କଂଗ୍ରେସର ୧୪ ବିଧାୟକ ନିଲମ୍ବିତ ନେଇ ଜିଲାପାଳଙ୍କୁ ଦାବିପତ୍ର

ଛତ୍ରପୁର,୨୬ା୩(ଦିଲ୍ଲୀପ ସାମଲ): ରାଜ୍ୟରେ ମହିଳା ଜାତି ପ୍ରତି ହୋଇଥିବା ଅନ୍ୟାୟ ଓ ଅସାମାଜିକ କାର୍ଯ୍ୟକୁ ପ୍ରଶାସନ ତରଫରୁ ନ୍ୟାୟ ତଥା ସୁରକ୍ଷା ଦେବା ପାଇଁ ଛତ୍ରପୁର ନିର୍ବାଚନମଣ୍ଡଳୀ କଂଗ୍ରେସ ତରଫରୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଓଡ଼ିଶା ବିଧାନସଭାର ଉପର ଲିଖିତ ବିଷୟ କାର୍ଯ୍ୟ ପାଇଁ ମହିଳା ଜାତିକୁ ହୋଇଥିବା ଅନ୍ୟାୟ ଓ ଅସାମାଜିକ କାର୍ଯ୍ୟକୁ ନ୍ୟାୟ ପାଇବା ଦାବିକୁ ଉଠାଇଥିବା କଂଗ୍ରେସର ୧୪ ଜଣ ବିଧାୟକଙ୍କୁ ନିଳମ୍ବନ କରାଯାଇଥିବା ପ୍ରସଙ୍ଗକୁ ଛତ୍ରପୁର ନିର୍ବାଚନମଣ୍ଡଳୀ କଂଗ୍ରେସ ଏହାକୁ ଦୃଢ଼ ନିନ୍ଦା କରିବା ସହିତ ଏହି ନିଳମ୍ବନକୁ ତୁରୁନ୍ତ ଉଠାଇବାକୁ ଦାବି କରିଛି। ଏହାସିହତ ଓଡ଼ିଶାର ମହିଳା ଜାତିର ଲୋକଙ୍କ ପ୍ରତି ହୋଇଥିବା ଅସାମାଜିକ ଓ ଅନ୍ୟାୟ କାର୍ଯ୍ୟକୁ ପ୍ରଶାସନ ତରଫରୁ ଠିକ୍‌ ଭାବେ ତଦନ୍ତ କରି ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ। ଓଡ଼ିଶା ରାଜ୍ୟରେ ମହିଳାମାନଙ୍କୁ ସୁରକ୍ଷା ଦେବା ସେମାନଙ୍କ ନ୍ୟାଯ୍ୟ ଦାବି ପ୍ରତି ଗୁରୁତ୍ୱ ଦେବା ବ୍ୟବସ୍ଥାକୁ କାର୍ଯ୍ୟକାରୀ କରିବା ପାଇଁ କଂଗ୍ରେସ ଦାବି କରିଛି। ଉକ୍ତ ଦାବିଗୁଡିକ ତୁରନ୍ତ ପୂରଣ ନ ହେଲେ କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇବା ସହିତ ଆନ୍ଦୋଳନ କରିବାକୁ ଚେତାବନୀ ଦେଇଛନ୍ତି। ବୁଧବାର କଂଗ୍ରେସ ନେତା ଭାଗିରଥୀ ବେହେରାଙ୍କ ନେତୃତ୍ୱରେ ପୂର୍ବତନ ନଗରପାଳ ରାମଚନ୍ଦ୍ର ବେହେରା, ପୂର୍ବତନ ସରପଞ୍ଚ ଟି.କ୍ରିଷ୍ଣା ରେଡ୍ଡୀ ଓ ଡି. ରାମସ୍ବାମୀ ରେଡ୍ଡୀ, ଅଶୋକ କୁମାର ପଟ୍ଟନାୟକ, କାଳିଆ ରାଉଳ, ଆଦିତ୍ୟ କୁମାର ଦାସ, ଜିତେନ୍ଦ୍ର ରାଉଳ, କୁନି ନାୟକଙ୍କ ସମେତ ବହୁ କଂଗ୍ରେସ କର୍ମୀ ଉପସ୍ଥିତିରେ ଅତିରିକ୍ତ ଜିଲାପାଳ ଡଃ ପ୍ରମୋଦ କୁମାର ପୃଷ୍ଟିଙ୍କ ଜରିଆରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

ନୂତନ ସରକାରୀ ଓକିଲ ନିଯୁକ୍ତି: ଭଞ୍ଜନଗର-ଜଗନ୍ନାଥପ୍ରସାଦ କୋର୍ଟରେ ୧୪ ଜଣ ନିଯୁକ୍ତ,ଜାଣନ୍ତୁ… 

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଭାଜପା କ୍ଷମତାକୁ ଆସିବା ପରେ ଗଞ୍ଜାମ ଜିଲାରେ ସରକାରୀ ଓକିଲ ତାଲିକା ତୁରନ୍ତ ବଦଳିବ ବୋଲି ଆଶା କରାଯାଉଥିଲା। କିନ୍ତୁ ବିଭିନ୍ନ କାରଣ ଯୋଗୁ...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri