଣମୂଳ ସ୍ତରରେ କିଭଳି ଅଧିକରୁ ଅଧିକ ସମ୍ଭାବ୍ୟ ଲକ୍ଷପତି ଦିଦିମାନଙ୍କୁ ଉପଯୁକ୍ତ ପ୍ରଶିକ୍ଷଣ ଦେଇ ସେମାନଙ୍କୁ ଲକ୍ଷପତି ଦିଦି କରିପାରିବେ ସେ ନେଇ ଆଲୋଚନା କରାଯିବ। ଏହି ଲକ୍ଷ୍ୟ ହାସଲ ଦିଗରେ ବିଭିନ୍ନ ସରକାରୀ ବିଭାଗଙ୍କ ସହଭାଗିତାରେ ସମ୍ଭାବ୍ୟ ଲକ୍ଷପତି ଦିଦିଙ୍କ କ୍ଷମତା ଓ ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ, ବ୍ୟବସାୟ ବୃଦ୍ଧି ଆଦି ଉପରେ ସବିଶେଷ ଦୃଷ୍ଟି ଦିଆଯିବାକୁ ନିଷ୍ପତ୍ତି ନିଆଯାଇଛି। ଏତଦ୍‌ବ୍ୟତୀତ ଯେଉଁ ମହିଳାମାନେ ଅଦ୍ୟାବଧି ଲକ୍ଷପତି ଦିଦି ହେଇସାରିଛନ୍ତି, ସେମାନେ ତାଙ୍କର ପ୍ରେରଣାଦାୟୀ ଆଲୋଚନା ମାଧ୍ୟମରେ ଅନ୍ୟ ସମ୍ଭାବ୍ୟ ଲକ୍ଷପତି ଦିଦିମାନଙ୍କୁ ଉତ୍ସାହିତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri