ବିବାହ ବନ୍ଧନରେ ଆବଦ୍ଧ ହେବେ ପୂର୍ବତନ ସାଂସଦ ପ୍ରଦୀପ ମାଝୀ

ଭୁବନେଶ୍ୱର,୧୧।୩: ବିଜେଡି ନେତା ଏବଂ ପୂର୍ବତନ ନବରଙ୍ଗପୁର ସାଂସଦ ପ୍ରଦୀପ କୁମାର ମାଝୀ ମାର୍ଚ୍ଚ ୧୨ରେ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସୂତ୍ର ଅନୁସାରେ ମାଝି (୪୮) ମାର୍ଚ୍ଚ ୧୨ରେ ଗୋଆରେ ପରିବାର ଓ ନିକଟତର ସଦସ୍ୟଙ୍କ ଉପସ୍ଥିତିରେ ବିବାହ ବନ୍ଧନରେ ଆବଦ୍ଧ ହେବେ।

ବିବାହ କରିବାକୁ ଥିବା ଯୁବତୀ ଜଣେ ପୂର୍ବତନ ସାମ୍ବାଦିକ ଯିଏ କିଛି ସ୍ଥାନୀୟ ଖବରକାଗଜ ଏବଂ ଟେଲିଭିଜନ ଚ୍ୟାନେଲରେ କାମ କରିଛନ୍ତି। ରାଜଧାନୀର ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତା ଏବଂ ଗଣଯୋଗାଯୋଗ ପାଠପଢ଼ିଥିଲେ।

ମାଝି ୨୦୦୯ରେ କଂଗ୍ରେସ ଟିକେଟରେ ଓଡ଼ିଶାର ନବରଙ୍ଗପୁର ନିର୍ବାଚନମଣ୍ଡଳୀରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ଏହା ପୂର୍ବରୁ ସେ ନବରଙ୍ଗପୁର ଜିଲା ପରିଷଦର ସଭାପତି ଥିଲେ।

ମାଝି କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନିକଟତର ଥିଲେ। ରାଜ୍ୟରେ ଦଳର କାର୍ଯ୍ୟକାରୀ ସଭାପତି ଭାବରେ ପଦୋନ୍ନତି ପାଇବା ପୂର୍ବରୁ ସେ ଓଡ଼ିଶାରେ ଯୁବ କଂଗ୍ରେସର ସଭାପତି ଭାବରେ କାର୍ଯ୍ୟ କରିଥିଲେ।

୨୦୨୧ ମସିହାରେ କଂଗ୍ରେସ ଦଳ ଛାଡିବା ପରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜୁ ଜନତା ଦଳ (ବିଜେଡି)ରେ ଯୋଗ ଦେଇଥିଲେ। ମାଝି ୨୦୨୪ ଲୋକସଭା ନିର୍ବାଚନ ନବରଙ୍ଗପୁର ଆସନରୁ ବିଜେଡି ଟିକେଟରେ ଲଢ଼ି ବିଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ରାନ୍ସକୁ ହରାଇ ସେମିରେ ପହଞ୍ଚିଲା ଜର୍ମାନୀ

ଚେନ୍ନାଇ,୫ା୧୨: ସାତ ଥର ଚାମ୍ପିୟନ ଜର୍ମାନୀ ଶୁଟ୍‌ ଆଉଟ୍‌ରେ ଫ୍ରାନ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ଚଳିତ ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ବିଶ୍ୱକପ୍‌ ହକି ଟୁର୍ନାମେଣ୍ଟର...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପଡିବ ଶନିଙ୍କ ଭୟଙ୍କର ମହାଦଶା, ଏହି ରାଶି ଉପରେ ପଡିବ ଖରାପ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ “କର୍ମଦାତା” ଏବଂ “ବିଚାରକ” ଭାବରେ ଜଣାଯାଏ। ସେ ବ୍ୟକ୍ତିମାନଙ୍କୁ ସେମାନଙ୍କ କାର୍ଯ୍ୟ ଆଧାରରେ ଶୁଭ କିମ୍ୱା ଅଶୁଭ ଫଳ ପ୍ରଦାନ...

ଶୀତ ପାଇଁ ସକାଳୁଆ ସ୍କୁଲ ବନ୍ଦ

କୋରାପୁଟ,୫ା୧୨(ଅମିତାଭ ବେହେରା)-କୋରାପୁଟ ଜିଲାରେ ଅସହ୍ୟ ଶୀତ ହେଉଥିବାରୁ ଫ୍ରେବୃଆରୀ ଯାଏ ସକାଳୁଆ କ୍ଲାସ ବନ୍ଦ ରଖିବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏକ ନିର୍ଦ୍ଦେଶନାମା ଜାରି...

ପୁଟିନ୍‌ଙ୍କୁ ଗୀତା ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏଡି ଅବସରରେ ରାଷ୍ଟ୍ରପତି ପୁଟିନ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶ୍ରୀମଦ୍‌ଭଗବତ...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri