Posted inଫୁରସତ

ବାହାରୁ ମାଟି ଘର, ଭିତରେ ୫ ତାରକା ହୋଟେଲ ଭଳି ଦୃଶ୍ୟ; ଭାଇରାଲ Video ଦେଖିଲେ ଉଡିଯିବ ହୋସ

ପ୍ରତିଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଭାଇରାଲ ହୋଇଥାଏ, ଯାହାକୁ ବିଶ୍ୱାସ କରିବା କଷ୍ଟକର ମନେ ହୋଇଥାଏ। ଏହି କ୍ରମରେ ଏବେ ଏକ ଘରର ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ଘରଟିକୁ ପ୍ରଥମ ଦେଖିଲେ ଏହାକୁ ଏକ ଛୋଟିଆ ମାଟି ଘର ବୋଲି ମନେ ହେଉଛି, କିନ୍ତୁ ଏହାର ଭିତରର ଦୃଶ୍ୟ ଦେଖିଲେ ଏହା କୌଣସି ୫ ତାରକା ହୋଟେଲଠାରୁ କମ ଦେଖାଯାଉ ନାହିଁ।

ଏହି ଭାଇରାଲ ଭିଡିଓ ଲୋକଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ଭିଡିଓଟି ଆରମ୍ଭ ହେବା ମାତ୍ରେ ଏକ ଛୋଟ ମାଟି ଘର ନଜର ଆସୁଛି। ପର ଦେଖାଯାଉଛି ଯେ ଘରର କାନ୍ଥଗୁଡ଼ିକ ସମ୍ପୂର୍ଣ୍ଣ ସ୍ବାଭାବିକ ଏବଂ ତା’ ଉପରେ ମାଟି ପାତ୍ରରେ ତିଆରି ଏକ ଛାଉଣି ଅଛି। ଏହା ପରେ କ୍ୟାମେରାମ୍ୟାନ ଘର ଭିତରକୁ ପ୍ରବେଶ କରନ୍ତି। ଘର ଭିତରେ ଯେଉଁ ଦୃଶ୍ୟ ଦେଖାଯାଉଛି ତାହା ହୋସ ଉଡ଼ାଇ ଦେବା ପାଇଁ ଯଥେଷ୍ଟ।

ବାହାରୁ ସାଧାରଣ ଦିଶୁଥିବା ଏହି ଘର ଅତ୍ୟାଧୁନିକ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ପରି ଦେଖାଯିବ। ଆପଣ ଦେଖିପାରିବେ ଯେ ଘର ଭିତରେ ମହଙ୍ଗା ଏବଂ ସୁନ୍ଦର ଟାଇଲ୍ସ ଲଗାଯାଇଛି। ଏହା ବ୍ୟତୀତ ଘରେ ପ୍ରବେଶ କରିବା ମାତ୍ରେ ଏକ ବଡ଼ ଫ୍ଲାଟ ସ୍କ୍ରିନ ଟିଭି ଦୃଶ୍ୟମାନ ହେଉଛି। ଘରେ ଆରାମଦାୟକ ସୋଫା ଏବଂ ସୁନ୍ଦର ସାଜସଜ୍ଜା ରହିଛି। ଏହି ଘରର ବାଥରୁମରେ ମଧ୍ୟ ଏୟାର କଣ୍ଡିସନ ଲଗାଯାଇଥିବାର ଦେଖାଯାଉଛି। ଏହି ଘରଟି ଇଣ୍ଟରନେଟରେ ଆଲୋଚନାର ବିଷୟ ପାଲଟିଛି।

 

View this post on Instagram

 

A post shared by Rajendra Singh (@7stargrandmsti)


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri