ପୁଣି କ୍ୟାନସର୍‌ ସହ ଲଢୁଛନ୍ତି ଏହି ଅଭିନେତାଙ୍କ ସ୍ତ୍ରୀ: ପୋଷ୍ଟ ଶେୟାର କରି କହିଲେ…

ଅଭିନେତା ଆୟୁଷ୍ମାନ ଖୁରାନାଙ୍କ ସ୍ତ୍ରୀ ତଥା ଚଳଚ୍ଚିତ୍ର ନିର୍ମାତା ତାହିରା କଶ୍ୟପ ତାଙ୍କର ସ୍ପଷ୍ଟବାଦୀତା ପାଇଁ ଜଣାଶୁଣା। ସେ ସବୁବେଳେ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଖୋଲାଖୋଲି ଭାବରେ କଥା ହୁଅନ୍ତି। ତାହିରା ତାଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ ମଧ୍ୟ କଥା ହେବାକୁ କେବେ ପଛଘୁଞ୍ଚା ଦେଇନାହାଁନ୍ତି। ତାହିରା ସବୁବେଳେ ଇନଷ୍ଟାଗ୍ରାମରେ ପୋଷ୍ଟ କରି ଲୋକଙ୍କୁ କ୍ୟାନସର୍‌ ରୋଗ ବିରୋଧରେ ଲଢ଼ିବା ଏବଂ ଜିତିବା ବିଷୟରେ ସଚେତନ କରିଆସୁଛନ୍ତି। କ୍ୟାନସର ସହିତ ଦୀର୍ଘ ଦିନ ଧରି ଲଢ଼ୁଥିବା ତାହିରା ପୁଣି ଥରେ ଏହି ଗମ୍ଭୀର ରୋଗର ଶିକାର ହୋଇଛନ୍ତି। ତାହିରା ପୂର୍ବରୁ ବ୍ରେଷ୍ଟ୍‌ କ୍ୟାନସର ସହିତ ଲଢ଼ିସାରିଛନ୍ତି।

ଏବେ ସେ କହିଛନ୍ତି, ତାଙ୍କୁ ପୁଣି ଥରେ ବ୍ରେଷ୍ଟ୍‌ କ୍ୟାନସର ଚିହ୍ନଟ ହୋଇଛି ଏବଂ ସେ ଏଥିରୁ ସୁସ୍ଥ ହେବାକୁ ଚେଷ୍ଟା କରୁଛନ୍ତି। ସୋମବାର ବିଶ୍ୱ ସ୍ବାସ୍ଥ୍ୟ ଦିବସ ଅବସରରେ ତାହିରା ଇନଷ୍ଟାଗ୍ରାମରେ ଏକ ନୋଟ ଲେଖି ପୁଣି ଥରେ କ୍ୟାନସର ସହିତ ଲଢ଼ୁଥିବା କହିଛନ୍ତି। ୨୦୧୮ର ତାହିରାଙ୍କୁ ବ୍ରେଷ୍ଟ୍‌ କ୍ୟାନସର ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri