ସମାନ ବୟସ, ସମାନ ହସ୍ପିଟାଲ, ଭାଇରାଲ ହେଉଛି ଲତା ଦିଦିଙ୍କ ସହ ଆଶାଙ୍କ ପିଲା ଦିନର ଫଟୋ, ପ୍ରଶଂସକ ହେଉଛନ୍ତି ଇମୋଶନାଲ

ସମାନ ବୟସ, ସମାନ ହସ୍ପିଟାଲ, ଭାଇରାଲ ହେଉଛି ଲତା ଦିଦିଙ୍କ ସହ ଆଶାଙ୍କ ପିଲା ଦିନର ଫଟୋ, ପ୍ରଶଂସକ ହେଉଛନ୍ତି ଇମୋଶନାଲ ମୁମ୍ବାଇ,୧୨।୪: ଗାୟିକା ଆଶା ଭୋଁସଲେଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହେବା ପରେ ତାଙ୍କୁ ଶନିବାର ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ରବିବାର ୯୨ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି।…

ପାକିସ୍ତାନର ମଧ୍ୟସ୍ଥତା ଫେଲ ମାରିବା ପରେ ରାଗରେ ଇରାନ ଉପରେ ଖପ୍ପା ହେଲେଣି ଟ୍ରମ୍ପ!

ଓ୍ବାଶିଂଟନ,୧୨।୪: ଇସଲାମାବାଦରେ ଆମେରିକା-ଇରାନ ଆଲୋଚନା ବିଫଳ ହେବା ପରେ, ପୁଣି ଥରେ ଯୁଦ୍ଧ ଆରମ୍ଭ ହେବାକୁ ଯାଉଛି କି ନାହିଁ ସେ ବିଷୟରେ ପ୍ରଶ୍ନ ଉଠାଯାଉଛି। ଏହା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପଙ୍କ ଏକ ବିବୃତ୍ତି…

କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା

ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା ଦେଇଛନ୍ତି। ଗରଦପୁର ବ୍ଲକର ବିଜେଡି ପଞ୍ଚାୟତ…

ଜିଲାପାଳଙ୍କ ତଦାରଖ ପରେ ଫେରିଘାଟ ବନ୍ଦ ନିର୍ଦ୍ଦେଶ, ଡଙ୍ଗା ଇଞ୍ଜିନ ଚାବି ଜବତ କରି…

ମହାକାଳପଡ଼ା,୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ-ମୂଷଡିଆ ମହାନଦୀ ଫେରିଘାଟରେ ଲାଇଫ ଜ୍ୟାକେଟ, ସିସିଟିଭି ଆଦି ବ୍ୟବାହର ହେଉ ନ ଥିବା ଅଭିଯୋଗ ହେଉଥିଲା। ଏହାକୁ ଦୃଷ୍ଟିରେ ରଖି…

PF ଆକାଉଣ୍ଟରୁ ଟଙ୍କା ଉଠାଇବାକୁ ଚାହୁଁଛନ୍ତି କି? ଜାଣନ୍ତୁ ଅନ୍‌ଲାଇନ୍‌ ଏବଂ ଅଫଲାଇନ୍‌ ଉଠାଣର ଷ୍ଟେପ୍‌ ବାଇ ଷ୍ଟେପ୍‌ ପ୍ରକ୍ରିୟା…

ନୂଆଦିଲ୍ଲୀ,୧୨।୪: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର କୋଟି କୋଟି ଅଂଶଧାରକଙ୍କ ପାଇଁ ପିଏଫ (PF) ଟଙ୍କା ଉଠାଣ ପ୍ରକ୍ରିୟାକୁ ପୂର୍ବ ଅପେକ୍ଷା ଅଧିକ ସହଜ ଓ ସରଳ କରିଦେଇଛି। ଯଦି ଆପଣ…

ମହିଳା ସଂରକ୍ଷଣ ବିଲ୍‌କୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ଅପଡେଟ୍‌, କହିଲେ ଦେଶକୁ ଏକ ନୂଆ…

ଭୁବନେଶ୍ୱର,୧୨ା୪: ମହିଳା ସଂରକ୍ଷଣ ବିଲ୍‌ ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ ଏକ ପ୍ରେସ୍‌ମିଟ୍‌ରେ କହିଛନ୍ତି, ୩୩% ମହିଳା ସଂରକ୍ଷଣ ଦେଶକୁ ଏକ ନୂଆ ଦିଗ ଦେବ।…

ସଙ୍ଗୀତ ଜଗତରେ ଶୋକର ଛାୟା: ନିରବି ଗଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଅନନ୍ୟ ପ୍ରତିଭା ତଥା ପ୍ରଖ୍ୟାତ ଗାୟିକା ଆଶା ଭୋସଲେଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା। ଗତ କିଛି ଦିନ ଧରି ଅସୁସ୍ଥତା କାରଣରୁ ତାଙ୍କୁ ଶନିବାର ମୁମ୍ବାଇର ବ୍ରିଚ…

ଫେଲ ମାରିଲା ପାକିସ୍ତାନର ମଧ୍ୟସ୍ଥତା, ହର୍ମୁଜ ବନ୍ଦ! ୟୁ-ଟର୍ନ ନେଲା ୨ ତେଲ ଟ୍ୟାଙ୍କର, ପାକିସ୍ତାନ ଜାହାଜ ବି ସାମିଲ

ତେହରାନ,୧୨।୪: ଇସଲାମାବାଦରେ ଆମେରିକା ଏବଂ ପାକିସ୍ତାନ ମଧ୍ୟରେ ହୋଇଥିବା ଆଲୋଚନା ବିଫଳ ହୋଇଛି। ୧୪ ଦିନିଆ ଅସ୍ତ୍ରବିରତି ଉପରେ ସହମତି ପରେ ଉଭୟ ଦେଶ ଆଲୋଚନାରେ ସାମିଲ ହେବାକୁ ରାଜି ହୋଇଥିଲେ। ଇସଲାମାବାଦ ଆଲୋଚନା ଭାଙ୍ଗିଯିବା ସହିତ, ଏହାର ପ୍ରତିଫଳ ଏବେ…

‘ସମସ୍ତ ଏମ୍‌ପି ଏପ୍ରିଲ ୧୬ ରୁ ୧୮ ପର୍ଯ୍ୟନ୍ତ ସଂସଦରେ ରହିବା ଜରୁରୀ’; ହ୍ବିପ ଜାରି କଲା ଭାଜପା

ନୂଆଦିଲ୍ଲୀ,୧୨।୪: ଭାରତୀୟ ଜନତା ପାର୍ଟି (ଭାଜପା) ଆଗାମୀ ସ୍ବତନ୍ତ୍ର ସଂସଦୀୟ ଅଧିବେଶନ ସମ୍ପର୍କରେ ଏହାର ସମସ୍ତ ଏମ୍‌ପିଙ୍କୁ କଡ଼ା ନିର୍ଦ୍ଦେଶ ଜାରି କରିଛି। ଲୋକ ସଭା ଏବଂ ରାଜ୍ୟ ସଭା ଉଭୟର ସମସ୍ତ ସଦସ୍ୟଙ୍କୁ ତିନି ଧାଡ଼ି ବିଶିଷ୍ଟ ହ୍ବିପ ଜାରି…

ଚାଇନାକୁ ଧମକ ଦେଲେ ଟ୍ରମ୍ପ, ଏମିତି କଲେ ଭୋଗିବ ପରିଣାମ: ସାରା ବିଶ୍ୱ ହଲଚଲ

ଓ୍ବାଶିଂଟନ୍‌,୧୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣାର କିଛି ଦିନ ପରେ ଉଭୟ ଦେଶର ପ୍ରତିନିଧି ଦଳ ପାକିସ୍ତାନରେ ମୁହାଁମୁହିଁ ଆଲୋଚନା କରିଥିଲେ। ଏନେଇ ଟ୍ରମ୍ପ କହିଛନ୍ତି, ଆମେ ହର୍ମୁଜ ପ୍ରଣାଳୀ ସଫା କରୁଛୁ। ଇରାନ ସହିତ…

ଶାନ୍ତିବାର୍ତ୍ତା ବିଫଳ ହେବା ପଛର କାରଣ କହିଲା ଇରାନ, ଆମେରିକା ଏଭଳି ଦାବି ରଖିଲା ଯାହା…

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ବିଫଳ ହୋଇଛି। ପ୍ରାୟ ୨୧ ଘଣ୍ଟାର ଦୀର୍ଘ ଆଲୋଚନା ପରେ ମଧ୍ୟ କୌଣସି ସହମତି ହୋଇପାରି ନାହିଁ। ଆମେରିକାର କଠୋର ସର୍ତ୍ତକୁ ମାନିବାକୁ ଇରାନ…

ଆମେରିକା ସର୍ତ୍ତ ମାନିଲାନି ଇରାନ: ଇସଲାମାବାଦ୍‌ ଆଲୋଚନା ଫେଲ୍‌

ଓ୍ବାଶିଂଟନ୍‌,୧୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା ପରେ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଉଭୟ ଦେଶର ପ୍ରତିନିଧିମଣ୍ଡଳୀଙ୍କ ମଧ୍ୟରେ ଅନୁଷ୍ଠିତ ଶାନ୍ତି ଆଲୋଚନା ବିଫଳ ହୋଇଛି। ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ କହିଛନ୍ତି, ଇରାନ ଆମେରିକାର…

ଇରାନର ନିଦ ହଜିଲାଣି: ହର୍ମୁଜକୁ ନେଇ ବଢୁଛି ଚିନ୍ତା, ଏବେ ହେବ କ’ଣ

ନ୍ୟୁୟର୍କ,୧୨ା୪(ଏନ୍‌ଓ୍ବାଇଟି):ଇରାନ୍‌ ଏବେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ନିଜସ୍ବ ସମସ୍ୟା ଯୋଗୁ ସମ୍ପୂର୍ଣ୍ଣ ରୂପେ ଖୋଲିପାରୁ ନାହିଁ। କାରଣ ଆମେରିକା ଓ ଇସ୍ରାଏଲ୍‌ ସହ ଯୁଦ୍ଧବେଳେ ଏହି ସାମୁଦ୍ରିକ ଜଳପଥକୁ ଅବରୋଧ କରିବା ପାଇଁ ସେଠାରେ ବିଛାଇଥିବା ସମସ୍ତ ମାଇନ୍ସକୁ ଠାବ କରିପାରୁନାହିଁ।…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା ସାମରିକ ତିକ୍ତତା ମଧ୍ୟରେ ଇରାନ ଯେତେବେଳେ ଆର୍ଥିକ ସଙ୍କଟ ଦେଇ ଗତି କରୁଥିଲା,…

ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଛି ଆତଙ୍କବାଦୀ ଚେର, ପାକିସ୍ତାନ ସହ ରହିଛି…

ଭୁବନେଶ୍ୱର,୧୧ା୪: ଆତଙ୍କବାଦୀ କଳା କାରନାମାର ହୋଇଛି ପର୍ଦ୍ଦାଫାଶ। ଦେଶ ବିରୋଧରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ପୂର୍ବରୁ ଭୁବନେଶ୍ୱରରୁ ଆତଙ୍କୀଙ୍କୁ ଆସି ଧରିଛି ଦିଲ୍ଲୀ ପୋଲିସ। କ୍ୟାପିଟାଲ ଥାନା ଅଞ୍ଚଳରୁ ଶୁକ୍ରବାର ରାତିରୁ ଶେଖ ଇମ୍ରାନ ନାମକ ଜଣେ ଯୁବକଙ୍କୁ ଉଠାଇ…

ହର୍ମୁଜ ସଙ୍କଟ ମଧ୍ୟରେ ୪ ଇରାନୀ ଟ୍ୟାଙ୍କରକୁ ଭାରତରେ ପ୍ରବେଶ ଅନୁମତି, ସିକ୍କା ବନ୍ଦରରେ…

ନୂଆଦିଲ୍ଲୀ,୧୧ା୪: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅନୁରୋଧରେ ଭାରତର ଜାହାଜ ଚଳାଚଳ ମନ୍ତ୍ରଣାଳୟ ଇରାନୀ ତୈଳ ନେଇଯାଉଥିବା ୪ଟି ଆମେରିକା ଦ୍ୱାରା ଅନୁମୋଦିତ ଟ୍ୟାଙ୍କରକୁ ଗୁଜରାଟର ସିକ୍କା ବନ୍ଦରରେ ଡକିଂ କରିବା ପାଇଁ ସ୍ବତନ୍ତ୍ର ଅନୁମତି ପ୍ରଦାନ କରିଛି। ଭାରତ ବିଶ୍ୱର ତୃତୀୟ ବୃହତ୍ତମ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଏପ୍ରିଲ, ୨୦୨୬ )

View
Odisha: Today’s pics April 9, 2026

View
ଓଡ଼ିଶା: ଆଜିର ଫଟୋ ( ୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri