ଏଇ ଭାରତରେ

କମ୍‌ ବୟସରେ ସ୍ବାମୀଙ୍କୁ ହରାଇବା ପରେ ଧୈର୍ଯ୍ୟହରା ନ ହୋଇ ଜଣେ ଜୀବନରେ କିଭଳି ସଶକ୍ତ ହୋଇପାରନ୍ତି ତାହାର ବଳିଷ୍ଠ ଦୃଷ୍ଟାନ୍ତ ହେଉଛନ୍ତି ଗୁଣ୍ଟର ନିବାସୀ କୋଣ୍ଡା ଉଷାରାଣୀ। ନୁଟାକି ଗାଁରେ ଜନ୍ମିତ କୋଣ୍ଡା ୧୦ମ ଶ୍ରେଣୀରୁ ଫାଠ ଛାଡ଼ି ଦେଇଥିଲେ ଓ ୧୭ ବର୍ଷ ବୟସରେ ବିବାହ କରିଥିଲେ। ବିବାହର ତିନି ବଷ ମଧ୍ୟରେ ସେ ଦୁଇ ପୁତ୍ର ସନ୍ତାନ ଜନନୀ ହେବା ପରେ ତାଙ୍କ ସ୍ବାମୀଙ୍କର ଦୁର୍ଘଟଣାରେ ମୃତ୍ୟୁଘଟିଥିଲା। କୋଣ୍ଡା ଘର ଚଲାଇବା ଓ ଭବିଷ୍ୟତରେ ପିଲାଙ୍କୁ ପଢାଇବା ଲାଗି ସେ ଜୈବିକ ପଦ୍ଧତିରେ ପ୍ରଥମେ ହଳଦୀ ଚାଷ କରିଥିଲେ। ପରେ ବିଭିନ୍ନ ଚାଷ କରିବା ସହ ଜୈବିକ ଖତ ତିଆରି କଲେ। ଏବେ ସେ ଜୈବିକ ଖତ, ମଞ୍ଜି ଓ କୀଟନାଶକ ଚାଷୀମାନଙ୍କୁଳ କମ୍‌ ମୂଲ୍ୟରେ ବିକ୍ରି କରୁଛନ୍ତି। କେବଳ ଏତିକି ନୁହେଁ , ସେ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ୫୦୦ରୁ ଊର୍ଦ୍ଧ୍ୱ ଚାଷୀଙ୍କୁ ଜୈବିକ ଚାଷ ପ୍ରତି ଆକୃଷ୍ଟ କରିବା ସହ ସେମାନଙ୍କ ଜୈବିକ ଉପତ୍ାଦକୁ ବିକ୍ରି କରାଇବାରେ ସହଯୋଗ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଙ୍କଡ଼କୁ ଝାମ୍ପିନେଲା କୁମ୍ଭୀର, ପଛେ ପଛେ ନଦୀରେ ପହଁରି ପହଁରି ଗଲେ ମାଙ୍କଡ଼ ପଲ, ଆଉ ତା’ ପରେ…

ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼...

ଜନ୍ମଦିନ ପାର୍ଟି ପରେ ଛାତିଥରା ଘଟଣା, ଚଳନ୍ତା କାରରେ କମ୍ପାନୀ ମ୍ୟାନେଜରଙ୍କୁ ଗଣଦୁଷ୍କର୍ମ ପରେ….

ଉଦୟପୁର,୨୫।୧୨: ରାଜସ୍ଥାନର ଉଦୟପୁରରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଜନ୍ମଦିନ ପାର୍ଟି ପରେ ଚଳନ୍ତା କାରରେ ଜଣେ ଆଇଟି ଫାର୍ମ ମ୍ୟାନେଜରଙ୍କୁ ଗଣବଳାତ୍କାର...

୧୭ ବର୍ଷ ପରେ ଫେରିଲେ ‘ଡାର୍କ ପ୍ରିନ୍ସ’, ଢାକା ରାଜନୀତିରେ ଭୂକମ୍ପ, ଭାରତ ପାଇଁ ଆଶା ନା ସତର୍କ ଘଣ୍ଟି? ଜାଣନ୍ତୁ…

ଢାକା,୨୫।୧୨: ବାଂଲାଦେଶ ରାଜନୀତିରେ ଏକ ବଡ଼ ଘଟଣାକ୍ରମରେ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ବେଗମ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ପ୍ରାୟ ୧୭...

Christmas: ଖ୍ରୀଷ୍ଟମାସ ଅବସରରେ ଚର୍ଚ୍ଚ ଗଲେ ମୋଦି, ପ୍ରାର୍ଥନା ସଭାରେ ଯୋଗଦେଇ….

ନୂଆଦିଲ୍ଲୀ,୨୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚ ପରିଦର୍ଶନ କରିଥିଲେ। ସେ ସେଠାରେ ପ୍ରାର୍ଥନା ସେବାରେ ମଧ୍ୟ ଅଂଶଗ୍ରହଣ କରିଥିଲେ।...

ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ୨୦୨୬ରେ ମାଲାମାଲ୍‌ ହେବେ ଏହି ୫ ରାଶି

ବାବା ଭେଙ୍ଗା ଅନେକ ଭବିଷ୍ୟବାଣୀ କରିଛନ୍ତି। ନୂଆ ବର୍ଷ ଆରମ୍ଭ ହେବା ପୂର୍ୱରୁ, ଆଗାମୀ ବର୍ଷ ବିଷୟରେ ଅନେକ ଭବିଷ୍ୟବାଣୀ ଭାଇରାଲ ହେଉଛି। ବାବା ଭାଙ୍ଗା...

‘ଶ୍ରେଷ୍ଠତା ପଦ ଦ୍ୱାରା ନୁହେଁ ଆଚରଣ ଦ୍ୱାରା ପ୍ରତିଷ୍ଠିତ ହୋଇଥାଏ’,‘ସଦୈବ ଅଟଳ’ରେ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ,୨୫।୧୨: ଗୁରୁବାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ସଦୈବ ଅଟଳ ସ୍ମାରକ ପରିଦର୍ଶନ...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri