କିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ବଡ଼ ଖୁଲାସା କଲେ ନୀତୀଶ କୁମାରଙ୍କ ପୁଅ

ପାଟନା,୧୫।୪: ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ପୁଅ ନିଶାନ୍ତ କୁମାର ମଙ୍ଗଳବାର ପାଟନାରେ ଗଣମାଧ୍ୟମକୁ ସମ୍ବୋଧିତ କରିଛନ୍ତି। ନୀତୀଶ କୁମାର ହେଉଛନ୍ତି ବିହାରରେ ମୁଖ୍ୟମନ୍ତ୍ରୀଙ୍କ ଚେହେରା। ଅମିତ ଶାହ ଏବଂ ସମ୍ରାଟ ଚୌଧୁରୀ ମଧ୍ୟ ଏହାକୁ ଗ୍ରହଣ କରିଛନ୍ତି ବୋଲି ନିଶାନ୍ତ କହିଛନ୍ତି। ନିଜେ ରାଜନୀତିରେ ଯୋଗଦେବାର ପ୍ରଶ୍ନ ଶୁଣିବା ମାତ୍ରେ ସେ ହସିଦେଇ ନୀରବ ରହିଥିଲେ ଏବଂ କହିଥିଲେ, ମୋ ବାପା ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି। ବିହାରର ଲୋକମାନେ ଦେଖୁଛନ୍ତି। ଜନସାଧାରଣ ହେଉଛନ୍ତି ମାଲିକ, ସେମାନେ ସବୁକିଛି ଜାଣନ୍ତି। ଆଗାମୀ ଦିନରେ ସେସମାନେ ହିଁ ସବୁକିଛି ନିଷ୍ପତ୍ତି ନେବେ।

ନିଶାନ୍ତ କୁମାର ଜନସାଧାରଣଙ୍କୁ ଅନୁରୋଧ କରି କହିଛନ୍ତି, ଆପଣ ୨୦୧୦ରେ ନୀତିଶ କୁମାରଙ୍କୁ ଯେଉଁ ବହୁମତ ଦେଇଥିଲେ, ୨୦୨୫ରେ ମୋ ବାପାଙ୍କୁ ମଧ୍ୟ ସେହିପରି ବହୁମତ ଦିଅନ୍ତୁ। ଯେତେବେଳେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ବିହାର ଆସିଥିଲେ, ସେ ମଧ୍ୟ କହିଥିଲେ ଯେ ନୀତୀଶ କୁମାରଙ୍କ ନେତୃତ୍ୱରେ ନିର୍ବାଚନ ଲଢ଼ାଯିବ ଏବଂ ମୁଖ୍ୟମନ୍ତ୍ରୀ ନୀତୀଶ ହିଁ ମୁଖ୍ୟମନ୍ତ୍ରୀଙ୍କ ଚେହେରା ହେବେ। ସମ୍ରାଟ ଚୌଧୁରୀ ସ୍ପଷ୍ଟ ଭାବରେ କହିଛନ୍ତି ଯେ, ନୀତୀଶ କୁମାର ତାଙ୍କ ସହିତ ୧୫ ବର୍ଷ ଧରି ଅଛନ୍ତି ଏବଂ ସେ ମୁଖ୍ୟମନ୍ତ୍ରୀ ପଦ ପାଇଁ ପ୍ରାର୍ଥୀ ହେବେ। ସେ ନିର୍ବାଚନରେ ବିଜୟୀ ହେବେ ବୋଲି ଆତ୍ମବିଶ୍ୱାସ ପ୍ରକାଶ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri