ଗ୍ରୀଡ୍‌ ଉପରେ ବୋମାମାଡ଼: ତେହରାନ୍‌ ଅନ୍ଧାରରେ

ତେହରାନ୍‌,୩୦ା୩: ତେହରାନ୍‌ ଏବଂ ଏହାର ଆଖପାଖ ଅଞ୍ଚଳର ବିଦ୍ୟୁତ୍‌ ଗ୍ରୀଡ୍‌ ଉପରେ ଇସ୍ରାଏଲ୍‌ ଶନିବାର ବୋମାମାଡ଼ କରିଛି। ଫଳରେ ତେହରାନ୍‌ ସମେତ ଅନେକ ସହରରେ ବିଦ୍ୟୁତ୍‌ ସେବା ବ୍ୟାହତ ହୋଇଛି। ପ୍ରଥମଥର ପାଇଁ ଇସ୍ରାଏଲ…

ସାବଧାନ! ଜଣଙ୍କ ପରେ ଜଣଙ୍କୁ ଟାଣି ନେଉଛି କୁମ୍ଭୀର, ଏବେ ବି ନଦୀରେ ଘୂରି ବୁଲୁଛି

ମହାକାଳପଡ଼ା,୩୦ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ଗୋବରୀ ନଦୀର କାଉସପାଳ ଫେରୁଘାଟଠାରେ ଏକ ୨୦ ଫୁଟ ଲମ୍ବର ବଉଳ କୁମ୍ଭୀର ଘୂରି ବୁଲୁଛି। ଏହାକୁ ନେଇ ନଦୀ କୂଳିଆ ବାସିନ୍ଦା ଆତଙ୍କିତ ହୋଇପଡିଛନ୍ତି। ପାଣିରେ…

ମାତାପିତାଙ୍କୁ ଅବହେଳା କଲେ ଦରମାରୁ କଟିବ ୧୦ ହଜାର

ହାଇଦ୍ରାବାଦ,୨୯ା୩: ବୃଦ୍ଧ ମାତାପିତାଙ୍କ ପ୍ରତି ଯତ୍ନ ଏବଂ ପରିଣତ ବୟସରେ ସେମାନଙ୍କ ପ୍ରତି ସମ୍ବେଦନଶୀଳ ହେବା ସାମାଜିକ ଦାୟିତ୍ୱବୋଧକୁ ତେଲଙ୍ଗାନା ସରକାର ଗୁରୁତ୍ୱ ଦେଇ ରବିବାର ଏକ ଐତିହାସିକ ବିଲ୍‌କୁ ଅନୁମୋଦନ ଦେଇଛନ୍ତି। ‘ତେଲଙ୍ଗାନା ଏମ୍ପ୍ଲଇଜ୍‌…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି ସପ୍ତାହରେ ୨ ଦିନ ଲକ୍‌ଡାଉନ୍‌ କରିବା…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି। ବର୍ତ୍ତମାନ ସେ ଭିମ୍‌ସାରର ଆଇସିୟୁରେ ଚିକିତ୍ସାଧୀନ…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ ପ୍ରଚଳିତ ଦଣ୍ଡାଦେଶ କାମ ଦେଉ ନ…

ଯୁଦ୍ଧକୁ ନେଇ କଂଗ୍ରେସର ରାଜନୀତି ପ୍ରବାସୀ ଭାରତୀୟଙ୍କ ପାଇଁ ବିପଦ: ମୋଦି

ନୂଆଦିଲ୍ଲୀ ,୩୦ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଏବେ ସାରା ବିଶ୍ୱରେ ସଙ୍କଟ ସୃଷ୍ଟି ହୋଇଛି। ଏଥିରେ ଭାରତ ମଧ୍ୟ ପ୍ରଭାବିତ ହୋଇଛି। କିନ୍ତୁ ଯୁଦ୍ଧକୁ ନେଇ କଂଗ୍ରେସ ଯେଭଳି ଟିପ୍ପଣୀ କରୁଛି, ତଦ୍ଦ୍ବାରା ଉପସାଗରୀୟ ଦେଶଗୁଡିକରେ ରହୁଥିବା ଭାରତୀୟଙ୍କ ପାଇଁ ବିପଦ ସୃଷ୍ଟି…

୧୦ ବର୍ଷରେ ୧୦,୦୦୦ ମାଓବାଦୀଙ୍କ ଆତ୍ମସମର୍ପଣ

ନୂଆଦିଲ୍ଲୀ,୩୦ା୩(ପି.ଟି.) ମାର୍ଚ୍ଚ ୩୧ ସୁଦ୍ଧା ଭାରତକୁ ମାଓବାଦୀ ମୁକ୍ତ କରିବା ଲାଗି ସରକାର ସମୟସୀମା ଧାର୍ଯ୍ୟ କରିଥିଲେ। ଏହା ଶେଷ ହେବାକୁ ଆଉ ମାତ୍ର ଗୋଟିଏ ଦିନ ଥିବାବେଳେ ଏନେଇ ସରକାର କରିଥିବା ଉଦ୍ୟମ ସମ୍ପର୍କରେ ସୋମବାର ଲୋକ ସଭାରେ ଆଲୋଚନା…

ମଧ୍ୟପ୍ରାଚ୍ୟ ରଣକ୍ଷେତ୍ର: ଟଳିଲେଣି ୪,୫୦୦

ତେହରାନ୍‌ ,୩୦ା୩: ଫେବୃଆରୀ ୨୮ରେ ଇରାନ୍‌ ବିରୋଧରେ ଆମେରିକା ଓ ଇସ୍ରାଏଲ ଆରମ୍ଭ କରିଥିବା ଅପରେଶନକୁ ଇତିମଧ୍ୟରେ ଏକ ମାସ ପୂରିଛି। ଇରାନ୍‌ ଉପରେ ଉକ୍ତ ଦୁଇ ଦେଶର ଆକ୍ରମଣ ପରେ ଏହି ଯୁଦ୍ଧ ମହାଯୁଦ୍ଧରେ ପରିଣତ ହେବା ସହ ସମଗ୍ର ମଧ୍ୟପ୍ରାଚ୍ୟ…

ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ: ୭ ଉପଜିଲାପାଳ ନିଯୁକ୍ତ, ଜାଣନ୍ତୁ କିଏ କେଉଁଠିକୁ ଗଲେ…

ଭୁବନେଶ୍ୱର,୩୦।୩(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ରବିବାର ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌)ଅଧିକାରୀସ୍ତରରେ ଅଦଳବଦଳ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ୭ଜଣ ଓଏଏସ୍‌ ଅଧିକାରୀଙ୍କୁ ଉପଜିଲାପାଳ ଭାବେ ଏବଂ ଜଣଙ୍କୁ ଅତିରିକ୍ତ ଜିଲାପାଳ ଭାବେ…

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬ ଉଇକେଟରେ ପରାସ୍ତ କରିଛି। ଫଳରେ ମୁମ୍ବାଇ ବିଜୟ ସହିତ ଅଭିଯାନ ଆରମ୍ଭ କରିଛି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି । ଦକ୍ଷିଣ ଇସ୍ରାଏଲର ନିଓଟ୍ ହୋଭାଭ ଶିଳ୍ପାଞ୍ଚଳରେ ଇରାନୀ ବାଲିଷ୍ଟିକ୍ ମିଶାଇଲ୍ ଆକ୍ରମଣ…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ ଏକ ବଡ଼ ବୃଦ୍ଧି ଘଟିଛି । ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ରାୱଲପିଣ୍ଡିର…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ ବିମାନକୁ ଗୁରୁତର କ୍ଷତି ପହଞ୍ଚାଇଥିବା ଦାବି କରିଥିଲା। ରିପୋର୍ଟ ଅନୁଯାୟୀ, ଏହି ଆକ୍ରମଣ…

ଯୁଦ୍ଧ ଭିତରେ ଭାରତ ବଢାଇଲା ସାହାଯ୍ୟର ହାତ, ଏହି ଦେଶକୁ ଦେଲା ୩୮ହଜାର ମେଟ୍ରିକ ଟନର ପେଟ୍ରୋଲ

ନୂଆଦିଲ୍ଲୀ,୨୯।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ସଂଘର୍ଷ ଯୋଗୁଁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ଏବଂ ଫଳସୱରୂପ ହର୍ମୁଜ ପ୍ରଣାଳୀ ବନ୍ଦ ହେବା ମଧ୍ୟରେ, ଭାରତ ଶ୍ରୀଲଙ୍କାକୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛି। ଏହାର ଜରୁରୀକାଳୀନ ସହାୟତାର ଏକ ଅଂଶ…

ଏପ୍ରିଲ ୧ରୁ ବଢିଯିବ LPG ସିଲିଣ୍ଡର ରେଟ୍‌? ଯୁଦ୍ଧ ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୯।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ଦେଶବ୍ୟାପୀ ଲକ୍‌ ଡାଉନ ସମ୍ପର୍କରେ ଗୁଜବ ସମ୍ପର୍କରେ ସରକାର ଏକ ଦୃଢ଼ ଏବଂ ସ୍ପଷ୍ଟ ମତ ଗ୍ରହଣ କରିଛନ୍ତି। କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ ଦୃଢ଼…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୬ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri