ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର ଶାଶୁଙ୍କ ମୃତ୍ୟୁ ହୋଇଛି । ଅନ୍ୟପଟେ…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି ।ଏହି ଘଟଣାରେ ସମ୍ପୃକ୍ତ…

ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର ‘ହୁଇପ୍‌’କୁ ନ ମାନି କ୍ରସ୍‌ ଭୋଟିଂ…

ସନରାଇଜର୍ସ ହାଇଦ୍ରାବାଦର ନେତୃତ୍ୱ ନେଇପାରନ୍ତି ଇଶାନ କିଶନ

ନୂଆଦିଲ୍ଲୀ,୧୭ା୩: ଭାରତର ବାମହାତୀ ବିସ୍ଫୋରକ ବ୍ୟାଟର ଇଶାନ କିଶନ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଦଳର ନେତୃତ୍ୱ ନେଇପାରନ୍ତି। ନିୟମିତ ଅଧିନାୟକ ପ୍ୟାଟ କୁମିନ୍ସ ଦଳ ସହିତ କେବେ ଯୋଡ଼ି ହେବେ…

ବାଘ ଘାସ ଖାଇବାର କାଲି ଦେଖିଲି, କାହାକୁ ଏମିତି କହିଦେଲେ ଭକ୍ତ ଦାସ

କଟକ,୧୭।୩(ପ୍ରଭୁ କଲ୍ୟାଣ ପାଲ): ରାଜ୍ୟ ସଭା  ନିର୍ବାଚନରେ  ୩ କଂଗ୍ରେସ ବିଧାୟକଙ୍କ କ୍ରସ ଭୋଟିଂ ନେଇ ବିଧାୟକ, ବିଧାୟିକାଙ୍କୁ  ନିଲମ୍ବନ କରାଯାଇଛି। ଏହି ପ୍ରସଙ୍ଗରେ ପିସିସି  ସଭାପତି ଭକ୍ତ ଦାସ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି,…

ପାକିସ୍ତାନ ଉପରେ ନିଆଁବାଣ ହେଲା ଭାରତ: କଠୋର କାର୍ଯ୍ୟାନୁଷ୍ଠାନ ପାଇଁ କଲା ଦାବି

ଇସଲାମାବାଦ୍‌,୧୭।୩: ପାକିସ୍ତାନ ଦ୍ୱାରା ହୋଇଥିବା କଥିତ ବିମାନ ଆକ୍ରମଣରେ କାବୁଲରେ ବହୁ ସଂଖ୍ୟକ ଲୋକଙ୍କ ମୃତ୍ୟୁ ପରେ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଏହି ଘଟଣା ସମ୍ପର୍କରେ ଏକ କଠୋର ବିବୃତ୍ତି ଜାରି…

ଭାଗ୍ୟ ବଳରେ

କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିିଟାଲରେ ୧୫ ମାର୍ଚ୍ଚ ବିଳମ୍ବିତ ରାତ୍ରିରେ ଟ୍ରମା କେୟାର ଇଣ୍ଟେନସିଭ୍‌ କେୟାର ୟୁନିଟ (ଆଇସିୟୁ)ରେ ଅଗ୍ନିକାଣ୍ଡ ଘଟି ୧୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଶର୍ଟସର୍କିଟ…

ସତର୍କ କଲା ପାଣିପାଗ ବିଭାଗ, ଆହୁରି ୫ଦିନ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୧୭।୩(ବନ୍ଦନା ସେଠୀ): ପୂର୍ବଭାରତ ଉପରେ ରହିଥିବା ଉପ-ଉଷ୍ମକଟୀବନ୍ଧୀୟ (ସବ୍‌ଟ୍ରପିକାଲ୍‌) ପଶ୍ଚିମୀ ଜେଟ୍‌ ଷ୍ଟ୍ରିମ୍‌ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୂତ ହେଉଛି। ରାଜ୍ୟରେ ଆସନ୍ତା ୫ଦିନ ଧରି ଘଡ଼ଘଡ଼ି ଓ ବର୍ଷା ପବନ ସହିତ କୁଆପଥର…

ଟ୍ରମ୍ପ୍‌ ବାଟବଣା, ମୁହଁ ମୋଡ଼ୁଛନ୍ତି ନାଟୋ ସହଯୋଗୀ

ନୂଆଦିଲ୍ଲୀ,୧୭।୩: ଇରାନ୍‌ ବିରୋଧରେ ଯୁଦ୍ଧ ଆରମ୍ଭ କରିଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏବେ ବାଟବଣା ହୋଇପଡ଼ିଛନ୍ତି। ସ୍ଥିତି ଏଭଳି ହୋଇଛି , ଟ୍ରମ୍ପ୍‌ ଯୁଦ୍ଧ ବନ୍ଦ କରିବାକୁ ନିଷ୍ପତ୍ତି ନେଇପାରୁନାହାନ୍ତି କି ଇରାନକୁ ମଧ୍ୟ ରୋକିବାକୁ ବୁଦ୍ଧି ପାଉନାହାନ୍ତି। ଯୁଦ୍ଧ…

ଆଫଗାନିସ୍ତାନ କାବୁଲରେ ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ

ନୂଆଦିଲ୍ଲୀ,୧୭।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଜଡିତ ସଂଘର୍ଷ ଯୋଗୁଁ ସମଗ୍ର ବିଶ୍ୱ ଗଭୀର ଚିନ୍ତିତ । ଏହି ବ୍ୟାପକ ସଂଘର୍ଷ ମଧ୍ୟରେ, ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ପରିସ୍ଥିତି କ୍ରମଶଃ ଉତ୍ତେଜନାପୂର୍ଣ୍ଣ ହେବାରେ ଲାଗିଛି। ଗତ କିଛି ଦିନ…

୧୧ କ୍ରସ୍‌ ଭୋଟିଂରେ ଦିଲୀପ ଜିତିଲେ

ଭୁବନେଶ୍ୱର, ୧୭।୪(ସୁନିତ୍‌ ମିଶ୍ର): ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ସୋମବାର ଅନୁଷ୍ଠିତ ହୋଇଥିବା ନିର୍ବାଚନରେ କ୍ରସ୍‌ ଭୋଟିଂକୁ ନେଇ ରାଜ୍ୟ ରାଜନୀତି ଜୋର୍‌ ଧରିଛି। କଂଗ୍ରେସର ୩ ବିଧାୟକ ରମେଶ ଜେନା, ଦାଶରଥି ଗମାଙ୍ଗ ଏବଂ ସୋଫିଆ ଫିର୍ଦ୍ଦୋସ କ୍ରସ୍‌…

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ ପ୍ରଣାଳୀ ଦେଇ ଭାରତୀୟ ପତାକାଧାରୀ ଜାହାଜଗୁଡ଼ିକର ସୁରକ୍ଷିତ ପ୍ରବେଶ ପାଇଁ ଭାରତ ଚେଷ୍ଟା…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର ୯ଟି ଜିଲା ଦେଇ ଅତିକ୍ରମ କରିବ। ଏହି ୬-ଲେନ୍ ବିଶିଷ୍ଟ ହାଇସ୍ପିଡ୍ କରିଡର…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି । ସର୍ବାଧିକ ଭୋଟ ସହ ସ୍ବାଧୀନ ପ୍ରାର୍ଥୀ ଦିଲ୍ଲୀପ କୁମାର ମଧ୍ୟ ବିଜୟୀ…

ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ

ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା ଏବଂ ଏହାର ସମର୍ଥିତ ପ୍ରାର୍ଥୀ ମୋଟ ୩ଟି ଆସନ ହାସଲ କରିଥିବାବେଳେ ବିରୋଧୀ…

ରାଜ୍ୟ ସଭା ନିର୍ବାଚନରେ ବିଜୟୀ ହେଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ସେ ସ୍ବାଧୀନ ପ୍ରାର୍ଥୀ ଭାବେ ଜିତିଛନ୍ତି। ଚତୁର୍ଥ ଆସନ ପାଇଁ ହୋଇଥିବା କଡ଼ା ମୁକାବିଲାରେ ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ତଥା ଅଭିଜ୍ଞ ରାଜନେତା ଦିଲୀପ ରାୟ ବିଜୟୀ ହୋଇଛନ୍ତି।…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

Odisha: Today’s pics March 16, 2026

View
ଓଡ଼ିଶା: ଆଜିର ଫଟୋ (୧୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri