Posted inଜାତୀୟ

ସାର୍ବଜନୀନ ହେବ ସୁପ୍ରିମକୋର୍ଟ ବିଚାରପତିଙ୍କ ସମ୍ପତ୍ତି, ଓ୍ବେବ୍‌ସାଇଟ୍‌ରେ ରହିବ ତାଲିକା

ନୂଆଦିଲ୍ଲୀ,୩ା୪: ସାର୍ବଜନୀନ ହେବ ସୁପ୍ରିମକୋର୍ଟ ବିଚାରପତିଙ୍କ ସମ୍ପତ୍ତି, ଓ୍ବେବ୍‌ସାଇଟ୍‌ରେ ରହିବ ତାଲିକା
ନୂଆଦିଲ୍ଲୀ,୩ା୪: ଏଣିକି ସୁପ୍ରିମକୋର୍ଟ ବିଚାରପତିଙ୍କ ସମ୍ପତ୍ତି ତାଲିକା ସାର୍ବଜନୀନ ହେବ। ଏନେଇ ୩୦ ଜଣ ବିଚାରପତି ସମ୍ପତ୍ତି ସାର୍ବଜନୀନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସୁପ୍ରିମକୋର୍ଟ ଓ୍ବେବ୍‌ସାଇଟ୍‌ରେ ବିଚାରପତିଙ୍କ ସମ୍ପତ୍ତି ତାଲିକା ରହିବ। ପ୍ରଧାନ ବିଚାରପତିଙ୍କ ସମ୍ପତ୍ତି ମଧ୍ୟ କୋର୍ଟ ଓ୍ବେବସାଇଟ୍‌ରେ ରହିବ। ଏନେଇ ଗତ ୧ରେ ଫୁଲ୍‌ କୋର୍ଟ ବୈଠକରେ ନିଷ୍ପତ୍ତି ହୋଇଥିବା ସୂଚନା। ପୂର୍ବରୁ ବିଚାରପତିଙ୍କ ସମ୍ପତ୍ତି ତାଲିକା ପ୍ରଧାନ ବିଚାରପତିଙ୍କୁ ଦିଆଯାଉଥିଲା। ଏବେ ସମସ୍ତଙ୍କର ସମ୍ପତ୍ତି କୋର୍ଟ ଓ୍ବେବ୍‌ସାଇଟ୍‌ରେ ସ୍ଥାନ ପାଇବ॥

ସୂଚନା ଥାଉକି, ଜଷ୍ଟିସ ଯଶଓ୍ବନ୍ତ ବର୍ମାଙ୍କ ଘରୁ ପୁଳାପୁଳା ଟଙ୍କା ମିଳିବା ପରେ ଏପରି ବଡ଼ ନିଷ୍ପତ୍ତି ନିଆଯାଇଛି। ଏହା ପରେ ମାମଲାର ତଦନ୍ତ ପାଇଁ CJI ସଞ୍ଜୀବ ଖାନ୍ନା ମାର୍ଚ୍ଚ ୨୨ରେ ଜଷ୍ଟିସ୍‌ ଯଶଓ୍ବନ୍ତ ବର୍ମାଙ୍କ ବିରୋଧରେ ୩ ଜଣିଆ ସଦସ୍ୟ ସହ ତଦନ୍ତ ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ୫ ମହଙ୍ଗା ମହିଳା ପ୍ରବଚକ, ଯିଏ କଥା କହି ନେଇଯାଆନ୍ତି ଏତେ ଫି

ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ଆକ୍ସନ ନେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୬।୧୨: ଗତ ପାଞ୍ଚ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଫିକା ପଡ଼ିଲା ଖ୍ରୀଷ୍ଟମାସ ସେଲିବ୍ରେଶନ, ୧୦ ମୃତ ୧୯ ଆହତ

ପ୍ୟାରିସ,୬।୧୨: ଫ୍ରାନ୍ସର ଗୁଆଡେଲୁପର ସେଣ୍ଟ-ଆନରେ ଏକ ଖ୍ରୀଷ୍ଟମାସ କାର୍ଯ୍ୟକ୍ରମରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଗାଡ଼ି କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତ ହେଉଥିବା ଲୋକଙ୍କୁ ଚାପି...

ଇଣ୍ଡିଗୋ ବିମାନ ରଦ୍ଦ ପରେ ବି କେମିତି ଧଡାଧଡ ବିକ୍ରି ହେଉଛି ଟିକେଟ! ୩ ଗୁଣା ଅଧିକ ଦାମରେ ବି କିଣୁଛନ୍ତି ଲୋକେ

ନୂଆଦିଲ୍ଲୀ,୬।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଅନେକ ଦିନ ଧରି ସଂଘର୍ଷ କରୁଛି। ଡିସେମ୍ବର ୨ରୁ ବିମାନ ବାତିଲ ଚାଲିଛି। ଇଣ୍ଡିଗୋ ପ୍ରତିଦିନ ୫୦୦ରୁ ଅଧିକ ବିମାନ ବାତିଲ...

ଶେଷରେ ଟସ୍‌ ଜିତିଲା ଭାରତ: ଖୁସିକୁ ରୋକି ନ ପାରି ରାହୁଲ କରିଦେଲେ…

ନୂଆଦିଲ୍ଲୀ,୬।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଦିନିକିଆରେ ଭାରତୀୟ ଅଧିନାୟକ କେଏଲ ରାହୁଲ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତ ୨୦...

ଏହିସବୁ ଭାରତୀୟ ଖାଦ୍ୟ ଖାଇଲେ ପୁଟିନ୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମ୍ମାନାର୍ଥେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଆୟୋଜିତ ରାଜ୍ୟ ଭୋଜିରେ କଶ୍ମୀର ଅଖରୋଟ ଗୁଚ୍ଚି ଦୁନ ଚେଟିନ ଏବଂ...

ପୁଟିନ ଫେରୁ ଫେରୁ ପୂରଣ ହେଲା ଭାରତର ବଡ଼ ଇଚ୍ଛା, ପ୍ରମାଦ ଗଣିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଛାଡିବା ପରେ ଏକ ବଡ଼ ଖବର ଆସିଛି। ଏହି ନୂତନ ବିକାଶ ସ୍ବଦେଶୀ ଯୁଦ୍ଧ ବିମାନ କାର୍ଯ୍ୟକ୍ରମକୁ...

ଗୃହରକ୍ଷୀବାହିନୀ ପୋଲିସର ଅଭିନ୍ନ ଅଙ୍ଗ: ଜନସାଧାରଣଙ୍କ ହୋଇଛନ୍ତି ଆସ୍ଥାଭାଜନ

ବଲାଙ୍ଗୀର, ୬।୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶା ଗୃହରକ୍ଷୀ ବାହିନୀର ୬୩ତମ ପ୍ରତିଷ୍ଠା ଦିବସ ସ୍ଥାନୀୟ ବଲାଙ୍ଗୀର ରିଜର୍ଭ ପୋଲିସ ପରେଡ ପଡିଆଠାରେ ଶନିବାର ପାଳିତ ହୋଇଯାଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri