ଟ୍ରକ୍‌ ଧକ୍କାରେ ୩ ଗାଈ ସହ ୧୮ ମେଣ୍ଢାଙ୍କର ଗଲା ଜୀବନ: ଘଟଣାସ୍ଥଳରେ ଉତ୍ତେଜନା

ବଇଣ୍ଡା,୨୮ା୩(ପରୀକ୍ଷିତ ସାହୁ): କଟକ ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ହଣ୍ଡପା ଥାନା ରାଣୀଭୁଇଁ ନିକଟରେ ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ଏକ ଟ୍ରକ୍‌ ଧକ୍କାରେ ରାଣୀଭୁଇଁ ଗ୍ରାମର ସୁରେଶ ସାହୁଙ୍କର ୩ଟି ଗାଈ ସହ ୧୮ଟି ମେଣ୍ଡାର ମୃତ୍ୟୁ ହୋଇଛି। ଏହି ଘଟଣାକୁ ନେଇ ରାଣୀଭୁଇଁ ନିକଟରେ ଉତ୍ତେଜନା ଦେଖାଯାଇଥିବା ବେଳେ ପୋଲିସ ଓ ସାଧାରଣ ଲୋକେ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌କୁ ପିଛା କରି ଧରିଥିଲେ। ପରେ ଦୁର୍ଘଟଣା ଘଟେଇ ଥିବା ଟ୍ରକ୍‌କୁ ହଣ୍ଡପା ପୋଲିସ ଜବତ କରିଥିବା ବେଳେ ଚାଳକକୁ ଅଟକ ରଖିଛି।

ଘଟଣାରୁ ଜଣାପଡ଼ିଛି ଯେ, ୫୫ ନମ୍ବର ଜାତୀୟ ରାଜପଥ ପାର୍‌ ହେଉଥିବା ବେଳେ ଅନୁଗୋଳରୁ ସମ୍ବଲପୁର ଅଭିମୁଖେ ଯାଉଥିବା ଏକ ଟ୍ରକ୍‌ ନମ୍ବର( ଓଡି ୨୧ ଏଫ ୧୯୯୬ )ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ୩ଟି ଗାଈ ସହ ୧୮ ଟି ମେଣ୍ଡାଙ୍କର ମୃତ୍ୟୁ ହୋଇଥିଲା। ଫଳରେ ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖା ଦେଇଥିବାବେଳେ ବେପରୁଆ ଭାବରେ ଗାଡ଼ି ଚାଳନା ଯୋଗୁ ଏଭଳି ଦୁର୍ଘଟଣା ଘଟିଥିବା ବେଳେ ଏହି ଦୁର୍ଘଟଣାରୁ ଅଳ୍ପକେ ଏକ ବାଇକ୍‌ ଆରୋହୀ ରକ୍ଷା ପାଇଯାଇଥିବା ଜଣାପଡ଼ିଛି। ଏହି ଦୁର୍ଘଟଣା ଘରେଇ ଟ୍ରକ୍‌ଟି ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ସ୍ଥାନୀୟ ଅଞ୍ଚଳବାସୀ ପିଛା କରି ଟ୍ରକ୍‌କୁ ଧରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ବିବାହ ପରେ ପରପୁରୁଷ ସହ ସ୍ତ୍ରୀକୁ ଦେଖିଲେ ସ୍ୱାମୀ, ଗଳା ଟିପି କଲେ ହତ୍ୟା

ନୂଆଦିଲ୍ଲୀ,୨୧ା୧: ଉତ୍ତରପ୍ରଦେଶର କାନପୁର ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ଚାରି ମାସ ପରେ ଜଣେ ଯୁବକ ନିଜ ସ୍ତ୍ରୀକୁ ଅନ୍ୟ...

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

ଭାବପ୍ରବଣ କରିଦେବ ଖବର! ମାଲିକଙ୍କ ମୃତଦେହ ପାଖରେ ରାତିସାରା ବସି ରହିଲା ପୋଷା କୁକୁର, ଅନ୍ତିମ ସଂସ୍କାର ପାଇଁ ୪ କିଲୋମିଟର…

ନୂଆଦିଲ୍ଲୀ,୨୧ା୧: ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ମଣିଷ ଏବଂ ପଶୁମାନଙ୍କ ମଧ୍ୟରେ ଏକ ଅନନ୍ୟ ସମ୍ପର୍କକୁ ଦର୍ଶାଉଥିବା ଏକ ଭିଡିଓ ଇଣ୍ଟରନେଟରେ ଦ୍ରୁତ ଗତିରେ ଭାଇରାଲ ହେଉଛି...

ଏହି ମୋଗଲ ଶାସକ ପ୍ରତିଦିନ ପିଉଥିଲେ ଗଙ୍ଗାଜଳ, କାରଣ ଜାଣିଲେ…

ଗଙ୍ଗାକୁ ବିଶ୍ୱର ସବୁଠାରୁ ପବିତ୍ର ନଦୀ ବୋଲି ବିବେଚନା କରାଯାଏ। ଭାରତରେ ଗଙ୍ଗାକୁ ମାତା ବୋଲି କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଗଙ୍ଗାରେ ସ୍ନାନ କରିବା...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri