ପୋଲସରା,୨୬ା୩: ଗଞ୍ଜାମ ଜିଲା ପୋଲସରାରେ ଏକ ଅଟୋ ଧକ୍କାରେ ଦମ୍ପତିଙ୍କ ଜୀବନ ଚାଲିଯାଇଛି। ବୁଧବାର କବିସୂର୍ଯ୍ୟନଗର ଥାନା ବୁଢ଼ାଆମ୍ବ ନିକଟରେ ଏହି ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ସ୍ବାମୀଙ୍କର ଜୀବନ ଯାଇଥିବାବେଳେ ଚିକିତ୍ସାଧୀନ ଅବସ୍ଥାରେ ସ୍ତ୍ରୀଙ୍କର ମୃତ୍ୟୁ ଘଟିଛି।
ପୋଲସରା,୨୬ା୩: ଗଞ୍ଜାମ ଜିଲା ପୋଲସରାରେ ଏକ ଅଟୋ ଧକ୍କାରେ ଦମ୍ପତିଙ୍କ ଜୀବନ ଚାଲିଯାଇଛି। ବୁଧବାର କବିସୂର୍ଯ୍ୟନଗର ଥାନା ବୁଢ଼ାଆମ୍ବ ନିକଟରେ ଏହି ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ସ୍ବାମୀଙ୍କର ଜୀବନ ଯାଇଥିବାବେଳେ ଚିକିତ୍ସାଧୀନ ଅବସ୍ଥାରେ ସ୍ତ୍ରୀଙ୍କର ମୃତ୍ୟୁ ଘଟିଛି।
ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ପୁଣି କଫ ସିରପ କାରବାର ଚାଲିଥିବା ଧରାପଡ଼ିଛି। ଜିଲାର କଟାପାଲି ରାସ୍ତାରେ ନିର୍ମାଣାଧୀନ ଏକ ଘରୁ ୫ ହଜାରରୁ ଊର୍ଦ୍ଧ୍ୱ କଫ...
ନୂଆଦିଲ୍ଲୀ,୨୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ବାଂଲାଦେଶ ଦଳ ଭାରତ ଯାତ୍ରା କରିବ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ନିଷ୍ପତ୍ତି ହୋଇନାହିଁ।...
ରାୟଗଡ଼ା,୨୧ା୧(ଆଶିଷ ରଞ୍ଜନ ପଣ୍ଡା): କୋରାପୁଟ ଏମ୍ପିଙ୍କ ପିଏ ବାପି ପଟ୍ଟନାୟକ ଜଣେ ଯୁବକଙ୍କ ହଜି ଯାଇଥିବା ମୋବାଇଲ ଫେରାଇ ମାନବିକତାର ପରିଚୟ ଦେଖାଇଛନ୍ତି। ସୂଚନା ମୁତାବକ...
ନୂଆଦିଲ୍ଲୀ,୨୧।୧: ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି ଯେଉଁଥିରେ ଜଣେ ମହିଳା ସୁରକ୍ଷା ଭାଙ୍ଗୁଥିବା ଏବଂ ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ପାଖକୁ...
ନୂଆଦିଲ୍ଲୀ,୨୧।୧: ଆଜିକାଲି ସମୟରେ ବାଇକ ପ୍ରାୟ ପ୍ରତ୍ୟେକ ଘରର ଦୈନନ୍ଦିନ ଜୀବନର ଅଂଶ ହୋଇଯାଇଛି। ବାଇକ ଦ୍ୱାରା ଘରୁ ବାହାରକୁ ଯିବାଠାରୁ ଆରମ୍ଭ କରି ଅନେକ...
ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ...
ଏକ ନୂତନ ଫୋନ କିଣିବା କ୍ରମଶଃ ମହଙ୍ଗା ହୋଇଗଲାଣି। ତେଣୁ, ଲୋକମାନେ ପୁରୁଣା ଫୋନ ବ୍ୟବହାର କରିବାରେ ଲାଗିପଡ଼ିଛନ୍ତି। କିଛି ଲୋକ ଫ୍ଲାଗସିପ ଫୋନ ବ୍ୟବହାର...
ଟୋକିଓ,୨୧।୧: ପୂର୍ବତନ ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ହତ୍ୟା କରିଥିବା ବ୍ୟକ୍ତିଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ବୁଧବାର ଜାପାନର ଏକ କୋର୍ଟ ଆବେଙ୍କ ହତ୍ୟା ମାମଲାର...