Posted inବରଗଡ଼

ପାଳନ ହେଲା ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ

ପଦ୍ମପୁର,୩୦ା୩(ପ୍ରଦୀପ୍ତ ଦାଶ): ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର, ପଦ୍ମପୁରରେ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ପ୍ରାରମ୍ଭରେ ପ୍ରଧାନ ଆଚାର୍ଯ୍ୟ ଚୈତନ୍ୟ ଭୋଇ ଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଅତିଥି ପରିଚୟ ପ୍ରଦାନ କରିବା ସହିତ ହିନ୍ଦୁ ନବବର୍ଷର ପୌରାଣିକ କଥାବସ୍ତୁ ସହିତ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। କଳ୍ପନାବତୀ ସାହୁ ଗୁରୁମା
ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷର ବିଶେଷତ୍ତ୍ୱ ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ। ସୁଷମା ମେହେର ଗୁରୁମା କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ସୁଶ୍ରୀ ମିନତୀ ପଟ୍ଟନାୟକ ଗୁରୁମା ଧନ୍ୟବାଦ ପ୍ରଦାନ କରିଥିଲେ। ସମସ୍ତ ଭଉଣୀ ଭାଇ, ଗୁରୁମା ଗୁରୁଜୀ,ସେବିକାସେବକମାନଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସମାପ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଧାନ ବିକ୍ରି ସମସ୍ୟା, ତାତିଲା କଂଗ୍ରେସ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ନାନା ସମସ୍ୟା ଲାଗି ରହିଛି। ଏଥିପାଇଁ ଚାଷୀମାନଙ୍କୁ ବହୁ ହଇରାଣ ହରକତ ହେବାକୁ ପଡୁଛି।...

ଦୁର୍ଗେଇଦେବୀଙ୍କ ପୀଠକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦାବି

ପାଇକମାଳ,୬ା୧୨(ବଡ଼ ଶଥପଥୀ):ପାଇକମାଲ ବ୍ଲକ୍‌ ମିଠାପାଲି ପଞ୍ଚାୟତ ମନଭଙ୍ଗ ଡ୍ୟାମ ଦେଇ ମା’ଙ୍କ ପୀଠସ୍ଥଳୀ ତ୍ରିତୟା ନୃସିଂହନାଥ ପର୍ବତମାଳା ଶିଖରେ ଅବସ୍ଥିତ ମାଁ ଦୁର୍ଗେଇଦେବୀଙ୍କ ବାର୍ଷିକ ପୂଜାନୋତ୍ସବ...

ଧାନ କିଣାବିକା ମନ୍ଥର: ସପ୍ତାହରେ ଉଠିଛି ୭.୧୧ ହଜାର ପ୍ୟାକେଟ

ଅତାବିରା,୬ା୧୨(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ଅଚଳାବସ୍ଥା ଲାଗି ରହିଛି। ନଭେମ୍ବର ୨୮ତାରିଖରୁ ମଣ୍ଡି ଖୋଲିଛି ସତ, ହେଲେ ଏପର୍ଯ୍ୟନ୍ତ ଅତାବିରା...

ମଣ୍ଡି ସ୍ଥାନାନ୍ତରଣକୁ ଚାଷୀଙ୍କ ବିରୋଧ: ଧାନ କିଣାବିକା ସମସ୍ୟା ଅସମାହିତ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୮ଦିନ ବିତି ଯାଇଛି। ହେଲେ ଧାନବିକ୍ରି ସମସ୍ୟା ଏପର୍ଯ୍ୟନ୍ତ ଅସମାହିତ ରହିଛି।...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ଦୁର୍ଘଟଣାଗ୍ରସ୍ତ ସ୍କୁଟିରୁ ବାହାରିଲା ଏମିତି ଜିନିଷ: ପୋଲିସ ଆଶ୍ଚର୍ଯ୍ୟ

ବରଗଡ଼,୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ କଫ୍‌ ସିରପ କାରବାର ସାଧାରଣରେ ପରିଣତ ହୋଇଛି। ତେବେ ଗୁରୁବାର ସହର ଉପକଣ୍ଠ ବରାହଗୋଡା କେନାଲ ଛକ ନିକଟରେ ଏକ...

ଧାନକିଣା ବାଟବଣା: ଟୋକନ ଟେନ୍‌ସନରେ ଚାଷୀ

ପଦ୍ମପୁର, ୬।୧୨(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ସପ୍ତାହେ ବିତିଯାଇଛି, ମାତ୍ର ଚାଷୀଙ୍କ ପାଖରେ ଟୋକନ ପହଞ୍ଚି ପାରି ନ ଥିବାରୁ ଉପଖଣ୍ଡର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri