ଓଡ଼ିଆରେ ନାମଫଳକ ଅଭିଯାନ: ସଚେତନତା ପଦଯାତ୍ରାରେ ସାମିଲ ହେଲେ ଜିଲାପାଳ

ଛତ୍ରପୁର,୪/୪(ଦିଲ୍ଲୀପ ସାମଲ): ଓଡ଼ିଶା ଦିବସ ଏପ୍ରିଲ ୧ଠାରୁ ମହାବିଷୁବ ସଂକ୍ରାନ୍ତି ଏପ୍ରିଲ ୧୪ ପର୍ଯ୍ୟନ୍ତ ଓଡିଆ ପକ୍ଷ ପାଳନ କରିଯାଉଛି। ଏହାସହିତ ଓଡ଼ିଶା ଦୋକାନ ଓ ବାଣିଜ୍ୟ ପ୍ରତିଷ୍ଠାନ ଆଇନ,୧୯୫୬ ଅନୁଯାୟୀ ସମସ୍ତ ଦୋକାନ ଓ ବାଣିଜ୍ୟ ପ୍ରତିଷ୍ଠାନ ସମ୍ମୁଖରେ ଓଡିଆ ଭାଷାରେ ନାମ ଫଳକ ପ୍ରଦର୍ଶନ ସୁନିଶ୍ଚିତ କରିବା ପାଇଁ ଏକ ଓଡିଆ ନାମ ଫଳକ ଅଭିଯାନ ସଚେତନତା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି।

ଏହି ପଦଯାତ୍ରାକୁ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହା ସହିତ ନିଜେ ଏହି ପଦଯାତ୍ରାରେ ସାମିଲ ହୋଇଥିଲେ। ଏଥିରେ ଛତ୍ରପୁର ଜିଲା ଶ୍ରମ ଅଧିକାରୀ ବର୍ଷାରାଣୀ ଜେନା, ସହକାରୀ ଶ୍ରମ ଅଧିକାରୀ ରଶ୍ମିରେଖା ପଣ୍ଡା, ବହୁ ନିର୍ମାଣ ଶ୍ରମିକ/ସ୍ବେଚ୍ଛାସେବୀ ଯୋଗଦେଇଥିଲେ । ଏହି ପଦଯାତ୍ରା ଜିଲାପାଳଙ୍କ କାର୍ଯ୍ୟାଳୟଠାରୁ ଆରମ୍ଭ ହୋଇ ଛତ୍ରପୁର ସହର ପରିକ୍ରମା କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ଆସନ୍ତା ୨୭-୨୮ରେ ବୁଢ଼ାଡଙ୍ଗର ଲୋକ ମହୋତ୍ସବ: ସମ୍ମାନୀତ ହେବେ…ଯୋଗ ଦେବେ ବଲିଉଡ ସହ…

କେସିଙ୍ଗା,୨୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ସଭାପତି ସୁଶାନ୍ତ କୁମାର ମହାପାତ୍ରଙ୍କ ନେତୃତ୍ୱରେ ବିଏସ୍‌ଏ କାର୍ଯ୍ୟାଳୟ ପରିସରରେ ବୁଧବାର ସାରେ ଏକ...

‘ଲୋକେ ସଚେତନ ହେଲେ ଲୋପ ପାଇବ କୁସଂସ୍କାର’; ୩୬ତମ ବାର୍ଷିକ ଉତ୍ସବରେ…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସରସତୀ ଶିଶୁ ବିଦ୍ୟା ମନ୍ଦିର (ଡିହପଢାଳ) ର ୩୬ ତମ ବାର୍ଷିକ ଉତ୍ସବ ମଙ୍ଗଳବାର ସାଂରେ ପାଳିତ ହୋଇଯାଇଛି।...

ବଢୁଛି କୃଷି ଉତ୍ପାଦନ: କୃଷକ ଉତ୍ପାଦକ ସଂଘ କ୍ଷେତ୍ର ପରିଦର୍ଶନ କରି…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- କୃଷି ଓ କୃଷକଙ୍କ ଉନ୍ନତି ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ନୂଆ ନୂଆ ପଦକ୍ଷେପ ନେଉଛନ୍ତି। ଯୁବଚାଷୀଙ୍କୁ କୃଷି କ୍ଷେତ୍ର...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri