କଟକ ଅଫିସ, ୨୮।୮: କଟକ ଗୋପାଳପୁର-ଲିଙ୍କରୋଡ କାଠଯୋଡି ବ୍ରିଜ୍ ବୁଧବାର ମଧ୍ୟାହ୍ନରେ ଦବିଯାଇଛି। ବ୍ରିଜ୍ ଆରମ୍ଭରୁ ସାମାନ୍ୟ ଦବିଯାଇଛି। ଫଳରେ ଗାଡ଼ିଚଳାଚଳ ବାଧାପ୍ରାପ୍ତ ହୋଇଛି। ଦବିଥିବା ବ୍ରିଜ୍ ରାସ୍ତାକଡ଼କୁ ପୋଲିସ କର୍ଡନ କରିଥିବା ସୂଚନା ମିଳିଛି।
କଟକ ଅଫିସ, ୨୮।୮: କଟକ ଗୋପାଳପୁର-ଲିଙ୍କରୋଡ କାଠଯୋଡି ବ୍ରିଜ୍ ବୁଧବାର ମଧ୍ୟାହ୍ନରେ ଦବିଯାଇଛି। ବ୍ରିଜ୍ ଆରମ୍ଭରୁ ସାମାନ୍ୟ ଦବିଯାଇଛି। ଫଳରେ ଗାଡ଼ିଚଳାଚଳ ବାଧାପ୍ରାପ୍ତ ହୋଇଛି। ଦବିଥିବା ବ୍ରିଜ୍ ରାସ୍ତାକଡ଼କୁ ପୋଲିସ କର୍ଡନ କରିଥିବା ସୂଚନା ମିଳିଛି।
ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି।...
ପ୍ରବଳ ଶୀତରେ କିଛି ବେସାହାରା ଲୋକ ପୋଲ ତଳେ, ଦୋକାନ ପିଣ୍ଡାରେ, ପାର୍କ ବେଞ୍ଚ ଉପରେ କଟାଉଥିବା ଦେଖାଯାଏ। ସେମାନଙ୍କ ମଧ୍ୟରୁ କୌଣସି ବୃଦ୍ଧାବୃଦ୍ଧ ରୋଗୀଙ୍କ...
ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍’। ସତ୍ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...
ଯେଉଁ ଦଳର କେନ୍ଦ୍ର ସରକାର ସମ୍ବିଧାନ ଦିବସ (ନଭେମ୍ବର ୨୯) ପାଳନ କରି ସମ୍ବିଧାନର ଆଦର୍ଶକୁ ସର୍ବୋଚ୍ଚ ସ୍ଥାନ ଦେଉଛି ସେହି ଦଳର ରାଜ୍ୟ ସରକାର...
ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ସମୟରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ କେରଳ କଂଗ୍ରେସର ଏକ ପୋଷ୍ଟ ରାଜନୈତିକ ଏବଂ...
ଭବିଷ୍ୟତରେ କାର୍ଯ୍ୟକୁ ସୁଚାରୁରୂପେ ସଞ୍ଚାଳନକରିବା ପାଇଁ ସବୁଠାରୁ ନିରାପଦ ଉପାୟ ଉପରେ ଆନ୍ଧ୍ରପ୍ରଦେଶ ନିଷ୍ପତ୍ତି ନେଇଥିବା ଜଣାଯାଇଛି। ଏଥିରେ ଏହାର ଶ୍ରେଷ୍ଠ ବାବୁମାନଙ୍କ ପାଇଁ ରହୁଥିବା...
ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ନାନା ସମସ୍ୟା ଲାଗି ରହିଛି। ଏଥିପାଇଁ ଚାଷୀମାନଙ୍କୁ ବହୁ ହଇରାଣ ହରକତ ହେବାକୁ ପଡୁଛି।...
ଇସଲାମାବାଦ,୬।୧୨: ଡିସେମ୍ବର ୫ରେ, ପାକିସ୍ତାନର ସଂସଦରେ ଏକ ହାସ୍ୟରସପୂର୍ଣ୍ଣ କିନ୍ତୁ ପ୍ରକାଶ୍ୟ ସୁରକ୍ଷା ତ୍ରୁଟି ଦେଖାଦେଲା। ଉଚ୍ଚ ସଦନ ସିନେଟ ଅଧିବେଶନ ଚାଲୁଥିଲା ବେଳେ ହଠାତ...
