ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି: ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ୠଣ ଉପରେ ସୁଧ ଛାଡ଼

ଭୁବନେଶ୍ୱର, ୧୫।୪(ସୁନିତ ମିଶ୍ର): ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟ ସରକାର ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ମାନଙ୍କ ପାଇଁ ସୁଧ ମୁକ୍ତ ୠଣ ବ୍ୟବସ୍ଥାକୁ ଜାରି ରଖିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।

ସୂଚନା ଯୋଗ୍ୟ ଯେ, ଏହି ସୁଧ ମୁକ୍ତ ୠଣ ମୁକ୍ତ ବ୍ୟବସ୍ଥାକୁ ମୁଖ୍ୟମନ୍ତ୍ରୀ ପୂର୍ବରୁ ୩୧ ମାର୍ଚ୍ଚ ୨୦୨୫ ପର୍ଯ୍ୟନ୍ତ ଜାରି ରଖିଥିଲେ। ଆଜି ଏହାକୁ ୨୦୨୫-୨୬ ଆର୍ଥିକ ବର୍ଷ ଓ ପରବର୍ତ୍ତୀ ବର୍ଷ ଗୁଡିକ ପାଇଁ ଜାରିରଖିବା ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।

ଏହା ଦ୍ୱାରା ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଗୁଡିକ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ୠଣ ନେଇପାରିବେ। ଏହି ପଦକ୍ଷେପ ରାଜ୍ୟରେ ମହିଳା ଉଦ୍ୟୋଗୀ ଓ ଲକ୍ଷପତି ଦିଦି ସୃଷ୍ଟି କରିବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହା ସହିତ ମହିଳା ଭାଗିଦାରୀ ଜରିଆରେ ରାଜ୍ୟର ଗ୍ରାମାଞ୍ଚଳ ଓ ସହରାଞ୍ଚଳର ଅର୍ଥନୀତି ସୁଦୃଢ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗରେ ଦଙ୍ଗା

ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ...

‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଅନୁମୋଦନ

ଭୁବନେଶ୍ୱର,୨୫।୧୨(ରବିନାରାୟଣ ଜେନା): ରାଜ୍ୟର ବରପୁତ୍ରମାନଙ୍କୁ କିଭଳି ସବୁବେଳେ ସମ୍ମାନ ମିଳିବ ସେନେଇ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ...

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri