ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଶିଶୁଙ୍କ ସହ ଚାଲିଗଲା ୪ଜଣଙ୍କ ଜୀବନ

ଭେଡେନ,୮।୩(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଗୋଡଭଗାରୁ ସୋନପୁର ରାସ୍ତାର ଭେଡେନ ଥାନା ରୁଷୁଡା ଫାଣ୍ଡି ଅନ୍ତର୍ଗତ ମେହେନା ଛକ ନିକଟରେ ରବିବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସୋନପୁର ପଟୁ ଗୋଡଭଗା…

ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ଭାବେ ବିଜୟଲକ୍ଷ୍ମୀ ପୁରସ୍କୃତ

ଦିଗପହଣ୍ଡି,୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଆଙ୍କୋରଡା ପଞ୍ଚାୟତର ଅଙ୍ଗନୱାଡ଼ି କର୍ମୀ ପି. ବିଜୟଲକ୍ଷ୍ମୀ ଦୋରାଙ୍କୁ ଗଞ୍ଜାମ ଜିଲାର ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ଭାବେ ପୁରସ୍କୃତ କରାଯାଇଛି। ରବିବାର ଜିଲା…

କୋର୍ଟରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ଦିଗପହଣ୍ଡି,୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ ପରିସରରେ ରବିବାର ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ସିଭିଲ ଜଜ୍‌ ସିନିୟର୍‌ ଡିଭିଜନ କୋର୍ଟର ମାଜିଷ୍ଟ୍ରେଟ ତଥା ତାଲୁକ ଆଇନ୍‌ ସହାୟତା କମିଟି…

ପଞ୍ଚାୟତରାଜ ଓ ପାନୀୟ ଜଳ ବିଭାଗ ଅତିରିକ୍ତ ସଚିବଙ୍କ ଲାଞ୍ଜିଗଡ ଗସ୍ତ, ଜନମନ ଯୋଜନାରେ….

ଲାଞ୍ଜିଗଡ,୮।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ୍ ଦିନିକିଆ ଗସ୍ତରେ ଆସି ତ୍ରିଲୋଚନପୁର ପଞ୍ଚାୟତର ଦୁର୍ଗମ କୁନ୍ନାକାଡୁ ଗାଁ’କୁ ରବିବାର ଗସ୍ତ କରିଥିଲେ ପଞ୍ଚାୟତରାଜ ଓ ପାନୀୟ ଜଳ ବିଭାଗ ଅତିରିକ୍ତ ସଚିବ…

କୋଲାବ ଜଳଭଣ୍ଡାରରେ ୩ ଜଣ ନବୋଦୟ ଛାତ୍ରଙ୍କ ମୃତ୍ୟୁ ଘଟଣା, ୩ ନିଲମ୍ବିତ

କୋରାପୁଟ, ୮।୩( ଅମିତାଭ ବେହେରା ): କୋରାପୁଟ କୋଲାବ ଜଳଭଣ୍ଡାରରେ ଶନିବାର ନବୋଦୟ ବିଦ୍ୟାଳୟର ତିନି ଛାତ୍ର ବୁଡ଼ି ମୃତ ଘଟଣାରେ ରବିବାର ନବୋଦୟ ସଂସ୍ଥାର ଆଞ୍ଚଳିକ କେନ୍ଦ୍ର ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି…

କିଏ ସେ ଆକୃତି ଅଗ୍ରଓ୍ବାଲ? ଯାହାଙ୍କ ପ୍ରେମରେ କ୍ଲିନ୍‌ ବୋଲ୍ଡ ହେଲେ ପୃଥ୍ବୀ ଶ’; ନିର୍ବନ୍ଧ ପରେ…

ମୁମ୍ବାଇ,୮।୩: ଭାରତୀୟ କ୍ରିକେଟ ଦଳର ବିସ୍ଫୋରକ ଓପନର୍‌ ପୃଥ୍ବୀ ଶ’ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିବାକୁ ଯାଉଛନ୍ତି। ସେ ନିଜର ଦୀର୍ଘ ଦିନର ବାନ୍ଧବୀ ତଥା ଜଣାଶୁଣା ସୋସିଆଲ ମିଡିଆ…

ଇତିହାସ ରଚିଲା ଭରତ

ଅହମଦାବାଦ,୮।୩: ଅହମଦାବାଦରେ ବିଶ୍ୱର ସବୁଠାରୁ ବଡ଼ କ୍ରିକେଟ ଷ୍ଟାଡିୟମରେ ଲକ୍ଷାଧିକ ଦର୍ଶକଙ୍କ ସମ୍ମୁଖରେ ଇତିହାସ ରଚିଛି ଭାରତ। ଏକାଧିକ ରେକର୍ଡ ସହ ବିଶ୍ୱର ପ୍ରଥମ ଦଳ ଭାବେ କ୍ରମାଗତ ଟି୨୦ କ୍ରିକେଟ ବିଶ୍ୱକପ ଟାଇଟଲ ହାସଲ କରିଛି ଭାରତୀୟ ଦଳ। ପୂର୍ବରୁ…

୩ୟ ଥର ପାଇଁ ବିଶ୍ୱ ଚାମ୍ପିୟନ ହେଲା ‘ଟିମ୍‌ ଇଣ୍ଡିଆ’: ବିଶାଳ ଟାର୍ଗେଟ ଆଗରେ ଚୁରମାର ହୋଇଗଲା କିଓ୍ବି ଦଳର ସ୍ବପ୍ନ 

ଅହମଦାବାଦ, ୮।୩- ଉଡ଼ିଲା ତ୍ରିରଙ୍ଗା। ଟି୨୦ ବିଶ୍ୱକପ୍‌ ଫାଇନାଲ ଜିତି ବିଶ୍ୱ ଚାମ୍ପିଅନ ହେବାର ଗୌରବ ଅର୍ଜନ କରିଛି ଟିମ୍‌ ଇଣ୍ଡିଆ। ରବିବାର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଅନୁଷ୍ଠିତ ହୋଇଥିବା ଏହି ମହାମୁକାବିଲାରେ ବିରୋଧୀ ନ୍ୟୁଜିଲାଣ୍ଡ ଆଗରେ ୨୫୫ ରନ୍‌ର ବିଶାଳ…

India vs New Zealand:ଫାଇନାଲରେ ଭାରତର ବିଶାଳ ସ୍କୋର, ନ୍ୟୁଜିଲାଣ୍ଡକୁ ଟାର୍ଗେଟ ମିଳିଲା…

ଅହମ୍ମଦାବାଦ,୮।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ୨୦୨୬ର ଫାଇନାଲ ମୁକାବିଲା ଖେଳାଯାଉଛି। ଏହି ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଟିମ୍‌ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା। ଆମନ୍ତ୍ରଣ ପାଇ ଭାରତୀୟ ଟିମ୍‌ ୨୦ ଓଭରରେ ୨୫୫ରନ୍‌ର ବିଶାଳ ସ୍କୋର…

India vs New Zealand: ଫାଇନାଲରେ ଟସ୍‌ ଜିତିଲା ନ୍ୟୁଜିଲାଣ୍ଡ, ନେଲା ଏହି ନିଷ୍ପତ୍ତି; ଉଭୟ ଦଳରେ…

ଅହମ୍ମଦାବାଦ,୮।୩: ଟି୨୦ ବିଶ୍ୱକପ୍‌ ୨୦୨୬ ଏବେ ଏହାର ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ରବିବାର ଖେଳାଯାଉଥିବା ଏହି ମହାମୁକାବିଲାରେ ମୁହାଁମୁହିଁ ହେଉଛନ୍ତି ଭାରତ ଓ ନ୍ୟୁଜିଲ୍ୟାଣ୍ଡ। ଏହି ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି।…

କୁଏତ୍‌ର ନିଷ୍ପତ୍ତିରେ ବଢ଼ିଲା ପାକିସ୍ତାନର ଚିନ୍ତା, ଇରାନ ଯୁଦ୍ଧ ସମୟରେ ଏପରି ଘଟିଲା ​​ଯାହା…

କତାର,୮ା୩: ଇରାନରେ ବଢ଼ୁଥିବା ଯୁଦ୍ଧ ଏବେ ବିଶ୍ୱ ଶକ୍ତି ବଜାରକୁ ପ୍ରଭାବିତ କରୁଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ ଅନେକ ତୈଳ ଉତ୍ପାଦନକାରୀ ଦେଶ ଉତ୍ପାଦନ ଏବଂ ରପ୍ତାନୀ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଉଛନ୍ତି। ଏହି…

ବଡ଼ ଘୋଷଣା କଲେ ମହମ୍ମଦ ମୋକିମ୍‌, ଏହି ଦିନ ଲଞ୍ଚ କରିବେ ନୂଆ ଦଳ

ଭୁବନେଶ୍ବର,୮ା୩: ଏପ୍ରିଲ୍‌ ୮ରେ ମହମ୍ମଦ ମୋକିମ୍‌ ନୂଆ ଦଳ ଲଞ୍ଚ୍‌ କରିବେ । ନୂଆ ଦଳର ନାଁ ‘ଓଡ଼ିଶା ଜନତା କଂଗ୍ରେସ’ ରହିବ ବୋଲି ଘୋଷଣା କରିଛନ୍ତି । ଭୁବନେଶ୍ବର ପ୍ରଦର୍ଶନୀ ପଡ଼ିଆରେ ନୂଆ ଦଳ ଲଞ୍ଚ କହିଲେ ମୋକିମ୍‌ ।…

ଖାତାକୁ ଗଲା ସୁଭଦ୍ରା ଟଙ୍କା, ତୁରନ୍ତ କରିନିଅନ୍ତୁ ଚେକ୍‌

ପୁରୀ,୮ା୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରବିବାର ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା। ପୁରୀ ତାଳବଣିଆ ସଭାସ୍ଥଳରୁ ଟଙ୍କା ପଠାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟର ୧ କୋଟି ୨ ଲକ୍ଷରୁ ଅଧିକ ମହିଳାଙ୍କ…

ଆମେରିକା-ଇରାନ ଯୁଦ୍ଧ ଆମକୁ ଆଉ ଦରକାର ନାହିଁ, କାହିଁକି ରାଗି ଏମିତି କହିଲେ ଟ୍ରମ୍ପ

ଓ୍ବାଶିଂଟନ,୮ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ ମଧ୍ୟରେ ବ୍ରିଟେନର ସମର୍ଥନର ଅଭାବକୁ ଉଲ୍ଲେଖ କରିଛନ୍ତି। ଟ୍ରମ୍ପ ପ୍ରଧାନମନ୍ତ୍ରୀ ଷ୍ଟାର୍‌ମରଙ୍କୁ ଟାର୍ଗେଟ କରି କହିଛନ୍ତି, ୟୁରୋପୀୟ ଦେଶ ଏବେ ପଶ୍ଚିମ ଏସିଆକୁ ବିମାନ ବାହକ ପଠାଇବା ବିଷୟରେ…

ଯୁଦ୍ଧ ମଇଦାକୁ ଓହ୍ଲାଇଲା ରୁଷିଆ! ଏବେ ବିଶ୍ୱଯୁଦ୍ଧ ଥୟ

ମସ୍କୋ,୮।୩: ମଧ୍ୟପ୍ରାଚ୍ୟ ଯୁଦ୍ଧରେ ଇରାନକୁ ରୁଷିଆର ସହାୟତା ଆମେରିକାରେ ଉତ୍ତେଜନା ସୃଷ୍ଟି କରିଥିଲା। ରାଷ୍ଟ୍ରପତି ଟ୍ରମ୍ପ ତାଙ୍କ ଦୂତଙ୍କ ମାଧ୍ୟମରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କୁ ଏକ ବାର୍ତ୍ତା ପଠାଇ ଇରାନଠାରୁ ଦୂରେଇ ରହିବା ଏବଂ ଆମେରିକା ବିରୋଧରେ ଇରାନକୁ କୌଣସି ସହାୟତା…

ଇରାନ ଯୁଦ୍ଧକୁ ନେଇ ଭାରତର ବଡ଼ ନଷ୍ପତ୍ତି, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୮।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀକୁ ନେଇ ଚାଲିଥିବା ସଙ୍କଟ ମଧ୍ୟରେ, ଭାରତ ସରକାର ପାରସ୍ୟ ଉପସାଗରରେ ଫସି ରହିଥିବା ଜାହାଜଗୁଡ଼ିକୁ ସୁରକ୍ଷା ଦେବା ପାଇଁ ଭାରତୀୟ ନୌସେନାକୁ ନିୟୋଜିତ କରିବାକୁ ବିଚାର କରୁଛନ୍ତି। ଜଣେ ବରିଷ୍ଠ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୬ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଫେବୃଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri