ରାଜ୍ୟରେ ବ୍ଲକ ପୁନଃର୍ଗଠନ ପାଇଁ କମିଶନ ଗଠନ କରିବେ ସରକାର: ଜାଣନ୍ତୁ କ’ଣ କହିଲେ ମନ୍ତ୍ରୀ

ଭୁବନେଶ୍ୱର,୧୧।୩: ରାଜ୍ୟରେ ଦୀର୍ଘଦିନ ଧରି ଅନେକ ସ୍ଥାନରେ ବ୍ଲକ ପୁନର୍ଗଠନ ପାଇଁ ଦାବି ହୋଇ ଆସୁଥିବା ବେଳେ ମଙ୍ଗଳବାର ବିଧାନସଭାରେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ । ବିଧାୟକ ଗୌତମ ବୁଦ୍ଧ ଦାସଙ୍କ ପ୍ରଶ୍ନର ଉତ୍ତର ଦେଇ ମନ୍ତ୍ରୀ ବିସ୍ତୃତ ତଥ୍ୟ ରଖିଛନ୍ତି ।

ସେ କହିଛନ୍ତି ”ବ୍ଲକ ପୁନଃର୍ଗଠନ ପାଇଁ ରାଜ୍ୟରେ ବିବଦ୍ଧ ଭାବେ କୌଣସି ପ୍ରକ୍ରିୟା ଆରମ୍ଭ କରାଯାଇନାହିଁ, ନୂତନ ପଞ୍ଚାୟତ ସମିତି ଗଠନ ନିମନ୍ତେ ପ୍ରକ୍ରିୟା ଆରମ୍ଭ ହେଲେ, ରାଜ୍ୟ ସରକାର ପଞ୍ଚାୟତ ପୁନଃର୍ଗଠନ ନିମନ୍ତେ ଏକ କମିଶନ ଗଠନ କରିବେ ଏବଂ ଏହି କମିଶନ ଓଡ଼ିଶା ପଞ୍ଚାୟତ ସମିତି ଆଇନ, ୧୯୫୯ କୁ ଆଧାର କରି ଏକ ବିସ୍ତୃତ ଗାଇଡଲାଇନ ପ୍ରସ୍ତୁତ କରିବ । ସେହି ଗାଇଡଲାଇନ ଆଧାରରେ ବ୍ଲକ ପୁନଃର୍ଗଠନ କରାଯିବ । ୧୯୯୩ ମସିହାରେ ଶ୍ରୀଯୁକ୍ତ କୃଷ୍ଣ ପ୍ରସାଦ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଗଠିତ ହୋଇଥିବା ବ୍ଲକ ପୁନଃର୍ଗଠନ କମିଶନ ୪ (ଚାରି) ଗୋଟି ଗାଟି ବିଷୟକୁ ଆଧାର କରି ସେମାନଙ୍କର ରିପୋର୍ଟ ସରକାରଙ୍କୁ ସଂକଳ୍ପ (Resolution) ସଂଖ୍ୟା ୧୨୯୬୯ ତାରିଖ ୦୯.୧୧.୧୯୯୩ ରେ ପ୍ରଦାନ କରିଥିଲେ, ଯଥା:- ୧-ଜନସଂଖ୍ୟା ୨-ଭୌଗଳିକ ଅବସ୍ଥା ୩-ପ୍ରଶାସନିକ ସୁବିଧା ୪-ସ୍ଥାନୀୟ ଆବଶ୍ୟକତା । ତେଣୁ, ଦେଶରେ ଜନଗଣନା କାର୍ଯ୍ୟ ଶେଷ ହେବା ପୂର୍ବରୁ ବ୍ଲକ ପୁନଃର୍ଗଠନର ସମ୍ଭାବନା ଉପରେ ବିଚାର କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri