ଭୂତଳ ଜଳ ଓ ତୈଳ ସଂରକ୍ଷଣ ବାୟୁମଣ୍ଡଳକୁ ନେଇ ସାଇକେଲ୍‌ରେ ସଚେତନତା ବାର୍ତ୍ତା

ବାଲୁଗାଁ,୨୮।୮(ଡ଼ି.ଏନ.ଏ.)-ପୃଥିବୀର ଭୂତଳ ଜଳ ଓ ତୈଳ ସଂରକ୍ଷଣ ତଥା ବାୟୁମଣ୍ଡଳର ଉତ୍ତାପ ବୃଦ୍ଧିକୁ ରୋକିବା ନେଇ ସାଇକେଲରେ ବିଭିନ୍ନ ଦେଶ ବୁଲି ସଚେତନତା ବାର୍ତ୍ତା ବାଣ୍ଟିବା ଲକ୍ଷ୍ୟ ନେଇ ବାହାରିଛନ୍ତି ୨ ରୋଟାରିଆନ। କେରଳ ରାଜ୍ୟ କାଲିକଟ ସହର ରୋଟାରୀ କ୍ଲବର ସଭ୍ୟ ରୋଟାରିଆନ୍‌ ଫାଏଜ୍‌ ଓ ଅଜିତ୍‌ ନିଜ ସହର କାଲିକଟଠାରୁ ସାଇକେଲ ଚଳାଇ ଏହି ଯାତ୍ରା ଆରମ୍ଭ କରିଛନ୍ତି। ସେମାନେ ଭାରତ, ନେପାଳ, ଭୁଟାନ, ମ୍ୟାନମାର, ଥାଇଲାଣ୍ଡ, ମାଲେସିଆ ଆଦି ଦେଶ ଦେଇ ପ୍ରାୟ ଆଠ ହଜାର କିଲୋମିଟର ରାସ୍ତା ଅତିକ୍ରମ କରି ସିଙ୍ଗାପୁରରେ ୧୨୦ଦିନରେ ପହଞ୍ଚତ୍ବା ଲକ୍ଷ୍ୟ ରଖିଛନ୍ତି ା ଏହି ପରିପ୍ରେକ୍ଷୀରେ ବାଲୁଗାଁ ସହର ଦେଇ ଯିବା ସମୟରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରେ ବାଣପୁର ବାଲୁଗାଁ ରୋଟାରୀ କ୍ଲବ୍‌ ତରଫରୁ ସଭାପତି ରୋଟାରିଆନ୍‌ ରବି ନାରାୟଣ ନାୟକ, ସମ୍ପାଦକ ହିଂମାଶୁ କୁମାର ପାତ୍ର, ପୂର୍ବତନ ସଭାପତି ଡ଼ାକ୍ତର ଯୋଗୀନ୍ଦ୍ରନାଥ ସେନାପତି, ଧୀରେନ୍ଦ୍ରନାଥ ପାତ୍ର, ଜଗଦୀଶ ପ୍ରସାଦ ଲାକୋଟିଆ, ଗୋପାଳଚନ୍ଦ୍ର ନାୟକ ପ୍ରମୁଖ ସେମାନଙ୍କୁ ସମ୍ବର୍ଦ୍ଧନା ଦେଇ ଉସତ୍ାହିତ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଖଣ୍ଡପଡ଼ା: ସ୍ବାଧୀନ ଭାବେ ପ୍ରାର୍ଥତ୍ପତ୍ର ଦାଖଲ କଲେ ଅନୁଭବ

ନୟାଗଡ଼,୪।୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ୪ଟି ନିର୍ବାଚନମଣ୍ଡଳୀ ମଧ୍ୟରେ ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀ ଚର୍ଚ୍ଚାରେ ରହିଛି। ଏଠାରେ ରାଜନୈତିକ ଦୃଶ୍ୟପଟ ବଦଳିବାରେ ଲାଗିଥିବାରୁ ସମସ୍ତଙ୍କ ନଜର ଏହି...

ଫେସ୍‌ବୁକ୍‌ରେ ପୁତନା ବଧ ଶେୟାର କରି ଜେଲ୍‌ ଗଲେ ଯୁବକ

ନୟାଗଡ଼,୩ା୫(ଲୋକନାଥ ମିଶ୍ର):ଫେସ୍‌ବୁକ୍‌ର ଆମ ପାଇଁ ବଡ଼ ଆମ ନୟାଗଡ଼ ଚ୍ୟାନେଲରେ ପୁତନା ବଧ ଫଟୋ ଶେୟାର କରି ନୟାଗଡ଼ ସଦର ଥାନା ହରିପୁର ଗଁାର ରମାକାନ୍ତ...

ନୟାଗଡ଼ ବଉଳସାହିରେ ଗୋଷ୍ଠୀ ସଂଘର୍ଷ: ବୋମାମାଡ଼-ଗୁଳିମାଡ଼ରେ ୨ ଗୁରୁତର

ନୟାଗଡ଼,୧।୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଇଟାମାଟି ଥାନାର ବଉଳସାହି ଗାଁରେ ବୁଧବାର ଗୋଷ୍ଠୀ ସଂଘର୍ଷ ଘଟିଛି। ବିଜେଡି ଓ ଭାଜପା ସମର୍ଥକଙ୍କ ମଧ୍ୟରେ ବୋମାମାଡ଼ ଏବଂ...

ଭାଜପା ପାଇଁ ପ୍ରଚାର କରି ଅଙ୍ଗନୱାଡି ସହାୟିକା ବହିଷ୍କୃତ

ନୟାଗଡ଼,୧।୫(ଲୋକନାଥ ମିଶ):ଭାଜପା ପାଇଁ ପ୍ରଚାର କରି ନୟାଗଡ଼ ଜିଲା ଓଡ଼ଗଁା ବ୍ଲକ୍‌ ରୋହିବାଙ୍କ ପଞ୍ଚାୟତ ଭଗବତୀପ୍ରସାଦ ଅଙ୍ଗନୱାଡ଼ି କେନ୍ଦ୍ରର ସହାୟିକାଙ୍କ ଚାକିରି ଯାଇଛି। ନିର୍ବାଚନ ଆଚରଣ...

ଚିନ୍ତା ବଢ଼ାଇଲାଣି ଜଙ୍ଗଲ ନିଆଁ

ନୟାଗଡ଼,୩୦।୪(ଲୋକନାଥ ମିଶ୍ର): ନୟାଗଡ଼ ବନଖଣ୍ଡ ଓ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡରେ ଜଙ୍ଗଲରେ ଲାଗୁଥିବା ନିଆଁ ଚିନ୍ତା ବଢାଇ ଦେଲାଣି। ଅଗ୍ନିବର୍ଷା ବେଳେ ଜଙ୍ଗଲର ନିଆଁର ତାତି...

ବାସି, ଦୂଷିତ ଖାଦ୍ୟ ବିକ୍ରି ବଢ଼ୁଛି

ନୟାଗଡ଼,୨୯।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ବିଭିନ୍ନ ହୋଟେଲ, ଢ଼ାବା, ଜଳଖିଆ ଦୋକାନରେ ବିକ୍ରି ହେଉଥିବା ଖାଦ୍ୟ ଆଖିକୁ ଭଲ ଦେଖାଯାଉଥିଲେ ହେଁ ଗୁଣବତ୍ତା(ମାନ) ଠିକ୍‌ ରହୁନି...

କମିଲାନି ଅପାଠୁଆ ଡାକ୍ତରଙ୍କ ରୋଗୀସେବା

ନୟାଗଡ଼,୨୮।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲାରେ ଅପାଠୁଆ ନକଲି ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ବଦଳରେ ଅନୁକମ୍ପା ଯୋଗୁ ଦୌରାମତ୍‌ୟ କମିବା ପରିବର୍ତ୍ତେ ବଢ଼ି ଚାଲିଛି । ରଣପୁର ବ୍ଲକ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri