Posted inଖେଳ

‘ଭାରତରେ ପହଞ୍ଚିବା ପୂର୍ବରୁ ହିଁ ମୋତେ ଧମକପୂର୍ଣ୍ଣ ଫୋନ ଆସିବା ଆରମ୍ଭ ହୋଇଗଲା…’ ଆଶ୍ଚର୍ଯ୍ୟଜନକ ଖୁଲାସା କଲେ ବରୁଣ ଚକ୍ରବର୍ତ୍ତୀ

ନୂଆଦିଲ୍ଲୀ,୧୫।୩: ଚାମ୍ପିୟନ୍ସ ଟ୍ରଫିରେ ଭାରତୀୟ କ୍ରିକେଟ ଦଳକୁ ଚାମ୍ପିୟନ କରାଇବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ସ୍ପିନର ବରୁଣ ଚକ୍ରବର୍ତ୍ତୀ ଏକ ବଡ଼ ଖୁଲାସା କରିଛନ୍ତି। ସେ କହିଛନ୍ତି ଯେ ୨୦୨୧ ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନ ପରେ ତାଙ୍କୁ ଧମକପୂର୍ଣ୍ଣ ଫୋନ କଲ ମିଳିଥିଲା। ତାଙ୍କୁ ବିମାନବନ୍ଦରରୁ ମଧ୍ୟ ଅନୁସରଣ କରାଯାଇଥିଲା। ଏହି ଟର୍ନାମେଣ୍ଟ ଚାରି ବର୍ଷ ପୂର୍ବେ ଦୁବାଇରେ ଅନୁଷ୍ଠିତ ହୋଇଥିଲା।

ଚକ୍ରବର୍ତ୍ତୀ ୨୦୨୦ ଏବଂ ୨୦୨୧ ଇଣ୍ଡିଆନ ପ୍ରିମିୟର ଲିଗ ସିଜିନରେ କୋଲକାତା ନାଇଟ ରାଇଡର୍ସ ପାଇଁ ଚମତ୍କାର ପ୍ରଦର୍ଶନ କରିଥିଲେ। ସେ ପ୍ରଥମ ସିଜିନରେ ୧୭ ଏବଂ ଦ୍ୱିତୀୟ ସିଜିନରେ ୧୮ ଊଇକେଟ୍‌ ନେଇଥିଲେ। ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳର ପ୍ରଦର୍ଶନ ନିରାଶାଜନକ ଥିଲା ଏବଂ ସେମାନେ ପ୍ରଥମ ରାଉଣ୍ଡରେ ହିଁ ବାଦ ପଡ଼ିଥିଲେ। ଦଳଟି ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ଭଳି ଦଳଠାରୁ ପରାଜୟର ସମ୍ମୁଖୀନ ହୋଇଥିଲା ଏବଂ ନକଆଉଟରେ ପ୍ରବେଶ କରିପାରିନଥିଲା।

ଚକ୍ରବର୍ତ୍ତୀଙ୍କ ପାଇଁ ଏହି ଟୁର୍ନାମେଣ୍ଟଟି ଏକ ଭୁଲିଯିବା ଭଳି ଥିଲା କାରଣ ସେ ମାତ୍ର ତିନୋଟି ମ୍ୟାଚ ଖେଳିଥିଲେ ଏବଂ ଗୋଟିଏ ବି ଉଇକେଟ୍‌ ନେଇ ନଥିଲେ। ଏକ ସାକ୍ଷାତକାରରେ ମୁହଁ ଖୋଲି କହିଥିଲେ ଯେ ତାଙ୍କୁ ଧମକପୂର୍ଣ୍ଣ ଫୋନ ଆସିଥିଲା, ବିମାନବନ୍ଦର ପର୍ଯ୍ୟନ୍ତ ତାଙ୍କୁ ଅନୁସରଣ କରାଯାଇଥିଲା ଏବଂ ତାଙ୍କ ଘର ଠିକଣା ମଧ୍ୟ ଟ୍ରାକ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ବାରବାଟୀରେ ଭାରତର ବଡ଼ ବିଜୟ! ଦକ୍ଷିଣ ଆଫ୍ରିକାକୁ ୧୦୧ ରନରେ ହରାଇଲା ‘ସୂର୍ଯ୍ୟ’ ଟିମ୍

କଟକ,୯।୧୨: ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିବା ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚରେ ଭାରତୀୟ କ୍ରିକେଟ୍ ଟିମ୍ ଦକ୍ଷିଣ ଆଫ୍ରିକାକୁ ୧୦୧ ରନର...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ବାରବାଟୀରେ ଘଣ୍ଟି ବଜାଇ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଟକ,୯ା୧୨: କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ ଖେଳାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri