ଅଗ୍ନି ସୁରକ୍ଷା ପ୍ରତି ସମର୍ପିତ ହୁଅ

ସମ୍ବଲପୁର,୧୫ା୪(ପ୍ରମୋଦ ବହିଦାର): ସୁରକ୍ଷିତ ମାନବସମ୍ବଳ ଦ୍ୱାରା ଦେଶର ଆର୍ଥତ୍କ ଉନ୍ନତି ଓ ପ୍ରଗତି ସମ୍ଭବ। ସମ୍ବଲପୁର ରିଜର୍ଭ ପୋଲିସ ଲାଇନ୍‌ ପଡ଼ିଆରେ ଜିଲା ଅଗ୍ନିଶମ ବିଭାଗ ପକ୍ଷରୁ ଆୟୋଜିତ ୮୧ତମ ଅଗ୍ନିଶମ ସପ୍ତାହ ଓ ସହିଦ ଦିବସ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହା କହିଛନ୍ତି ଉତ୍ତରାଞ୍ଚଳ ମଣ୍ଡଳ ଅଗ୍ନିଶମ ଅଧିକାରୀ ସଲିଲ୍‌ ପ୍ରକାଶ କିଣ୍ଡୋ।

ଆୟୋଜିତ ସାମୂହିକ ପରେଡ୍‌ରେ ଅଭିବାଦନ ଗ୍ରହଣ କରି ସମବେତ ଅଗ୍ନିଶମ କର୍ମଚାରୀଙ୍କ ଉଦ୍ଦେଶ୍ୟରେ ଉଦ୍‌ବୋଧନ ଦେଇ କିଣ୍ଡୋ କହିଛନ୍ତି, ଅଗ୍ନିଶମ କେବଳ ଜନ ସମୁଦାୟର ସୁରକ୍ଷା ନୁହେଁ ବରଂ ସମୃଦ୍ଧ ରାଷ୍ଟ୍ର ଗଠନରେ ମଧ୍ୟ ସହାୟକ ହୋଇଥାଏ। ଅଗ୍ନିଶମ ସପ୍ତାହ ଓ ଶହିଦ ଦିବସ ପାଳନର ଉଦ୍ଦେଶ୍ୟ ଜ୍ଞାପନ କରି ସେ କହିଲେ ୧୯୪୪ ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ମୁମ୍ବାଇସ୍ଥିତ ଭକ୍ଟୋରିଆ ବନ୍ଦରରେ ଏକ ବ୍ରିଟିଶ ଜାହଜରେ ହୋଇଥିବା ଭୀଷଣ ବିସ୍ଫୋରଣରୁ ଲାଗିଯାଇଥିବା ନିଆଁକୁ ଆୟତ୍ତ କରିବାକୁ ଯାଇ ଆଜିର ଦିନରେ ୭୧ ଜଣ ଅଗ୍ମିଶମ କର୍ମଚାରୀ ଶହୀଦ ହୋଇଥିଲେ।

ଉକ୍ତ ଶହୀଦମାନଙ୍କ ସ୍ମୃତିରେ ସେହି ଦିନଠାରୁ ଅଗ୍ନିଶମ ସପ୍ତାହ ଓ ଶହୀଦ ଦିବସ ପାଳିତ ହୋଇ ଆସୁଛି। ଏହି ଅବସରରେ ସେ ସମସ୍ତଙ୍କୁ ଅଗି୍ନ ସୁରକ୍ଷା ପ୍ରତି ସମର୍ପିତ ହୋଇ ଅଗ୍ନି ନିର୍ବାପନ ଦିଗରେ ବ୍ୟାପକ ଜନସଚେତନତା ଜାଗ୍ରତ କରିବାକୁ ଆହ୍ବାନ ଦେଇଥିଲେ।

ଆଜିର ଦିନରେ ଇତିହାସକୁ ଦୃଷ୍ଟିରେ ରଖି ଭବିଷ୍ୟତ ମାର୍ଗ ପ୍ରସ୍ତୁତ କରିବାକୁ ସେ ଉପସ୍ଥିତ ସମସ୍ତ ଅଗ୍ନିଶମ କର୍ମଚାରୀଙ୍କୁ ପରାମର୍ଶ ଦେଇଥିଲେ। ଏହି ଅବସରରେ ୨୦ଜଣ ଅବସରପ୍ରାପ୍ତ ଅଗ୍ନିଶମ କର୍ମଚାରୀଙ୍କୁ ସମ୍ମାନିତ କରାଯାଇଥିଲା। ଏଥିରେ ଜିଲା ଅଗ୍ନଶମ ଅଧିକାରୀ ସୁଦାମ ଚନ୍ଦ୍ର କିସ୍କୁଙ୍କ ସହିତ ଅନ୍ୟ ଅଗ୍ନିଶମ ଅଧିକାରୀ ଓ କର୍ମଚାରୀ, ଅବସରପ୍ରପ୍ତ କର୍ମଚାରୀ ଓ ସେମାନଙ୍କ ପରିବାର ବର୍ଗ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri