ନଳକୂପରୁ ବାହାରୁଛି ଦୂଷିତ ପାଣି, ଏହାକୁ ପିଇ ରୋଗାକ୍ରାନ୍ତ ହେଉଛନ୍ତି ଗ୍ରାମବାସୀ

ମୋହନା,୧୧ା୪,(ମନ୍ମଥ ମିଶ୍ର): ନଳକୂପରୁ ବାହାରୁଛି ନାଲି ପାଣି। ସେହି ଦୂଷିତ ପାଣି ପିଇ ନାନା ରୋଗର ଶିକାର ହେଉଛନ୍ତି ଗ୍ରାମବାସୀ। ଯେଉଁ ପାଣି ପାଟିରେ ବି ମାରି ହେବନି, ତୃଷା ମେଣ୍ଟାଇବା ପାଇ ବାଧ୍ୟ ହୋଇ ଗ୍ରାମବାସୀ ସେହି ପାଣି ପିଉଛନ୍ତି। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ କାର୍ଯ୍ୟାଳୟଠାରୁ ମାତ୍ର ୩ କିମି ଦୂରରେ ଅବସ୍ଥିତ ଖାରିକୁଆ ଗାଁରେ। ଏହି ଗାଁରେ ୨୫ ପରିବାର ବସବାସ କରୁଥିବା ବେଳେ ଗାଁରେ ରହିଛି ମାତ୍ର ଗୋଟିଏ ନଳକୂପ। କୂଅ ପାଣି ଶୁଖିଯାଇଛି। ନଳକୂପରୁ ମାତ୍ର ଦୁଇ ମାଠିଆ ପାଣି ବାହାରିବା ପରେ ଆଉ ବହାରୁନି। ଯେଉଁ ପାଣି ବହାରୁଛି ତାହା ପିଇବା ଯୋଗ୍ୟ ନାହିଁ। ମୋହନା ଅଞ୍ଚଳ ପାହାଡ଼ିଆ ହୋଇଥିବାବେଳେ ନଳକୂପ ଖନନ ବେଳେ କମ ଖନନ କରାଯାଉଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ। ପିଇବା ପାଣି ପାଇଁ କିଭଳି ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ ସେ ନେଇ ମୋହନା ବିଡ଼ିଓ ରାଜୀବ ଦାସଙ୍କୁ ପଚାରି ବୁଝିବାରୁ ଦୁଇଦିନ ମଧ୍ୟରେ ସମସ୍ୟାର ସମାଧାନ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri