ସବୁଠୁ ଉତ୍ତପ୍ତ ସହର ବୌଦ୍ଧ

ବୌଦ୍ଧ,୧୬।୩(ଅଜିତ କୁମାର ବାରିକ ): ବୌଦ୍ଧ ଜିଲାରେ ତାପମାତ୍ର ଶନିବର ଦିନ ୪୨ ଡିଗ୍ରୀ ଉପରେଥିଲା। ଏ ନେଇ ରାଜ୍ୟରେସବୁଠୁ ଉତ୍ତପ୍ତ ସହର ପାଲଟିଛି ବୌଦ୍ଧ। ପ୍ରବଳ ଖରା ଯୋଗୁ ପୁରାପୁରି ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ଖରା ଯୋଗୁଁ ସକାଳ ୧୦ ଟାରୁ ପୁରା ରାସ୍ତାଘାଟ ଶୁନଶାନ ହୋଇପଡୁଥିବା ବେଳେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି ।
ବୌଦ୍ଧ ଜିଲା ପ୍ରାକୃତିକ ପରିବେଶରେ ଭରପୁର ଥିବା ବେଳେ ପ୍ରତିବର୍ଷ ଜଙ୍ଗଲ କ୍ଷୟ ହେବା ସହ ସବୁଆଡେ କ୍ରସରଗୁଡିକ ସ୍ଥାପନ ଯୋଗୁ ବ୍ଳାଷ୍ଟିଙ୍ଗ ହେବା ଫଳରେ ବଡ ବଡ ପାହାଡ ନଷ୍ଟ ହେଉଥିବା ବେଳେ ଜଙ୍ଗଲରେ ବେଆଇନ ଗଞ୍ଜଇ ଚାଷ ଯୋଗୁ ପ୍ରତିବର୍ଷ ଏକର ଏକର ସଂଖ୍ୟାରେ ଜଙ୍ଗଲ ନଷ୍ଟ ହେଉଛି । ଜଙ୍ଗଲ କ୍ଷୟ ଯୋଗୁ ଗ୍ରୀଷ୍ମ ଋତୁରେ ତାପମାତ୍ରା ଅହେତୁକ ଭାବରେ ବୃଦ୍ଧି ପାଇବା ଯୋଗୁ ଏହାର କୁପରିଣାମ ସାଧାରଣ ଜନସାଧାରଣଙ୍କ ଉପର ପଡୁଛି । ବୌଦ୍ଧ ସହର ଦେଇ ଚିରସ୍ରୋତା ମହାନଦୀ ପ୍ରବାହିତ ହୋଇଥିବା ବେଳେ କିନ୍ତୁ ଏବେ ମହାନଦୀ ପୁରାପୁରୀ ଶୁଖିଲା ପଡିଛି । ମହାନଦୀ ଶୁଖିଲା ପଡିବା ଯୋଗୁ ନଦୀର ବାଲି ଓ ନଦୀ ଭିତରେ ଥିବା ବଡ ବଡ ପଥର ଖରାର ତାପ ଯୋଗୁ ତାପମାତ୍ରା ବୃଦ୍ଧି ହେବାରେ ଲାଗିଛି । ଏପଟେ ଖରା ପାଇଁ ଲୋକ ମାନେ ଥଣ୍ଡା ପାନୀୟ ଦୋକାନ ରେ ଭିଡ଼ ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ଭାଙ୍ଗିବା ପରେ ସ୍ମୃତିଙ୍କ ନୂଆ ଇନଷ୍ଟାଗ୍ରାମ ପୋଷ୍ଟ ସୃଷ୍ଟି କଲା ହଇଚଇ, ଲେଖିଲେ ଏମିତି…

ନୂଆଦିଲ୍ଲୀ,୯।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ବର୍ତ୍ତମାନ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଖବରରେ ଅଛନ୍ତି। ରବିବାର, ସେ ଏକ...

ବିମାନରେ ଗୀତା ପଢିଲେ ରୁଷିଆ ରାଷ୍ଟ୍ରପତି, ବନ୍ଧୁଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଦେଇଥିଲେ ବିଶେଷ ଉପହାର

ମସ୍କେ/ନୂଆଦିଲ୍ଲୀ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସମ୍ପ୍ରତି ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରିଛନ୍ତି। ତାଙ୍କ ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ...

ଆଦର୍ଶ ବିଦ୍ୟାଳୟରେ ପାଠପଢ଼ା ସହ ଖାଦ୍ୟ ସମସ୍ୟା, ତେଜିଲେ ଅଭିଭାବକ

ଅତାବିରା,୯ା୧୨(ଯୁଧିଷ୍ଠିର ମହାପାତ୍ର):ଅତାବିରା ଏନ୍‌ଏସି ଅନ୍ତର୍ଗତ ଭୋଇପୁରା ଆଦର୍ଶ ବିଦ୍ୟାଳୟରେ ପିଲାଙ୍କ ପାଠପଢ଼ାରେ ବ୍ୟାଘାତ ହେବା ସହିତ ରନ୍ଧା ଖାଦ୍ୟ ସମସ୍ୟା ଦେଖାଦେଇଛି। ସୋମବାର କେତେକ ପିଲାମାନେ...

ଆଇପିଏଲ ନାଁରେ ଏନଏଚଆରସିରେ ଅଭିଯୋଗ: ଦୂଷିତ ପାଣି ଗନ୍ଧରେ ଫାଟି ପଡୁଛି ଅଞ୍ଚଳ

ଭବାନୀପାଟଣା,୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳଜାରିଙ୍ଗରେ ଅବସ୍ଥାପିତ ଥିବା ଆଇପିଏଲ (ଇଣ୍ଡିଆନ ପଟାସ ଲିମିଟେଡ) କମ୍ପାନୀ ଇଥାନଲ ଉତ୍ପାଦନ କରୁଥିବା ସମୟରେ...

କଟକ ଟି-୨୦ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ଲାଗିଲା ଜୋରଦାର ଝଟ୍‌କା: ଅଭିଯୋଗ ପରେ…

ଦୁବାଇ,୯ା୧୨ (ପି.ଟି.):ରାୟପୁରଠାରେ ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ସ୍ଲୋ ଓଭର-ରେଟ୍‌ ପାଇଁ ଭାରତକୁ ସୋମବାର ସେମାନଙ୍କ ମ୍ୟାଚ୍‌ ଫି’ର...

ପିତୃତ୍ୱ ପାଇଁ ଜନ୍ମ ସାର୍ଟିଫିକେଟ ନୁହେଁ ବାଧକ: ଶିଶୁପୁତ୍ର ହସ୍ତାନ୍ତର ପାଇଁ ଅଜାଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୯ା୧୨(କାର୍ତ୍ତିକ ସାହୁ): ପିତୃତ୍ୱର ପ୍ରମାଣ ପାଇଁ ଜନ୍ମ ସାର୍ଟିଫିକେଟ ବାଧକ ନୁହେଁ। ଶିଶୁପୁତ୍ରର ଜନ୍ମ ସାର୍ଟିଫିକେଟ ଦାଖଲ କରି ନ ପାରିବା କାରଣରୁ ଜନ୍ମିତ ପିତାଙ୍କୁ...

ଆନ୍ଧ୍ରର ଚକ୍ରାନ୍ତ: ଓଡ଼ିଶା ଯୋଜନାକୁ ସୀମାନ୍ତବର୍ତ୍ତୀ ୭ ଗାଁର ବର୍ଜନ ନିଷ୍ପତ୍ତି

ପଟ୍ଟାଙ୍ଗି,୯ା୧୨(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତ ଫାଟୁସିନେରୀ ଗ୍ରାମ ନିକଟ ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ୭ ଗ୍ରାମର ମୁଖିଆ...

୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କଲେ…

କୋରାପୁଟ,୯।୧୨(ଅମିତାଭ ବେହେରା ): କୋରାପୁଟ ଜିଲା ନାମ ସଂକୀର୍ତ୍ତନ ଭାଗବତ ସତସଙ୍ଗ ତରଫରୁ ୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri