ରହସ୍ୟଜନକ ଭାବେ ସ୍ବାମୀ ନିଖୋଜ, ଦିଗପହଣ୍ଡି ଥାନାରେ ଏତଲା ଦେଲେ ସ୍ତ୍ରୀ

ଦିଗପହଣ୍ଡି,୧୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ଶିଶିର କୁମାର ସେଠୀଙ୍କ ରହସ୍ୟଜନକ ନିଖୋଜ ନେଇ ତାଙ୍କ ସ୍ତ୍ରୀ ଜ୍ୟୋତିରାଣୀ ସେଠୀ ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି। ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ଏତଲାକୁ ଭିତ୍ତିକରି ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛନ୍ତି।

ଗତ ଫେବୃଆରୀ ୧୮ ତାରିଖ ସକାଳ ପ୍ରାୟ ୯ ଟାରେ ଶିଶିର ଗାଁରୁ ତାଙ୍କ ବାଇକ ନଂ(ଓଡ଼ି ୦୭ ଡି -୫୯୧୯) ଯୋଗେ କୋରାପୁଟ ଜୟପୁର ନିକଟ ଗୁପ୍ତେଶ୍ୱର ଶୈବପୀଠକୁ ଯାଇଥିଲେ। ସେ ତାଙ୍କ ସାଙ୍ଗରେ ଏକ ଲାପଟପ୍‌ ନେଇଥିଲେ। ସେଠାକୁ ଯିବାର ପ୍ରାୟ ୧ ସପ୍ତାହ ଧରି ସେ ତାଙ୍କ ମୋବାଇଲ ଫୋନ୍‌ ଯୋଗେ ସ୍ତ୍ରୀ ଙ୍କ ସହ କଥାବାର୍ତ୍ତା ହେଉଥିଲେ। ପରେ ତାଙ୍କ ଫୋନ ସୁଇଚ ଅଫ ହୋଇଯାଇଥିଲା। କିଛି ଦିନ ପରେ ସେ ଅଯୋଧ୍ୟା ଯାଇ ଠାକୁରଙ୍କୁ ଦର୍ଶନ କରିବା ସହ ଏକ ଆଶ୍ରମରେ ମାଗଣା ଘରଭଡାରେ ରହିଥିବା ଜଣାଇଥିଲେ। ପରେ ସେମାନେ ମୋତେ ଘରଭଡା ଜବରଦସ୍ତ ମାଗୁଛନ୍ତି। ମୁଁ ନଦେବାରୁ ସେମାନେ ମୋର ବାଇକ ଏବଂ ଲାପଟପ ଛଡାଇ ରଖିଥିବା ଜଣାଇବାର କିଛି ସମୟ ପରେ ତାଙ୍କ ଫୋନ୍‌ ସୁଇଚ୍‌ ଅଫ୍‌ ହୋଇଯାଇଥିଲା ବୋଲି ଏତଲାରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri