Posted inଖେଳ

୨୦୩୧ ମହିଳା ବିଶ୍ୱକପ୍‌: ଆୟୋଜକ ଦୌଡ଼ରେ ଆମେରିକା

ବେଲଗ୍ରେଡ,୩ା୪: ୨୦୩୧ ମହିଳା ଫୁଟ୍‌ବଲ ବିଶ୍ୱକପ୍‌ ଆୟୋଜନ ଲାଗି ଆମେରିକା ଏକା ଆବେଦନ କରିଛି ଏବଂ ୟୁନାଇଟେଡ୍‌ କିଙ୍ଗଡମ ୨୦୩୫ ଟୁର୍ନାମେଣ୍ଟ ଆୟୋଜନ କରିବା ନିଶ୍ଚିତ।

ଫିଫା ସଭାପତି ଗିଆନି ଇନଫାଣ୍ଟିନୋ ଗୁରୁବାର ଏହା ଘୋଷଣା କରିଛନ୍ତି। ୨୦୩୧ ଟୁର୍ନାମେଣ୍ଟ ଲାଗି ଫିଫା ଭାଗ ନେଉଥିବା ଦଳ ସଂଖ୍ୟାକୁ ୩୨ରୁ ୪୮କୁ ବୃଦ୍ଧି କରିବାକୁ ଯୋଜନା ରଖିଥିବା ସେ ସ୍ପଷ୍ଟ କରିଛନ୍ତି। ପରବର୍ତ୍ତୀ ମହିଳା ବିଶ୍ୱକପ୍‌ ୨୦୨୭ରେ ବ୍ରାଜିଲରେ ହେବାର ଅଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ...

ବାରବାଟୀ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ବଡ଼ ଝଟ୍‌କା: ICC ଲଗାଇଲା ଜରିମାନା, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୮।୧୨: ରାୟପୁରରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ଦିନିକିଆରେ ସ୍ଲୋ ଓଭର-ରେଟ ବଜାୟ ରଖିବା ପାଇଁ ଆଇସିସି ଟିମ ଇଣ୍ଡିଆକୁ ସେମାନଙ୍କ...

ଅଧିନାୟକ ସୂର୍ଯ୍ୟକୁମାରଙ୍କ ବଡ଼ ଘୋଷଣାା: ବାରବାଟୀରେ ଖେଳିବେ ଗିଲ୍‌

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବ ମହା ମୁକାବିଲା। ଏନେଇ ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିବେ। ଅଭ୍ୟାସ ପୂର୍ବରୁ ଭାରତୀୟ ଟି୨୦...

କଟକରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ନୂଆଦିଲ୍ଲୀ,୮।୧୨: ଟେଷ୍ଟ ଏବଂ ଦିନିକିଆ ପରେ, ଭାରତ ଏବଂ ଦକ୍ଷିଣ ଆଫ୍ରିକା ଦଳ ଏବେ ଟି-୨୦ ଅନ୍ତର୍ଜାତୀୟ ସିରିଜ ଖେଳିବାକୁ ପ୍ରସ୍ତୁତ। ଦକ୍ଷିଣ ଆଫ୍ରିକା ଟେଷ୍ଟ...

ଟେନିସ ଖେଳାଳିଙ୍କ ସହ ନଜର ଆସିଲେ ଯୁବରାଜ, ହରଭଜନ କହିଲେ…

ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର କିମ୍ବଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂହଙ୍କ ଏକ ଫଟୋସୁଟ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି। ଏଥିରେ ସେ ଜଣେ ବିଦେଶୀ ମହିଳାଙ୍କ...

ବାରବାଟୀରେ ଟିମ ଇଣ୍ଡିଆ ଖେଳାଳି: ଅଭ୍ୟାସ ଦେଖିପାରିବେ ଦର୍ଶକ

କଟକ,୮।୧୨: ଓଡ଼ିଶାରେ ଏବେ କ୍ରିକେଟ୍‌ ଫିଭର ଚାଲିଛି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ଏହାପୂର୍ବରୁ...

ଟି-୨୦ରେ ୧୬ ଛକା ମାରି କ୍ରିକେଟ୍‌ ଜଗତରେ ଚହଳ ପକାଇଲେ ଏହି କ୍ରିକେଟର୍‌ ମାତ୍ର ୬୩ ବଲ୍‌ରେ କଲେ…

ନୂଆଦିଲ୍ଲୀ,୮।୧୨: ଟି-୨୦ ଅନ୍ତର୍ଜାତୀୟ କ୍ରିକେଟର ସବୁଠାରୁ ଛୋଟ ଫର୍ମାଟ, ୨୦୦ରୁ ଅଧିକ ରନର ଟାର୍ଗେଟକୁ ବିଜୟୀ ଲକ୍ଷ୍ୟ ଭାବରେ ବିବେଚନା କରାଯାଏ। କିନ୍ତୁ ଗୋଟିଏ ମ୍ୟାଚରେ...

ଟେଷ୍ଟ-ଟି୨୦ କ୍ରିକେଟରୁ ଅବସର ପ୍ରତ୍ୟାହାର କରି ସମସ୍ତଙ୍କୁ ଚମକାଇଦେଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ଢାକା,୮।୧୨: ବାଂଲାଦେଶର ଷ୍ଟାର ଅଲରାଉଣ୍ଡର ସାକିବ ଅଲ ହାସନ ଟେଷ୍ଟ ଏବଂ ଟି-୨୦ କ୍ରିକେଟରୁ ତାଙ୍କର ଅବସର ଘୋଷଣା କରିଛନ୍ତି। ସେ କହିଛନ୍ତି,ସେ ବର୍ତ୍ତମାନ ତିନୋଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri