ପିସ୍ତଲ ମୁନରେ ଧମକ: ଯୁବକଙ୍କୁ ବାନ୍ଧିଲା ପୋଲିସ

ସୁନ୍ଦରଗଡ,୪/୪(ଜୟ ନାରାୟଣ ମେଣ୍ଡୁଳି): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପିସ୍ତଲ ଦେଖାଇ ଜୀବନରେ ମାରିଦେବାକୁ ଧମକ ଦେବା ଅଭିଯୋଗରେ ର ସୁନ୍ଦରଗଡ ଜିଲା ହାତୀବାରୀ ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ପୋଲିସ ଏହି ଯୁବକଙ୍କ ନିକଟରୁ ଏକ ପିସ୍ତଲ ଜବତ କରିଛି। ଗିରଫ ଯୁବକଙ୍କ ନାମ ସୁଧାର ବଡାଇକ(୩୪)।ତାଙ୍କର ଘର ଲୁକୁମବେଡା ଗ୍ରାମର।

ପୋଲିସ ସୂଚନା ଆନୁଯାୟୀ,ଝାରବେଡା ଗ୍ରାମର କାର୍ତ୍ତିକ ସିଂ (୩୩)ତାଙ୍କ ୩ଜଣ ସାଙ୍ଗ ଙ୍କ ସହିତ ପୁରୁଣା ପାଣି ଟାଉନସିପରେ ଏକ ଜଳଖିଆ ଦୋକାନରେ ତାଙ୍କ ୩ ଜଣ ସାଙ୍ଗଙ୍କ ସହିତ ବସି କଥାହେଉଥିବାବେଳେ ଅଭିଯୁକ୍ତ ଯୁବକ ସୁଧାର ପହଞ୍ଚି ପିସ୍ତଲ ଦେଖାଇ ଜୀବନରୁ ମାରିଦେବାକୁ ଧମକ ଦେଇ ଗୋଡାଇ ମାରିଦେବାକୁ ଧମକ ଦେଇଥିଲେ ଅଭିଯୋଗକାରୀ। କାର୍ତ୍ତିକ ଓ ସାଙ୍ଗଙ୍କ ସହିତ ସେଠାରୁ ଅନ୍ଧାରରେ ଦୌଡ଼ି ପଳାଇ ଆତ୍ମରକ୍ଷା କରିଥିଲେ। ଏ ନେଇ କାର୍ତ୍ତିକ ହାତୀବାରୀ ଥାନାରେ ରିପୋର୍ଟ କରିଥିଲେ। ପୋଲିସ ଅଭିଯୋଗ ପାଇବା ପରେ ହାତୀବାରୀଥାନା କେଶ ନମ୍ବର ୫୬/୨୦୨୫ରେ ବିଭିନ୍ନ ଦଫାରେ ମାମଲା ରୁଜୁ କରି ତଦନ୍ତ କରିଥିଲା। ପୋଲିସ ଅଭିଯୁକ୍ତ ଯୁବକଙ୍କୁ ଗିରଫ କରିବା ସହିତ ତାଙ୍କ ନିକଟରୁ ଏକ ପିସ୍ତଲ ଜବତ କରିଛନ୍ତି। ଆଜି ଗିରଫ ଯୁବକଙ୍କୁ କୋର୍ଟ ଚାଲାଣ କରିବ ବୋଲି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଗନ୍ନାଥ କଲ୍ୟାଣ ମଣ୍ଡପ ଉଦ୍‌ଘାଟନ ଉତ୍ସବରେ ଯୋଗ ଦେଲେ ବିଧାୟକ ସିଦ୍ଧାନ୍ତ, ୪୪୧ ହିତାଧିକାରୀଙ୍କୁ ବାଣ୍ଟିଲେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ମଠ ସାହିରେ ୫୦ ଲକ୍ଷରୁ ଉଦ୍ଧର୍‌ବ ଟଙ୍କା ବ୍ୟୟରେ ନବନିର୍ମିତ ଶ୍ରୀ ଜଗନ୍ନାଥ...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri