ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ରମାକାନ୍ତ ରଥଙ୍କ ଶେଷକୃତ୍ୟ

ଭୁବନେଶ୍ୱର,୧୬।୩: ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ରମାକାନ୍ତ ରଥଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ଘୋଷଣା କରିଛନ୍ତି। ସୋମବାର ପୁରୀ ସ୍ବର୍ଗଦ୍ବାରରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ।

 

ଆରପାରିରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ। ୯୧ ବର୍ଷ ବୟସରେ ଭୁବନେଶ୍ବର ଖାରବେଳନଗର ବାସଭବନରେ ତାଙ୍କର ଦେହନ୍ତେ ହୋଇଛି। ସନ୍ଦିଗ୍ଧ ମୃଗୟା, ସପ୍ତମ ଋତୁ, ସଚିତ୍ର ଅନ୍ଧାର, ଶ୍ରୀରାଧା ପାଇଁ ସେ ବେଶ୍‌ ପରିଚିତ। ‘ସପ୍ତମ ଋତୁ’ ପାଇଁ ସେ କେନ୍ଦ୍ର ସାହିତ୍ୟ ପୁରସ୍କାର ପାଇଥିଲେ। ସେହିପରି ‘ସଚିତ୍ର ଅନ୍ଧାର’ ପାଇଁ ଶାରଳା ପୁରସ୍କାରରେ ସମ୍ମାନୀତ ହୋଇଥିଲେ।

ରମାକାନ୍ତ ରଥ(ଜନ୍ମ ୧୩ ଡିସେମ୍ବର ୧୯୩୪)ଓଡ଼ିଆ ସାହିତ୍ୟରଜଣେ ଆଧୁନିକ କବି । ସେକଟକଠାରେ୧୯୩୪ରେ ଜନ୍ମ ନେଇଥିଲେ । ସେଇଂରାଜୀରେରେଭେନ୍ସା କଲେଜରୁଏମ.ଏ. କରିବା ପରେ ୧୯୫୭ରେଭାରତୀୟ ପ୍ରଶାସନିକ ସେବାରେ୧୯୯୨ରେ ଅବସର ଗ୍ରହଣ କରିବା ପୂର୍ବରୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ଏହି ସମୟରେ ତାଙ୍କରକେତେ ଦିନର(୧୯୬୨),ସନ୍ଦିଗ୍ଧ ମୃଗୟା(୧୯୭୧),ସପ୍ତମ ରତୁ(୧୯୭୭),ସଚିତ୍ର ଅନ୍ଧାର(୧୯୮୨),ଶ୍ରୀରାଧା(୧୯୮୫) ଏବଂଶ୍ରେଷ୍ଠ କବିତା(୧୯୯୨) ନାମରେ ସାତଟି କବିତା ସଂକଳନ ପ୍ରକାଶ ପାଇଥିଲା ।କେନ୍ଦ୍ର ସାହିତ୍ୟ ଏକାଡେମୀ୧୯୭୮ ମସିହାରେ ତାଙ୍କ କବିତା ସଂକଳନସପ୍ତମ ଋତୁପାଇଁ ତାଙ୍କୁ ପୁରସ୍କୃତ କରିଥିଲା । ୧୯୮୪ରେସଚିତ୍ର ଅନ୍ଧାରପାଇଁ ତାଙ୍କୁଶାରଳା ପୁରସ୍କାରମିଳିଥିଲା । ୧୯୯୨ ମସିହାପାଇଁ ସେସରସୱତୀ ସମ୍ମାନରେସମ୍ମାନୀତ ହୋଇଥିଲେ । ଏହି କାବ୍ୟଗ୍ରନ୍ଥ ଇଂରାଜୀ ଓ ଆଠଟି ଭାରତୀୟ ଭାଷାରେ ଅନୁଦିତ ।

୧୯୫୭ରୁ ସେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ସଚିବ ଥିଲେ । ୧୯୯୩-୧୯୯୮ ଯାଏଁ ସେକେନ୍ଦ୍ର ସାହିତ୍ୟ ଏକାଡେମୀରଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ ।

ଫେବୃଆରୀ ୨୦୦୯ରେ ସେଫେଲୋସିପସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟଓଡ଼ିଆ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri