ନାଗରିକ ମଞ୍ଚର ଦାବି ପରେ ଚେତା ପଶିଲା: ୧୬୦ କଳାକାରଙ୍କୁ ଆକାଉଣ୍ଟକୁ ଗଲା ସହାୟତା ରାଶି

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚଳିତବର୍ଷ ଉତ୍ସାହର ଉଦ୍ଦୀପନାର ସହିତ ଉଦ୍‌ଯାପିତ ହୋଇଥିଲା । ଅନ୍ୟବର୍ଷ ତୁଳନାରେ ଏଥର ମହୋତ୍ସବର ଆକର୍ଷଣ ସହିତ ଦର୍ଶକଙ୍କ ସଂଖ୍ୟା ମଧ୍ୟ ବଢ଼ିଥିବା ପରିଲକ୍ଷିତ ହୋଇଥିଲା। ନୂଆ ଭାଜପା ସରକାର ମହୋତ୍ସବ ପାଇଁ କରିଥିବା ଘୋଷଣା ଗୁଡ଼ିକ ଅଧୁରା ରହିଯାଇ ଥିବା ଯୋଗୁ ଅସନ୍ତୋଷ ଲାଗି ରହିଛି। ସରକାରଙ୍କ ଘୋଷଣା ମୁତାବକ ୧୬୪ ଧନୁଯାତ୍ରା କଳାକାରମାନଙ୍କୁ ୧୦ହଜାର ଟଙ୍କା ଲେଖାଏ ସହାୟତା ରାଶି ମିଳିପାରି ନ ଥିବା ଯୋଗୁ ବରଗଡ ନାଗରିକ ମଞ୍ଚ ଧନୁଯାତ୍ରା ମହୋତ୍ସବ ସମିତିର ତଥା ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଫେରାଦ ହୋଇଥିଲା। ଏହାପରେ ସୋମବାର କଂସ ମହାରାଜ ଅଭିନେତା ଭୁବନେଶ୍ବର ପ୍ରଧାନଙ୍କ ସମେତ ୧୬୦ କଳାକାରଙ୍କ ଆକାଉଣ୍ଟକୁ ୧୦ହଜାର ଟଙ୍କା ଲେଖାଏ ସହାୟତା ରାଶି ଯାଇଥିବା ନେଇ ସୂଚନା ମିଳିଛି। ଅନ୍ୟପକ୍ଷରେ କଂସ ଦରବାରରେ ରାଜ ଅତିଥିଭାବେ ଯୋଗଦେଇ ଖାଦ୍ୟ, ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ମଥୁରାର ଖାଉଟୀମାନଙ୍କୁ ଗୋଟିଏ ମାସର ଅତିରିକ୍ତ ଚାଉଲ ଦିଆଯିବ ବୋଲି ଘୋଷଣା କରିଥିଲେ। କିନ୍ତୁ ଏପର୍ଯ୍ୟନ୍ତ ତାହା ମିଳି ନ ଥିବା ଅଭିଯୋଗ ହୋଇଛି। ତାହା କେବେ ମିଳିବ ବୋଲି ବରଗଡ଼ ନାଗରିକ ମଞ୍ଚ ପ୍ରଶ୍ନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍‌ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ...

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

୩୦ ବର୍ଷ ପରେ ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ, ଏହି ୪ରାଶିରେ ପଡିବ ଖରାପ ପ୍ରଭାବ, ଅଡୁଆରେ ପଡି ଫସିବେ…

ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ 2025, ଯାହା ଗ୍ରହମାନଙ୍କର ରାଜା ସୂର୍ଯ୍ୟଙ୍କ କନ୍ୟା ରାଶିରେ ପ୍ରବେଶ ସହିତ ଆରମ୍ଭ ହୋଇଥିଲା। ସୂର୍ଯ୍ୟ ବର୍ତ୍ତମାନ କନ୍ୟା ରାଶିରେ ଅଛନ୍ତି...

ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ...

୨୦୨୬ରେ କେମିତି ରହିବ ତୁଳା ରାଶିର ଭାଗ୍ୟ, ବୃହସ୍ପତିଙ୍କ ଚଳନ, ଟଙ୍କାରେ ପୋତି ହେବେ…

ବର୍ଷ ୨୦୨୬ ତୁଳା ରାଶି ପାଇଁ ସେମାନଙ୍କ ଅଧ୍ୟୟନ ଏବଂ କ୍ୟାରିୟର ଉଭୟ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ । ବର୍ଷର ମଧ୍ୟଭାଗରେ ବୃହସ୍ପତିଙ୍କ ପ୍ରଭାବ ଆପଣଙ୍କୁ ସ୍ଥଗିତ...

ଭାରତର ଟପ୍‌ ୭ଟିି ସରକାରୀ ଚାକିରି, IAS ଭଳି ଦରମା, କମ୍‌ ପରିଶ୍ରମରେ…

ନୂଆଦିଲ୍ଲୀ,୭।୧୨: ସରକାରୀ ଚାକିରି ପାଇବା ଲକ୍ଷ ଲକ୍ଷ ଯୁବକ ଯୁବତୀଙ୍କ ସ୍ୱପ୍ନ। ତଥାପି, ଅଧିକାଂଶ ଲୋକ କେବଳ କିଛି ହାଇ-ପ୍ରୋଫାଇଲ ପଦବୀ ବିଷୟରେ ଜାଣନ୍ତି –...

ସ୍ମୃତି ମନ୍ଧାନାଙ୍କ ପୋଷ୍ଟ ପରେ ବଡ଼ ଖୁଲାସା କଲେ ପଲାଶ! କହିଲେ ଆକ୍ସନ ନେବି…

ନୂଆଦିଲ୍‌ଲୀ,୭।୧୨: କ୍ରିକେଟର ସ୍ମୃତି ମନ୍ଧାନା ଏବଂ ସଂଗୀତକାର ପଲାଶ ମୁଛଲଙ୍କ ବିବାହ ଚର୍ଚ୍ଚାରେ ଏବେ ଫୁଲଷ୍ଟପ ପଡିଛିି। ସ୍ମୃତି ଏବଂ ପଲାଶଙ୍କ ବିବାହ ବହୁତ ଦିନ...

ବିବାହକୁ ନେଇ ଶେଷରେ ମୁହଁ ଖୋଲିଲେ ସ୍ମୃତି ମନ୍ଧାନା, କହିଲେ ପଲାଶଙ୍କ ସହ…

ନୂଆଦିଲ୍‌ଲୀ,୭।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ ସେୟାର କରି ତାଙ୍କ ବିବାହକୁ ନେଇ ଚାଲିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri