ଉତ୍ତମ ଛାତ୍ର ଗଠନରେ ମାତାପିତାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ନୂଆପଡ଼ା,୨।୪ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସରସ୍ବତୀ ଶିଶୁ ମନ୍ଦିରର ୨୩ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଆଚାର୍ଯ୍ୟ ରବିନ୍ଦ୍ର କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ ଜିଲାପାଳ ମଧୁସୂଦନ ଦାସ ମୁଖ୍ୟଅତିଥି, ପୂର୍ବତନ ଜିଲା ଓକିଲ ସଂଘ ସଭାପତି ପ୍ରସନ୍ନ କୁମାର ପାଢୀ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ। ଶିକ୍ଷା ବିକାଶ ସମିତି ଦକ୍ଷିଣ ପଶ୍ଚିମ ସମ୍ଭାଗ ସମ୍ପାଦକ ରୁଦ୍ର ମାଧବ ବାରିକ ମୁଖ୍ୟବକ୍ତା ଭାବେ ଯୋଗଦେଇ ଉତ୍ତମ ଛାତ୍ର ଗଠନରେ ମାତାପିତାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ମତ ରଖିଥିଲେ। ପରିଚାଳାନା ସମିତି ସମ୍ପାଦକ ପୁରନମଲ ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ। ୨୦୨୪-୨୫ ଶିକ୍ଷା ବର୍ଷରେ ସର୍ବାଧିକ ଉପସ୍ଥାନ, ସରକାରୀ ବୃତ୍ତି, ଆଦର୍ଶ ବିଦ୍ୟାଳୟ, ନବୋଦୟ ବିଦ୍ୟାଳୟ,ଏକଲବ୍ୟ ଆଦର୍ଶ ବିଦ୍ୟାଳୟରେ ଦକ୍ଷତା ଅର୍ଜନ କରିଥିବା ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା। ପରେ ବିଦ୍ୟାଳୟର ଛାତ୍ରୀଛାତ୍ର ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ମୃତଦେହ ଠାବ, ୭ଫୁଟ ତଳୁ ଉଦ୍ଧାର କଲା ବନ ବିଭାଗ 

କେସିଙ୍ଗା ,୨୨।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନ ଖଣ୍ଡ ଅଧିନସ୍ଥ ତହସିର ଗ୍ରାମ ସ୍ଥିତ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଅଞ୍ଚଳରେରେ ମୃତ ହାତୀର ଖଣ୍ଡ...

ମୁଜାଗଡ ପୋଷ୍ଟମାଷ୍ଟରଙ୍କ ଦୁର୍ଘଟଣାରେ ମୃତ୍ୟୁ, ସନ୍ଦେହରେ ପରିବାର ଲୋକେ

ଭଞ୍ଜନଗର,୨୨।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ ପୋଷ୍ଟମାଷ୍ଟର ନାରାୟଣ ପାତ୍ର (୫୫)ଙ୍କର ବୁଧବାର ରାତିରେ ଏକ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ଦୁର୍ଘଟଣା କେଉଁଭଳି...

ବାଙ୍କୀରେ ଧାନମଣ୍ଡି ଅବ୍ୟବସ୍ଥା, ତେଜୁଛି ଚାଷୀ ଅସନ୍ତୋଷ

ବାଙ୍କୀ,୨୨ା୧(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଉପଖଣ୍ଡରେ ଚଳିତବର୍ଷ ୪୯ ପ୍ରାଥମିକ କୃଷି ସେବା ସମବାୟ ସମିତି (ପାକ୍ସ)ରେ ମଣ୍ଡି ଖୋଲିବାକୁ...

ସମସ୍ତେ ଶୋଇଥିବା ବେଳେ ଲାଗିଲା ନିଆଁ, ଜଳିଗଲା ୧୦ ବଖରା ଘର

ବାସୁଦେବପୁର,୨୨।୧: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ପଂଚାୟତର ନାୟକ ସାହିରେ ବୁଧବାର ବିଳମ୍ବିତ ରାତିରେ ନିଆଁ ଲାଗି ୧୦ ବଖରା ଘର ଜଳିଯାଇଛ।...

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri