Posted inଜାତୀୟ

ହିମାଚଳରେ ଭୂସ୍ଖଳନ: ୬ ମୃତ

ଶିମ୍‌ଲା,୩୦ା୩: ହିମାଚଳପ୍ରଦେଶର କୁଲ୍ଲୁରେ ରବିବାର ଅପରାହ୍ନ ୫ଟାରେ ଭୂସ୍ଖଳନ ଘଟି ୩ ମହିଳାଙ୍କ ସମେତ ୬ ଜଣଙ୍କ ମୃତ୍ୟୁ ହୋଇଛି। ଭୂସ୍ଖଳନରେ କେତେଜଣ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଜିଲାର ଶୀର୍ଷ ଅଧିକାରୀ ଏବଂ ଉଦ୍ଧାରକାରୀ ଟିମ୍‌ ପହଞ୍ଚତ୍ଛନ୍ତି। ଆହତମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଲୋକେ ରାସ୍ତା ପାର୍ଶ୍ୱରେ ବସିଥିବାବେଳେ ଏକ ବଡ଼ ଗଛ ଉପୁଡ଼ିବା ସହ ମାଟି ଅତଡ଼ା ସେମାନଙ୍କ ଉପରେ ପଡ଼ିଯାଇଥିଲା। ଗଛ ପଡ଼ି କେତେକ ଗାଡ଼ି ଭାଙ୍ଗିରୁଜି ଯାଇଛି। ମୃତକଙ୍କ ମଧ୍ୟରେ ଜଣେ ହକର, ଜଣେ କାର୍‌ ଡ୍ରାଇଭର ଏବଂ ୩ ଜଣ ପର୍ଯ୍ୟଟକ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

ମୋ ସ୍ବାମୀ ମୋତେ ମାରିଦେବେ….କାହିଁକି ଏମିତି କହିଲେ ମହାକାଶଚାରୀ ସୁନିତା ୱିଲିୟମ୍ସ

ନୂଆଦିଲ୍ଲୀ,୨୧।୧: ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଭାରତରେ ଅଛନ୍ତି। ସେ ଦିଲ୍ଲୀରେ ସ୍ବର୍ଗତ କଳ୍ପନା ଚାୱଲାଙ୍କ ୯୦ ବର୍ଷୀୟା ମାଆଙ୍କୁ ଭେଟିଥିଲେ। ସାକ୍ଷାତ ସମୟରେ ଦୁହେଁ...

ତାମିଲନାଡୁ ବିଧାନସଭାରୁ ରାଜ୍ୟପାଳଙ୍କ କକ୍ଷତ୍ୟାଗ

ଚେନ୍ନାଇ,୨୧ା୧: ତାମିଲନାଡୁ ରାଜ୍ୟପାଳ ଆର୍‌.ଏନ୍‌. ରବି ମଙ୍ଗଳବାର ରାଜ୍ୟ ବିଧାନସଭାରେ ଉଦ୍‌ବୋଧନ ନ ଦେଇ ଚାଲିଯାଇଛନ୍ତି। ବିନା ଭାଷଣରେ କକ୍ଷତ୍ୟାଗ କରିବା ରାଜ୍ୟପାଳ ରବିଙ୍କ ପାଇଁ...

ଲିଭ୍‌ ଇନ୍‌ ରିଲେଶନଶିପ୍‌ରେ ମହିଳାଙ୍କୁ ସ୍ତ୍ରୀ ମାନ୍ୟତା ମିଳିବା ଆବଶ୍ୟକ: ହାଇକୋର୍ଟ

ଚେନ୍ନାଇ,୨୧ା୧: ଲିଭ୍‌-ଇନ୍‌ ରିଲେଶନଶିପ୍‌ରେ ଥିବା ମହିଳାଙ୍କୁ ଗାନ୍ଧର୍ବ ବିବାହ ବା ପ୍ରେମ ବିବାହ ଅନୁଯାୟୀ ସ୍ତ୍ରୀର ମାନ୍ୟତା ପ୍ରଦାନ ସହ ସୁରକ୍ଷା ଦିଆଯିବା ଆବଶ୍ୟକ। ଫଳରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri