ପ୍ରତିମୂର୍ତ୍ତି ଜାଳିଥିବା ବ୍ୟକ୍ତି ଚିହ୍ନଟ ପରେ ପ୍ରତିକ୍ରିୟା ରଖିଲେ ହିମାଂଶୁ ଲାଲ…

ପାଟଣାଗଡ଼,୧୫।୪(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣଗଡ଼ ଏନଏସିସ୍ଥିତ ବ୍ଳକ ଛକଠାରେ ଦୀର୍ଘଦିନ ହେଲା ପଲିଥିନ ଘୋଡାହୋଇ ରହିଥିବା ଓଡ଼ିଶାର ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୁର୍ତ୍ତିରେ ମଙ୍ଗଳବାର ସକାଳୁ ଦୁର୍ବୃତ୍ତମାନେ ଜାଣିଶୁଣି ନିଆଁ ଲଗାଇ ପୋଡ଼ି ଦେଇଥିବା ଅଭିଯୋଗ ହୋଇଥିଲା। ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ପରେ ପୋଲିସ ମୂର୍ତ୍ତି ଜାଳିଥିବା ବ୍ୟକ୍ତିଙ୍କୁ ଚିହ୍ନଟ କରିଛି। ଚିହ୍ନଟ ହୋଇଥିବା ବ୍ୟକ୍ତି ଜଣକ ଯୁଗଳ କୁମାର ସାହୁ ବୋଲି ଜଣାପଡିଛି। ନିଆଁ ଲଗାଇ ଥିବା ଯୁଗଳ କୁମାର ଜଣେ ମାନସିକ ବିକାରଗ୍ରସ୍ତ ବୋଲି ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ ଗଣମାଧ୍ୟମକୁ ପ୍ରକାଶ କରିଛନ୍ତି। ପାଟଣାଗଡ଼ ପୋଲିସ ଯୁଗଳଙ୍କୁ ଅଟକ ରଖି ପଚରାଉଚରା କରୁଥିବା ସେ କହିଛନ୍ତି।

ସୂଚନାଯୋଗ୍ୟ, ପୂର୍ବରୁ ଏହି ଯାଗାରେ ବିଜୁବାବୁଙ୍କ ମୁର୍ତ୍ତି ସ୍ଥାପନ ନେଇ ବିରୋଧ ହୋଇଆସୁଥିଲା। ପୂର୍ବତନ ବିଜେଡି ବିଧାୟକ ସରୋଜ କୁମାର ମେହେର ଏହି ପ୍ରତିମୂର୍ତ୍ତି ସ୍ଥାପନ କରିବାକୁ ଯାଉଥିବା ବେଲେ ଏହାକୁ ବ୍ରାହ୍ମଣ ସମାଜ ପକ୍ଷରୁ ବିରୋଧ କରାଯାଇଥିଲା। ଏହି ସ୍ଥାନରେ ପର୍ଶୁରାମଙ୍କ ମୂର୍ତ୍ତି ସ୍ଥାପନ କରିବାକୁ ଏକ ମାସ ପର୍ଯ୍ୟନ୍ତ ଧାରଣାରେ ବସିଥିଲେ ବ୍ରାହ୍ମଣ ସମାଜ। ଶେଷରେ ପ୍ରଶାସନର ନିର୍ଦ୍ଦେଶରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପଲିଥିନ ଘୋଡାହୋଇ ରଖାଯାଇଥିଲା । ହେଲେ ମଙ୍ଗଳବାର ସକାଳେ ପ୍ରତିମୂର୍ତ୍ତିରେ ନିଆଁ ଲଗାଇ ଦିଆଯାଇଥିଲା। ପାଟଣାଗଡ଼ ଏନଏସି ପକ୍ଷରୁ ପ୍ରତିମୂର୍ତ୍ତିକୁ ସଫେଇ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri